ବିକଳ୍ପ ବ୍ୟବସ୍ଥା ଆପଣେଇଲେ ସରକାର
ରସୁଲପୁର,୧୨ା୧୨(ଡି.ଏନ.ଏ.): ରାଜ୍ୟରେ ଅଙ୍ଗନୱାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ନଭେମ୍ବର ୨୧ରୁ ଆନ୍ଦୋଳନ ଆରମ୍ଭ ହୋଇ ୨୧ଦିନରେ ପହଞ୍ଚତ୍ଲାଣି। ଫଳରେ ଅଧିକାଂଶ ଅଙ୍ଗନୱାଡି କେନ୍ଦ୍ରରେ ତାଲା ଝୁଲୁଛି। କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଘରକୁ ରାଶନ ସାମଗ୍ରୀ ଯୋଗାଇବା କାର୍ଯ୍ୟ ଠପ୍…
ନୟାଗଡ଼ ସହରରେ ‘ଟ୍ରେଣ୍ଡ୍ସ ମ୍ୟାନ୍’
ଭୁବନେଶ୍ୱର,୧୨।୧୨: ରିଲାଏନ୍ସ ରିଟେଲର ପ୍ରମୁଖ ବ୍ରାଣ୍ଡ୍ ‘ଟ୍ରେଣ୍ଡସ’ର ପୁରୁଷ ବର୍ଗଙ୍କ ସ୍ବତନ୍ତ୍ର ଷ୍ଟୋର ‘ଟ୍ରେଣ୍ଡ୍ସ ମ୍ୟାନ୍’ ପକ୍ଷରୁ ନୟାଗଡ଼ ସହରରେ ପ୍ରଥମ ତଥା ନୂଆ ଟ୍ରେଣ୍ଡସ ମ୍ୟାନ୍ ଷ୍ଟୋର୍ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏପରିକି ୧୭୪୦ବର୍ଗଫୁଟ ପରିମିତ ସ୍ଥାନରେ ନିର୍ମିତ ଏହି…
‘ଛାତ୍ରସମାଜ ବିବେକାନୁମୋଦିତ କାର୍ଯ୍ୟ କରିବା ଆବଶ୍ୟକ’
ଭୁବନେଶ୍ୱର,୧୨।୧୨: ବର୍ତ୍ତମାନ ସମୟରେ ଶିକ୍ଷାକୁ ଏକ ମାଧ୍ୟମ ନ କରି ଛାତ୍ର ସମାଜ ବିବେକାନୁମୋଦିତ କାର୍ଯ୍ୟ କରିବା ଓ ସତ୍ୟନିଷ୍ଠ ରହିବା ଆବଶ୍ୟକ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସେଞ୍ଚୁରିଅନ ୟୁନିଭର୍ସିଟି (ସିୟୁ) ପାରଳାଖେମୁଣ୍ଡି କ୍ୟାମ୍ପସର ୧୦ମ ସମାବର୍ତ୍ତନ ଉତ୍ସବରେ…
ଦ୍ୱିତୀୟ ଥର ଲାଗି ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ
ଅହମଦାବାଦ,୧୨ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଐତିହାସିକ ବିଜୟ ପରେ ଏବେ ମନ୍ତ୍ରିମଣ୍ଡଳ ଶପଥଗ୍ରହଣ ସମାରୋହର ପ୍ରସ୍ତୁତି ଚାଲିଛି । ଭୁପେନ୍ଦ୍ର ପଟେଲ ଲଗାତାର ଦ୍ୱିତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ।…
ଆରମ୍ଭ ହେଲାଣି ଖରିଫ ଧାନର ଅଭାବୀ ବିକ୍ରି
କେନ୍ଦ୍ରାପଡ଼ା ଅଫିସ,୧୨ା୧୨: କେନ୍ଦ୍ରାପଡ଼ା ଜିଲାର ଖରିଫ ଧାନଚାଷୀ ମଣ୍ଡି ଅପେକ୍ଷାରେ ଅଛନ୍ତି। ଗତ ନଭେମ୍ବର ଶେଷ ସପ୍ତାହ ସୁଦ୍ଧା ଅଧିକାଂଶ ଚାଷୀ ଧାନ ଅମଳ କରିଥିଲେ ମଧ୍ୟ ମଣ୍ଡି ଖୋଲି ନ ଥିବାରୁ ବିକ୍ରି କରିପାରିନାହାନ୍ତି। ଏହି ଅଭାବୀ ବିକ୍ରିର ସୁଯୋଗ…
ଆଭା ପଞ୍ଜୀକରଣରେ ଓଟିପି ବାଧକ
ରସୁଲପୁର,୧୨ା୧୨(ଡି.ଏନ.ଏ.): ଆୟୁଷମାନ ଭାରତ ଯୋଜନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ରାଜ୍ୟ ସରକାର ଆୟୁଷମାନ ଭାରତର ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାକୁ ମୁହଁ ମୋଡୁଛନ୍ତି। ହେଲେ ଆୟୁଷମାନ ଭାରତ ହେଲ୍ଥ ଆକାଉଣ୍ଟ(ଆଭା)କୁ ଗ୍ରହଣ କରିଛନ୍ତି। ଆଧାର…
ଜଷ୍ଟିସ୍ ଦୀପଙ୍କର ଦତ୍ତ ହେଲେ ସୁପ୍ରିମକୋର୍ଟ ବିଚାରପତି
ନୂଆଦିଲ୍ଲୀ,୧୨।୧୨(ପି.ଟି.): ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଦୀପଙ୍କର ଦତ୍ତଙ୍କୁ ରବିବାର ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦିଆଯାଇଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାୟିକ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ୧୯୬୫ ଫେବୃୟାରୀ ୯ରେ ଜନ୍ମିତ…
ବେଆଇନ କୋଠା ନିର୍ମାଣ ଯାଞ୍ଚ ହେବ
ପୁରୀ ଅଫିସ ୧୨ା୧୨: ପୁରୀ ବଡ଼ଦାଣ୍ଡରୁ ଆରମ୍ଭକରି ବେଳାଭୂମି ପର୍ଯ୍ୟନ୍ତ ଅନେକ ବେଆଇନ କୋଠା ନିର୍ମାଣ ହୋଇଛି। କେଉଁଠି ପିକେଡିଏ ନିୟମ ତ ଆଉ କେଉଁଠାରେ ସିଆର୍ଜେଡ୍ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ବେଆଇନ କୋଠା ନିର୍ମାଣ ଚାଲିଛି। ଏହା ପ୍ରଶାସନ…
ଆମିଷ ହାଟକୁ ଭୁଲିଗଲା ବିଏମ୍ସି
ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପରିମଳ ବ୍ୟବସ୍ଥାକୁ ଦୃଢ କରିବା ପାଇଁ ବିଏମ୍ସି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ଏଥିରେ ସଫଳ ହୋଇପାରୁନାହିଁ। ବ୍ୟବସାୟିକ ଅଞ୍ଚଳରୁ ଅଳିଆ ଉଠାଇବା ପାଇଁ ୫୭ଟି ନୂତନ ସଫେଇ ଗାଡ଼ି ନିୟୋଜିତ କରିଥିବାବେଳେ…
ରାୟଗଡ଼ାର ୬୨ ଆଇସିଟି ଲାବ୍ରେ ତାଲା
ରାୟଗଡ଼ା ଅଫିସ,୧୨ା୧୨: ବିଦ୍ୟାଳୟ ସ୍ତରରେ ଛାତ୍ରୀଛାତ୍ରଙ୍କୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ଲକ୍ଷ୍ୟ ନେଇ ୨୦୧୪ ରେ ଆଇସିଟି(ଇନ୍ଫର୍ମେସନ ଆଣ୍ଡ୍ କମ୍ୟୁନିକେସନ ଟେକ୍ନୋଲୋଜି) ସ୍କୁଲ ଯୋଜନାରେ ଆରମ୍ଭ ହୋଇଥିବା ଇ-ବିଦ୍ୟାଳୟ କାର୍ଯ୍ୟକ୍ରମ ବିଫଳ ହୋଇଛି। ଏହି କାର୍ଯ୍ୟକ୍ରମ ଜରିଆରେ ପିଲାମାନଙ୍କୁ ପୁସ୍ତକ ବଦଳରେ…
୯ ବର୍ଷ ପରେ ଖୋଲିଲା ରହସ୍ୟ
ଢେଙ୍କାନାଳ ଅଫିସ, ୧୨।୧୨: ଢେଙ୍କାନାଳ ପୌରାଞ୍ଚଳ ଭଗବାନପୁର ଅଞ୍ଚଳର ଦୋଳଗୋବିନ୍ଦ ବେହେରା ହତ୍ୟାକାଣ୍ଡ ମାମଲାର ରହସ୍ୟ ଦୀର୍ଘ ୯ ବର୍ଷ ପରେ ଉନ୍ମୋଚିତ ହୋଇଛି। ଛେଳିଚୋରି ରୋକିବାକୁ ଅଭିଯୁକ୍ତମାନେ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୋଳଗୋବିନ୍ଦଙ୍କ ମୃତ୍ୟୁ ଘଟିଥିଲା। ଅଭିଯୁକ୍ତମାନେ…
ପରିବହନ ନୀତି ପରିବର୍ତ୍ତନ ନ ହେଲେ ଧର୍ମଘଟ
କଟକ ଅଫିସ,୧୨ା୧୨: ରାଜ୍ୟ ସରକାର ପରିବହନର ନୀତିରେ ପରିବର୍ତ୍ତନ ନ ଆଣିଲେ ଆସନ୍ତା ଜାନୁୟାରୀ ୧୧ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଟ୍ରକ ଧର୍ମଘଟ ହେବ। ଓଡ଼ିଶା ରାଜ୍ୟ ଟ୍ରକ୍ ମାଲିକ ମହାସଂଘ ପକ୍ଷରୁ କଟକ ଗଣ୍ଡରପୁରସ୍ଥିତ ମହାସଂଘ କାର୍ଯ୍ୟାଳୟରେ ରବିବାର…
Archives


