Home Left

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି ନୁହେଁ, ବରଂ ଚିନ୍ତାଶୀଳ ପଦକ୍ଷେପ ଯାହା ପ୍ରଗତି ଆଡ଼କୁ ନେଇଥାଏ। ୨୦୨୬ କ୍ୟାରିଅର ଏବଂ…

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା। ପରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳୁଛି। ସିନାପାଲି କେନ୍ଦୁମୁଣ୍ଡା ଗାଁ ମଞ୍ଚରେ…

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ, ଯୋଗ୍ୟ ମହିଳାମାନଙ୍କୁ ସେମାନଙ୍କର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ…

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ ଅଧିକ ଦାନ କରିଛନ୍ତି। ଏହି ଦାନ ଆଜି ପର୍ଯ୍ୟନ୍ତ ଯେକୌଣସି ବର୍ଷରେ ସବୁଠାରୁ ବଡ଼…

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ ଅନ୍ୟାନ୍ୟ ଦାବି ପ୍ରତି ସରକାରଙ୍କ ଅଣଦେଖା ପ୍ରତିବାଦରେ ଶୁକ୍ରବାର ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ମେଡିକାଲ…

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ ହେଲେ ବିଭୀଷଣ ଗଉଡ ଓ ସେ ଗୁଣୁପୁର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ।…

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ ପରିସ୍ଥିତି ଏବଂ ସାମାଜିକ ସୁରକ୍ଷା ଲାଭ ଦାବି କରୁଛନ୍ତି। TGPWUର ପ୍ରତିଷ୍ଠାତା ସଭାପତି ଶେଖ…

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ କରୁଛନ୍ତି ଯେ ଏହାର ପ୍ରତିକୂଳ ପ୍ରଭାବ ପଡ଼ିପାରେ। ବିଶେଷଜ୍ଞମାନେ କହିଛନ୍ତି ଯେ କିଛି ପ୍ରମୁଖ…

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ସମ୍ମେଳନର ଅଧ୍ୟକ୍ଷା ବବିତା ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମେଳନରେ ମୁଖ୍ୟଅତିଥି ଭାବେ ଲୋକସଭା ଏମପି…

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨ ଟିକିଆ ହାତୀପଲ ଆକ୍ରମଣ ରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଓ…

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ ମେଣ୍ଡାମାଳ ଗାଁର ଲବ…

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି ଖୋଲିବାନେଇ ରୁଷିକୂଲ୍ୟା ରୟତ ମହାସଭା ପକ୍ଷରୁ ଦାବି କରାଯାଇଛି। ଶୁକ୍ରବାର ରୁଷିିକୁଲ୍ୟା ରୟତ ମହାସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri