Home Left

‘ସର୍ଟକଟ୍‌ ରାଜନୀତି ନୁହେଁ, ସୁଶାସନ ଚାହାନ୍ତି ମୋଦି’

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କା ମୂଲ୍ୟର କଳା ଟଙ୍କା ଜବତ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏନେଇ ସୂଚନା ଦେଇଛନ୍ତି। ୪,୩୦୦ କୋଟି ଟଙ୍କା ମୂଲ୍ୟର ବେନାମୀ ସମ୍ପତ୍ତି ସହିତ ୧,୨୫୪…

‘ପଠାନ’ର ପ୍ରଥମ ଗୀତ ରିଲିଜ୍‌ 

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପଠାନ’ ଆସନ୍ତା ଜାନୁୟାରୀରେ ହେବାକୁ ଯାଉଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେତ ଉତ୍ସାହିିତର ସହିତ ଅପେକ୍ଷା କରିଛନ୍ତି। ଏହି ସମୟରେ ଫିଲ୍ମର ପ୍ରଥମ ଗୀତ ‘ବେସରମ ରଙ୍ଗ’ ସାମ୍ନାକୁ…

ପିଲାଙ୍କ କଳିରୁ ଗୋଷ୍ଠୀ ସଂଘର୍ଷ: ୮ ଆହତ

ରାୟଗଡ଼ା,୧୨ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରଠାରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଏହି ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ନ୍ୟାୟ ଦାବି…

‘କେଜିଏଫ୍‌-୨’ପରେ ଧନୁଷଙ୍କ ଫିଲ୍ମରେ ପୁଣି ଖଳନାୟକ ହେବେ ସଞ୍ଜୟ ଦତ୍ତ

ମୁମ୍ବାଇ: ସାଉଥ୍‌ରୁ ବଲିଉଡ ଚଳଚ୍ଚିତ୍ରରେ ଚମତ୍କାର ପ୍ରଦର୍ଶନ ସହିତ ଦର୍ଶକଙ୍କ ହୃଦୟ ଜିତିଥିବା ଅଭିନେତା ଧନୁଷ ‘ଗ୍ରେ ମ୍ୟାନ’ ଏବଂ ’ନାନେ ବାରୁବେନ’ ଭଳି ବ୍ୟାକ୍‌ ଟୁ ବ୍ୟାକ୍‌ ସୁପରହିଟ ଫିଲ୍ମରେ ଅଭିନୟ କରିଛନ୍ତି। ‘କ୍ୟାପଟେନ ମିଲର୍‌’, ‘ଗ୍ରେ ମ୍ୟାନ ୨’…

କାଉନସିଲର ବୈଠକ ବାତିଲ ନେଇ ଅସନ୍ତୋଷ

ଗଞ୍ଜାମ,୧୨ା୧୨(ଡି.ଏନ୍‌.ଏ.): ସୋମବାର ଗଞ୍ଜାମ ଏନ୍‌ଏସି କାଉନସିଲର ବୈଠକ ହେବା ନେଇ ପୂର୍ବରୁ ସ୍ଥିର ହୋଇଥିଲା। ତାହା ହଠାତ୍‌ ବାତିଲ ହୋଇ ଯାଇଥିଲା। ଯାହାକୁ ନେଇ କାଉନସିଲରମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏନେଇ ବିଧାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର୍‌ମାନଙ୍କୁ ଅବଗତ କରାଯାଇଥିଲା।…

ହୀରା ଅଳଙ୍କାର ପ୍ରିୟ ଗୁଜରାଟ ମୁଖ୍ୟମନ୍ତ୍ରୀ: ପାଖରେ ଅଛି ଏତିକି ସମ୍ପତ୍ତି

ଅହମ୍ମଦାବାଦ୍‌,୧୨।୧୨: ଦ୍ୱିତୀୟ ଥର ଗୁଜରାଟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଭୂପେନ୍ଦ୍ର ପଟେଲ। ରେକର୍ଡ ଭୋଟରେ ଜିତିଥିବା ଭୂପେନ୍ଦ୍ର ଭାଜପାର ଆଗଧାଡିର ନେତାଙ୍କ ମଧ୍ୟରେ ଜଣାଶୁଣା। ୧୫ ଜୁଲାଇ ୧୯୬୨ରେ ଅହମ୍ମଦାବାଦରେ ଜନ୍ମ ହୋଇଥିବା ବୃତ୍ତି ଅନୁଯାୟୀ ସେ ସିଭିଲ ଇଞ୍ଜିନିୟର ତଥା ବିଲଡର…

ଏହି ଦେଶର ପାସପୋର୍ଟ ସବୁଠୁ ଦୁର୍ବଳ, ମାତ୍ର ୨୭ ଦେଶକୁ ମିଳିଥାଏ ପ୍ରବେଶ ଅନୁମତି

ପାସପୋର୍ଟ ସାରା ବିଶ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଭାବରେ ଆବଶ୍ୟକ ହୋଇଥାଏ। ବିଦେଶ ଯିବା ପାଇଁ ପାସପୋର୍ଟ ବ୍ୟବହୃତ ହୁଏ। ଯେତେବେଳେ କିଛି ବିଶେଷ କାର୍ଯ୍ୟ ଥାଏ କିମ୍ବା ଯଦି ଆପଣ ବୁଲିବାକୁ ଯିବାକୁ ଚାହାନ୍ତି ଏହା ଦରକାର ପଡ଼ିଥାଏ। ପାସପୋର୍ଟ…

ବିମାନବନ୍ଦର ସୁରକ୍ଷାର ତଦନ୍ତକଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ

ନୂଆଦିଲ୍ଲୀ,୧୨।୧୨: ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ମାତ୍ରାଧିକ ଜନଗହଳି, କର୍ମଚାରୀ ଅଭାବ ଏବଂ କାର୍ଯ୍ୟରେ ବିଳମ୍ବ ହେବା ସହ ବିଶୃଙ୍ଖଳା ଦେଖାଦେଉଥିବା ନେଇ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ନେଇ ସୋମବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ…

ବିବାହ ବିଚ୍ଛେଦ ଖବର ପରେ ଏକାଠି ନଜର ଆସିଲେ ସାନିଆ-ସୋଏବ

ମୁମ୍ବାଇ: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ସୋଏବ ମଲିକଙ୍କ ବିବାହ ବିଚ୍ଛେଦକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ସହମତିରେ ଛାଡ଼ପତ୍ର ଦେଇଥିବା ଯଦିଓ ଚର୍ଚ୍ଚା ହେଉଛି କିନ୍ତୁ ସୋଏବ କିମ୍ବା ସାନିଆଙ୍କ ପକ୍ଷରୁ ଏହି…

ବିବାହରେ ସ୍ତ୍ରୀଙ୍କୁ ଗଧ ଉପହାର ଦେଲେ ସ୍ବାମୀ

ଇସଲାମାବାଦ୍‌,୧୨।୧୨: ପଡୋଶୀ ଦେଶ ପାକିସ୍ତାନରେ ଗାଈ ଏବଂ ବଳଦ ଅପେକ୍ଷା ଗଧର ବେଶ୍‌ ଗୁରୁତ୍ୱ ରହିଛି। ଏଠାରେ ଆଜଲାନ ଶାହା ନାମକ ଜଣେ ୟୁଟ୍ୟୁବର୍‌ ବିବାହରେ ସ୍ତ୍ରୀଙ୍କୁ ଏକ ଗଧ ଉପହାର ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସମସ୍ତେ ଜାଣନ୍ତି, ବିବାହରେ ବର…

ରଜନୀକାନ୍ତଙ୍କ ସହ ରୋମାନ୍ସକୁ ନେଇ ଐଶ୍ୱର୍ଯ୍ୟାଙ୍କ ଉଡ଼ିଥିଲା ମଜା

ମୁମ୍ବାଇ: ସୁପରଷ୍ଟାର ରଜନୀକାନ୍ତ ଆଜି ଅର୍ଥାତ୍‌ ଡିସେମ୍ବର ୧୨ରେ ତାଙ୍କର ୭୨ତମ ଜନ୍ମଦିବସ ପାଳନ କରୁଛନ୍ତି। ତାଙ୍କର ଆକ୍ସନ, ରୋମାନ୍ସ ସବୁକୁ ଦର୍ଶକ ବେଶ୍‌ ପସନ୍ଦ କରନ୍ତି। ଏହି ଖାସ୍‌ ଦିନରେ ବିଭିନ୍ନ ମହଲରୁ ରଜନୀକାନ୍ତଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି। ଆଜିର…

ଡରୁଛନ୍ତି ରଣବୀର

ବଲିଉଡର ରୋମାଣ୍ଟିକ୍‌ କପଲ୍‌ ରଣବୀର କପୁର ଏବଂ ଆଲିଆ ଭଟ୍ଟ ନିକଟରେ ମାତାପିତା ହୋଇଛନ୍ତି। ନିକଟରେ ଆଲିଆ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାପରେ ରଣବୀର-ଆଲିଆଙ୍କ ଜୀବନରେ ଅନେକ ପରିବର୍ତ୍ତନ ଘଟିଛି। ପିତା ହେବା ପରେ ଏକ ସାକ୍ଷାତକାରରେ ରଣବୀର ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri