‘କ୍ଷୟ ହେବାକୁ ବସିଛି ଉପକୂଳ ଅଞ୍ଚଳ’
ପୁରୀ ଅଫିସ, ୧୩ା୧୨:ପୁରୀ ଜିଲା ସ୍ବେଚ୍ଛାସେବୀ ସଙ୍ଗଠନ ସାମ୍ମୁଖ୍ୟ ‘ଦି ବେଲ୍’ ଏବଂ ଷ୍ଟେଟ ବ୍ୟାଙ୍କ୍ର ମିଳିତ ସହଯୋଗରେ ସୋମବାର ମହୋଦଧି ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ଥିଲା କାୟାକିଂ ରାଲି। ପୁରୀ ସମୁଦ୍ରରେ ପ୍ରଥମ ଥର…
କୁଇନସଲ୍ୟାଣ୍ଡର ଏକ ନିଛାଟିଆ ଅଞ୍ଚଳରେ ୨ ପୋଲିସ ଅଧିକାରୀଙ୍କ ସହ ମିଳିଲା ୬ ଜଣଙ୍କ ମୃତଦେହ
କୁଇନ୍ସଲ୍ୟାଣ୍ଡ,୧୩ ।୧୨: ଅଷ୍ଟ୍ରେଲିୟାର କୁଇନ୍ସଲ୍ୟାଣ୍ଡ ରାଜ୍ୟରେ ଥିବା ଏକ ନିଛାଟିଆ ସ୍ଥାନରୁ ୨ ଜଣ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କ ମୃତଦେହ ମିଳିଛି । ଜଣେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ବେଳେ ପୋଲିସ ଯେତେବେଳେ ସେହି ସ୍ଥାନରେ ପହଞ୍ଚିଥିଲା ସେତେବେଳେ…
୪ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପାଠ ପଢ଼ିବାକୁ ହେବ। ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା। ସୋମବାର…
ଭୋଟ ପାଇଁ ଭୋକ
ଭୂପେନ୍ଦ୍ର ପଟେଲ ୧୨ ଡିସେମ୍ବର ୨୦୨୨ରେ ଗୁଜରାଟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଭାରତୀୟ ଜନତା ପାର୍ଟି (ଭାଜପା) ଗୁଜରାଟ ବିଧାନସଭା ନିର୍ବାଚନରେ ନିରଙ୍କୁଶ ଆସନ ଜିତି ୭ମ ଥର ପାଇଁ ରେକର୍ଡ ସୃଷ୍ଟି କରି କ୍ଷମତାସୀନ ହୋଇପାରିଛି।…
ସନ୍ତାନ ନ ହେବାରୁ ସ୍ତ୍ରୀକୁ ପିଟି ହତ୍ୟା: ସ୍ବାମୀ ଗିରଫ
ବାରିପଦା ଅଫିସ,୧୩ା୧୨: ବାରିପଦା ସଦର ଥାନା ଦୁଧିଆଶୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଦୀର୍ଘବର୍ଷ ପରେ ମଧ୍ୟ ପିଲା ନ ହେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତ ମହିଳାଙ୍କ ଭାଇ ସାଗରାମ…
ମାଟ୍ରିକ ଢାଞ୍ଚାରେ ହେବ ଅଷ୍ଟମ ପ୍ରଶ୍ନପତ୍ର
ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):କୋଭିଡ୍ ଯୋଗୁ ରାଜ୍ୟରେ ସ୍କୁଲସ୍ତରରେ ଉଭୟ ଶିକ୍ଷାଦାନ ଓ ପରୀକ୍ଷା ପରିଚାଳନାରେ ବହୁ ସମସ୍ୟା ଉପୁଜିଥିଲା। ବିନା ପରୀକ୍ଷାରେ ପିଲାଙ୍କୁ ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ମାଟ୍ରିକ ସାର୍ଟିଫିକେଟ୍ ପ୍ରଦାନ କରାଯାଇଥିଲା। ଏପରିକି ପିଲାଙ୍କ ଦକ୍ଷତା ଯାଞ୍ଚ କରିବାର ସୁଯୋଗ…
୩ ବର୍ଷ ପରେ ଚେନ୍ନାଇରୁ ଜାଫ୍ନା ଉଡ଼ିଲା ବିମାନ
ଚେନ୍ନାଇ,୧୩।୧୨: ୩ ବର୍ଷ ପରେ ସୋମବାର ଚେନ୍ନାଇରୁ ଶ୍ରୀଲଙ୍କାର ଜାଫ୍ନାକୁ ବିମାନ ଉଡ଼ାଣ ଆରମ୍ଭ ହୋଇଛି। କୋଭିଡ୍ କାରଣରୁ ଚେନ୍ନାଇରୁ ଜାଫ୍ନା ବିମାନ ଚଳାଚଳ ବନ୍ଦ କରାଯାଇଥିଲା। ସୋମବାର ସକାଳ ପ୍ରାୟ ୧୧ଟା ୨୫ ମିନିଟରେ ଏଲିଆନ୍ସ ଏୟାର ସର୍ଭିସ ଜାଫ୍ନା…
ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’
ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି । ଫିଲ୍ମକୁ ନିକଟରେ ଆୟୋଜିତ ହୋଇଥିବା ଭାରତୀୟ ଟେଲିଭିଜନ ପୁରସ୍କାର(ଆଇଟିଏ-୨୦୨୨)ରେ ସମ୍ମାନୀତ କରାଯାଇଛି । ଚଳିତ…
ଚର୍ଚ୍ଚିତ ମିଶ୍ରଙ୍କୁ ଇଡିର ୨ ଘଣ୍ଟା ଜେରା
ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସ୍ଏଲ୍)ର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା…
ଡାକ୍ତରୀ ପାଠପଢ଼ା ପାଇଁ ବୈକୁଣ୍ଠଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣେ ଗରିବ ଛାତ୍ରଙ୍କୁ ଡାକ୍ତରୀ ପଢ଼ିବା ପାଇଁ ସହଯୋଗର ହାତ ବଢ଼ାଇଛନ୍ତି। ଡାକ୍ତରୀ ପଢ଼ିବା ପାଇଁ ଅର୍ଥ ବାଧକ ସାଜିଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପରେ ପୁରୀ ଜିଲାର ବୈକୁଣ୍ଠ ସେଠୀଙ୍କୁ ରାଜ୍ୟ ସରକାର ସହଯୋଗର…
ବର୍ଷ ଶେଷ ଖବରଦାତା ସମ୍ମିଳନୀ କରିବେନି ପୁଟିନ୍
ମସ୍କୋ, ୧୩।୧୨: ଚଳିତବର୍ଷ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ବର୍ଷ ଶେଷ ଖବରଦାତା ସମ୍ମିଳନୀ କରିବେ ନାହିଁ ବୋଲି କ୍ରେମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ ସୂଚନା ଦେଇଛନ୍ତି। ବିଦେଶ ଗସ୍ତ ସମୟରେ ଚଳିତବର୍ଷ ପୁଟିନ୍ ଏକାଧିକ ଖବରଦାତା ସମ୍ମିଳନୀରେ ଯୋଗ ଦେଇଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁପତ୍ର ତୋଳାଳି
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରାଜ୍ୟର କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିମାନଙ୍କର ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘ ସୋମବାର ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳିମାନଙ୍କୁ ସ୍ବାଗତ କରିବା ସହ କହିଛନ୍ତି ଯେ, ମୁଁ ସବୁବେଳେ…
Archives


