ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ
ଭୁବନେଶ୍ୱର, ୧୭।୩ (ସୁନିତ୍ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ ରାୟ ବିଜୟୀ ହେବାପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପକ୍ଷରୁ…
ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!
ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି ଯେ ଏହି ସପ୍ତାହରେ ଏହା ବନ୍ଦ ହେବ ନାହିଁ। ହ୍ବାଇଟ ହାଉସରେ ସାମ୍ବାଦିକଙ୍କ…
ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍…
କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ ସୋମବାର ସନ୍ଧ୍ୟାରେ ଏକ ପ୍ରେସ ମିଟ୍ ଅନୁଷ୍ଠିତ ହୋଇଥିଲା। ଏହି…
ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର…
ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର
ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ ଯୁବତୀଙ୍କ ନାମ ଖୁସବୁ ସାହୁ (୨୫)…
ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍ ଭୋଟିଂ କରି ବିଗାଡ଼ିଦେଲେ ଖେଳ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍କିରେ ବଦଳିଗଲା ରାଜ୍ୟ ସଭା ଗଣିତ। ବିଜେଡିର ୮ ଏବଂ କଂଗ୍ରେସରୁ ୩ କ୍ରସ୍ ଭୋଟିଂ…
ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ହାଇସ୍କୁଲ ପରିସରରେ ଆୟୋଜିତ ସଭାରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶିଶିର କୁମାର ନାୟକ ଅଧ୍ୟକ୍ଷତା…
ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର
ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀ ଏବଂ ଜିଲା ପରିଷଦ ସଦସ୍ୟା ଟୁନି ଖୋସ୍ଲା ଅଛନ୍ତି, ସେହିଠାରେ…
‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…
ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ଭକ୍ତ କହିଛନ୍ତି, କଂଗ୍ରେସରୁ ୩ ଜଣ ବିଧାୟକ…
ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…
ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର କରାଯାଉଥିବା ପାଣି ଟ୍ୟାଙ୍କରରୁ ରବିବାର କିଛି ଦୁର୍ବୃତ୍ତ ଚକା ଖୋଲି ନେଇ ଯାଇଥିବା…
ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍ମା, ଏମାନେ କରିଛନ୍ତି କ୍ରସ୍ ଭୋଟିଂ, ସାମ୍ନାକୁ ଆସିଲା ନାଁ
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ମଧ୍ୟ ଜିତିଛନ୍ତି ।…
ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ…
Archives


