ଡ୍ରାଇଭିଂ ଲାଇସେନ୍ସ କରାଉଥିଲେ ଜାଣନ୍ତୁ, ବଦଳିବ ନିୟମ; ଏଣିକି…
ନୂଆଦିଲ୍ଲୀ, ୨୬।୧୦: ଦେଶରେ ଡ୍ରାଇଭିଂ ଲାଇସେନ୍ସ (DL) ନିୟମରେ ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତାବ ଦେଇଛି ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ (MoRTH)। ସେଣ୍ଟ୍ରାଲ ମୋଟର ଭେଇକିଲ୍ସ ରୁଲ୍ସରେ ସଂଶୋଧନ ପାଇଁ ଏକ ଡ୍ରାଫ୍ଟ ପ୍ରସ୍ତୁତ କରାଯାଇଛି। ଡ୍ରାଇଭିଂ ଲାଇସେନ୍ସ…
ରାସ୍ତାରେ ଦଙ୍ଗା, ଭଙ୍ଗାରୁଜା କଲେ ଅଭିଭାବକ ଗଣିବେ ଟଙ୍କା! ନୂଆ ଆଇନକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ, ୨୬।୧୦: ୟୁରୋପର ଅନେକ ଦେଶରେ ଏବେ ଯୁବପିଢ଼ି ଓ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ ରାସ୍ତାଘାଟରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି। ଫ୍ରାନ୍ସରୁ ଆରମ୍ଭ ହୋଇଥିବା ବିରୋଧର ନିଆଁ ଏବେ ଇଟାଲୀ, ବେଲଜିୟମ ଓ ଆଲବାନିଆ ପର୍ଯ୍ୟନ୍ତ ବ୍ୟାପିଛି। ଜେନ-ଜି ପିଢ଼ି ବର୍ତ୍ତମାନର…
ଅଜଣା ଗାଡ଼ି ଧକ୍କାରେ ୨ ଯୁବକଙ୍କ ଜୀବନ ଗଲା, ଜଣେ ଗୁରୁତର
ଢେଙ୍କାନାଳ,୨୬ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ପୁରୁଣା କଟକ-ସମ୍ବଲପୁର ରାସ୍ତାର କୋତ୍ତମଠାରେ ରବିବାର ବିଳମ୍ବିତ ରାତିରେ ଏକ ପିକଅପ୍ ଧକ୍କାରେ ବିପରୀତ ଦିଗରୁ ସ୍କୁଟିରେ ଆସୁଥିବା ୩ ଯୁବକଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଗୁରୁତର…
ତୃତୀୟ ଟି-୨୦ରୁ ବାଦ୍ ପଡ଼ିଲେ ଇଶାନ କିଶନ, ବୈଭବ ନୁହେଁ ଏହି ଖେଳାଳିଙ୍କୁ ମିଳିବ ସୁଯୋଗ!
ନୂଆଦିଲ୍ଲୀ, ୨୬।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି। ଭାରତୀୟ ଦଳର ଷ୍ଟାର୍ ଖେଳାଳି ଇଶାନ କିଶନ ତୃତୀୟ ମ୍ୟାଚରୁ ବାଦ ପଡ଼ିଛନ୍ତି। ପ୍ରଥମ ମ୍ୟାଚ ସମୟରେ ତାଙ୍କ ଡାହାଣ ଜଙ୍ଘର ଭିତର…
ଜଙ୍ଗଲରୁ ମିଳିଲା କବିରାଜଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇ…
ବାରିପଦା,୨୬ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ଖେଜୁରୀ ଓ କାକୁଡ଼ିରୁମା ଜଙ୍ଗଲ ମଧ୍ୟବର୍ତ୍ତୀ ଅଞ୍ଚଳରୁ ଜଣେ କବିରାଜଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଗୋରୁମହିଷାଣି ଥାନା ଅନ୍ତର୍ଗତ ତାଣ୍ଡିପାଣି ଗ୍ରାମର ରାମେଶ୍ୱର ପିଙ୍ଗୁଆ (୪୫)। ତାଙ୍କୁ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ଆଗକୁ ଦେଖିବାକୁ ପଡ଼ିବ ଅନେକ ପ୍ରାକୃତିକ ବିପର୍ଯ୍ୟୟ
ଭୁବନେଶ୍ୱର,୨୬ା୧୦: ଆମ ଚାରିପାଖରେ ପଡି ରହିଥିବା ଜିନିଷ ହିଁ ପ୍ରଦୂଷଣ ବଢାଉଛି। ଏଥିପାଇଁ ଆମେ ସମସ୍ତେ ହିଁ ଦାୟୀ। ଆମେ ବଜାରରୁ ପ୍ଲାଷ୍ଟିକ ଓ ପଲିଥିନରେ ଜିନିଷ ଆଣୁଛୁ, କିନ୍ତୁ ତାହାକୁ ଠିକ୍ ଉପାୟରେ ବ୍ୟବହାର ନ କରି ଏଠିସେଠି ଫିଙ୍ଗି…
ଗ୍ରାମ୍ୟ ନିର୍ମାଣ ବିଭାଗ କେନ୍ଦ୍ରାପଡ଼ା-ଯାଜପୁର ସର୍କଲ: ପିସି କାରବାରରୁ ବଢ଼ୁଛି ଦୁର୍ନୀତି, ତଦନ୍ତ ନିର୍ଦ୍ଦେଶ
ଯାଜପୁର,୨୬ା୧୦(ହର୍ଷବର୍ଦ୍ଧନ ବେହେରା): ପ୍ରଶାସନରେ ସ୍ବଚ୍ଛତା ଏବଂ ପରସେଣ୍ଟ (ପିସି) କାରବାରର ମୂଳୋପତ୍ାଟନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଗ୍ରାମ୍ୟ ଉନ୍ନୟନ (ଆର୍ଡି) ବିଭାଗର ବିଭିନ୍ନ ଉନ୍ନୟନ ପ୍ରକଳ୍ପରେ ପିସି ଦୁର୍ନୀତି ବଢ଼ିବାରେ ଲାଗିଛି। ଫଳରେ ଠିକାଦାରମାନେ ନାହିଁ…
ଛତ୍ରପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ, ଆଳତି ଦର୍ଶନ କରି ଆଶୀର୍ବାଦ ଲାଭ କଲେ ଜିଲାପାଳ-ଏସ୍ପି
ଛତ୍ରପୁର,୨୬ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୁମାର ପୂର୍ଣ୍ଣିମା ଅବସରରେ ଛତ୍ରପୁର ଲୋୟର ବସ୍ଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଆରମ୍ଭ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ…
ସୃଷ୍ଟି ହେଲା ବାତ୍ୟା: ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ
ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା ଏହି ବାତ୍ୟା କ୍ରମଶଃ ଶକ୍ତିଶାଳୀ ହେବାରେ ଲାଗିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ,…
ସୂର୍ଯ୍ୟଙ୍କ ନକ୍ଷତ୍ର ପରିବର୍ତ୍ତନରୁ ଚମକିବ ୩ ରାଶିର ଭାଗ୍ୟ, ନଭେମ୍ବର ସୁଦ୍ଧା ବ୍ୟବସାୟରେ ପ୍ରବଳ ଲାଭ! ଜାଣନ୍ତୁ ସେହି ରାଶି କିଏ…
ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ୨୪ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାହୁଙ୍କ ନକ୍ଷତ୍ର ସୱାତୀରେ ପ୍ରବେଶ କରିଛନ୍ତି। ସୂର୍ଯ୍ୟ ଏହି ନକ୍ଷତ୍ରରେ ନଭେମ୍ବର ୬, ୨୦୨୬ ପର୍ଯ୍ୟନ୍ତ ଅବସ୍ଥାନ କରିବେ। ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ପଦ, ପ୍ରତିଷ୍ଠା ଓ ମାନ-ସମ୍ମାନର କାରକ…
ଚେନ୍ନାଇରୁ ଘରକୁ ଫେରିବାବେଳେ ରାସ୍ତାରେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଯୁବକଙ୍କ ଜୀବନ
ଦେବଗଡ଼,୨୬ା୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳ କୁର ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥରେ କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ଦେବଗଡ଼ ଥାନା ନୂଆଁଗାଁ ଗ୍ରାମର ମୁନା…
ବ୍ୟାଟ ଛାଡ଼ିବେ ନା ଖେଳ ଜାରି ରଖିବେ? ଅବସର ଚର୍ଚ୍ଚା ଉପରେ ରୋହିତଙ୍କ ସ୍ପଷ୍ଟ ଜବାବ, କହିଦେଲେ…
ନୂଆଦିଲ୍ଲୀ, ୨୬।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍ ବ୍ୟାଟର୍ ରୋହିତ ଶର୍ମାଙ୍କ ଅବସରକୁ ନେଇ ଗତ କିଛି ମାସ ମଧ୍ୟରେ ଅନେକ ଥର ଗୁଜବ ସାମ୍ନାକୁ ଆସିଛି। ଇଂଲଣ୍ଡ ଗସ୍ତ ପରେ ତାଙ୍କ ଦିନିକିଆ କ୍ରିକେଟ କ୍ୟାରିୟର୍ ଶେଷ ହୋଇଯିବ ବୋଲି…

