Home Left

କାମରେ ଲାଗୁନି ଶୌଚାଳୟ

ଦେଓଗାଁ,୧୨ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଙ୍ଗାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ସିଙ୍ଗାମୁଣ୍ଡା ହୋଇସ୍କୁଲ ପରିସରରେ ତିଆରି ହୋଇଥିବା ଶୌଚାଳୟ କାମରେ ଲାଗୁନି। ୨ବର୍ଷ ତଳେ କୋଭିଡ ସମୟରେ ରାଜ୍ୟ ସରକାର ପ୍ରବାସୀଙ୍କୁ ରଖିବା ପାଇଁ ବିଦ୍ୟାଳୟ ପରିସରରେ ଆନୁସାଙ୍ଗିକ ବ୍ୟବସ୍ଥା ପାଇଁ…

ଉଦ୍ଧାର ଶାଗୁଣାକୁ ନନ୍ଦନକାନନରେ ଛାଡ଼ିଲା ବନବିଭାଗ

ଝାରସୁଗୁଡା ଅଫିସ୍‌,୧୨।୧୨: ଝାରସୁଗୁଡା ଜିଲା ବେଲପାହାଡ ରେଞ୍ଜ ଅଧିନ ବାଘମୁଣ୍ଡା ବନ ବିଭାଗ ତରଫରୁ ଉଦ୍ଧାର କରାଯାଇଥିବା ହିମାଲୟନ ଗ୍ରୀଫୋନ ଭୁଲ୍ଟୁରେ ପକ୍ଷୀ (ବିରଳ ଶାଗୁଣା)କୁ ଶନିବାର ଭୁବନେଶ୍ୱରସ୍ଥିତ ନନ୍ଦନକାନନରେ ଛଡା ଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ ୫ତାରିଖରେ ଝାରସୁଗୁଡା ଜିଲା…

ମଣ୍ଡିରେ ପଡ଼ିଛି ଧାନ, ବାଜିରେ ଚାଷୀଙ୍କ ଜୀବନ

ସମ୍ବଲପୁର,୧୨ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ଧାନ ସଂଗ୍ରହରେ ଆରମ୍ଭରୁ ଅବ୍ୟବସ୍ଥା ଦେଖାଦେଇଥିଲା। ହୀରାକୁଦ ସେଚାଞ୍ଚଳ ସଦର ଉପଖଣ୍ଡରେ ଟୋକନ, କଟନୀ ଛଟନୀ ଭଳି ସମସ୍ୟା ଲାଗି ରହିଥିବା ବେଳେ କୁଚିଣ୍ଡା ଉପଖଣ୍ଡରେ ମଣ୍ଡିରୁ ଧାନ ଉଠାଣକୁ ନେଇ ବଡ ସମସ୍ୟା ସୃଷ୍ଟି ହୋଇଛି।…

ମଣ୍ଡିରେ ପଡ଼ିଛି ଧାନ, ବର୍ଷା ଆଶଙ୍କାରେ ଚାଷୀ

ଲୋଇସିଂହା,୧୨।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଖରିଫ ଧାନକିଣା ଆରମ୍ଭ ହୋଇଛି। ଲୋଇସିଂହା ଓ ବୁର୍ଡାକୁ ବାଦ୍‌ ଦେଇ ବାକି ପାକ୍ସରେ ଧାନକିଣା ଚାଲିଛି। ବ୍ଲକର ୧୦ ପାକ୍ସରୁ ୮ ପାକ୍ସରୁ ଶନିବାର ସୁଦ୍ଧା ୫ ହଜାର ୪୪୧ କୁଇଣ୍ଟାଲ ୪୬…

ଖୋଲା ଆକାଶ ତଳେ ଗଦା ହୋଇଛି ଧାନ

କୁନ୍ଦୁରା,୧୨ା୧୨(ଡି.ଏନ.ଏ.): ଚଳିତ ଖରିଫ ଋତୁ ପାଇଁ ଯେତେ ବିଳମ୍ବରେ ଧାନ ମଣ୍ଡିର ଶୁଭାରମ୍ଭ ହେବ ସେତିକି ଅଧିକ କ୍ଷୁଦ୍ର ଓ ମଧ୍ୟମବର୍ଗର ଚାଷୀ ଦଲାଲଙ୍କ ନିକଟରେ ଧାନ ବିକି ଅଭାବୀ ବିକ୍ରିର ଶିକାର ହେବେ ବୋଲି କୃଷକ କଲ୍ୟାଣ ମଞ୍ଚ ସମ୍ପାଦକ…

ଯନ୍ତ୍ରୀ ଜାଣିନାହାନ୍ତି କାର୍ଯ୍ୟର ଅଟକଳ ମୂଲ୍ୟ

ମାଲକାନଗିରି,୧୨ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ବିଏଲକେ ଅନ୍ତର୍ଗତ ଏମପିଭି-୨୯ ଗ୍ରାମ ନିକଟସ୍ଥ ପୋଟେରୁ ଜଳସେଚନ ବିଭାଗର ଶାଖା କେନାଲରେ ନିର୍ମାଣାଧୀନ କଂକ୍ରିଟ କାମ ନିମ୍ନମାନର କରାଯାଉଥିବା ଅଭିଯୋଗ ହୋଇଛି। ଏଥିସହ ଏହି କାର୍ଯ୍ୟରେ ଶିଶୁ ଶ୍ରମିକ ନିୟୋଜିତ କରାଯାଇଥିବା କୁହାଯାଉଛି। ଏହି…

ଜାଫନା-ଚେନ୍ନାଇ ମଧ୍ୟରେ ଆଜିଠାରୁ ଆରମ୍ଭ ହେବ ବିମାନ ସେବା, ଶ୍ରୀଲଙ୍କା ଅର୍ଥ ବ୍ୟବସ୍ଥା ପାଇଁ ବଡ ଦିନ

ଚେନ୍ନାଇ,୧୨ ।୧୨: କରୋନା ମହାମାରୀ ଯୋଗୁ ଲମ୍ବା ବିରତି ପରେ ପୁଣିଥରେ ସୋମବାର ଅର୍ଥାତ୍ ୧୨ ଡିସେମ୍ବରରୁ ଚେନ୍ନାଇ ଓ ଜାଫନା(ଶ୍ରୀଲଙ୍କା) ମଧ୍ୟରେ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଏୟାର ଇଣ୍ଡିଆର ସହାୟକ କମ୍ପାନୀ ଏଲାୟଂସ ଏୟାର ଏହି…

ରଜନୀକାନ୍ତଙ୍କ ପାଇଁ ୭ ଦିନର ଉପବାସ ବ୍ରତ ରଖିଥିଲେ ଶ୍ରୀଦେବୀ

ମୁମ୍ବାଇ: ସାଉଥ ସିନେମାରୁ ବଲିଉଡ ପର୍ଯ୍ୟନ୍ତ ନିଜ ଅଭିନୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିତିଥିବା ସୁପରଷ୍ଟାର ରଜନୀକାନ୍ତ ଆଜିବି ମନୋରଞ୍ଜନ ଦୁନିଆରେ ବେଶ ଆକ୍ଟିଭ । କିଛିଦିନ ପାଇଁ ସେ ରାଜନୀତିରେ ଯୋଗ ଦେଇଥିଲେ ବି ଏଥିରୁ ଓହରି ଆସିଛନ୍ତି ।…

ବେଢ଼ାବନ୍ଧ ସୌନ୍ଦର୍ଯ୍ୟକରଣ ଯୋଜନା ବାଟବଣା

ବ୍ରହ୍ମପୁର ଅଫିସ,୧୨ା୧୨: ବ୍ରହ୍ମପୁର ମହାନଗର ୨୬ନଂ ୱାର୍ଡ ଅନ୍ତର୍ଗତ ଗୋଷାଣି ନୂଆଗାଁ ଅଞ୍ଚଳରେ ଅଛି ଶତାଧିକ ବର୍ଷର ପୁରାତନ ବିଶାଳ ଜଳାଶୟ ବେଢ଼ାବନ୍ଧ। ଏବେ ଊକ୍ତ ପୋଖରୀ ପାଣି ପ୍ରଦୂଷିତ ହେବା ସହ ଲଟାବୁଦା ମାଡ଼ିଛି। ଆଧୁନିକୀ ଓ ସୌନ୍ଦର୍ଯ୍ୟକରଣ ପାଇଁ…

ସ୍ବପ୍ନ ପାଲଟିଛି ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ

କେନ୍ଦୁଝର, ୧୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ବଲାଣିସ୍ଥିତ ବଲାଣି ଖାଦାନ ଷ୍ଟେଶନ କାର୍ଯ୍ୟକ୍ଷମ ହେବାର ୬୦ ବର୍ଷ ଅତିକ୍ରମ କରିଛି। ଏକଦା ଖଣିଜ ପରିବହନ ନିମନ୍ତେ ପ୍ରତିଷ୍ଠା ହୋଇଥିବା ଉକ୍ତ ରେଳଷ୍ଟେଶନରେ ଯାତ୍ରୀବାହୀ ରେଳ ଚଳାଚଳ…

ରାସୋଳ ଅଞ୍ଚଳରେ ୧୦୦ ହାତୀ

ରାସୋଳ, ୧୨।୧୨(ଡି.ଏନ୍‌.ଏ.): ଫସଲ ଅମଳ ସମୟରେ ମାତିଛନ୍ତି ହାତୀ। ବର୍ଷସାରା ହାଡ଼ଭଙ୍ଗା ପରିଶ୍ରମ କରିଥିବା ଚାଷୀ ଘରକୁ ଧାନ ଆଣିବାକୁ ଆଶା ବାନ୍ଧି ବସିଥିବାବେଳେ ମାତ୍ର କେଇ ଘଣ୍ଟାରେ ଉଜାଡ଼ି ଦେଉଛନ୍ତି ଚାଷ। ଆଖି ଆଗରେ ସୁନାର ଫସଲ ନଷ୍ଟ ହୋଇଯାଉଥିବା…

ଉନ୍ନତି ପାଇଁ ମିଳିଲା ଉପାୟ

ଛେଣ୍ଡିପଦା,୧୨ା୧୨ (ଡି.ଏନ.ଏ.): ଆଇନ ସମ୍ପର୍କରେ ଥିଲେ ଅଜ୍ଞ। ଧରପଗଡ଼ କରୁ ନ ଥିଲା ପୋଲିସ। ଅବକାରୀ ବିଭାଗ ମଧ୍ୟ ଦେଖାଉ ନ ଥିଲା ନାଲି ଆଖି। ସେଥିପାଇଁ ବହୁଳ ଭାବେ କରାଯାଉଥିଲା ବେଆଇନ ଗଞ୍ଜେଇ ଚାଷ। ଅଧିକ ଲାଭ ମିଳୁଥିବାରୁ ଦୀର୍ଘବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri