ମଙ୍ଗଳବାର ମୋର୍ବି ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ ମୋଦି
ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜୁରାଟର ମୋର୍ବି ଝୁଲା ପୋଲ ଦୁର୍ଘଟଣା ସ୍ଥାନ ପରିଦର୍ଶନ କରିବେ। ଏହାପୂର୍ବରୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ମୁଁ ସମବେଦନା…
ଫ୍ଲାଏ ଓଭର କାମ ନିମ୍ନମାନର
ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରବିବାର ଫ୍ଲାଏ ଓଭର ବ୍ରିଜ୍…
ପର୍ଯ୍ୟଟନର ନୂଆ ସମ୍ଭାବନା ‘ଗଦଗଦି’
ଢେଙ୍କାନାଳ ଅଫିସ, ୩୧।୧୦: ପର୍ଯ୍ୟଟନ ସମ୍ଭାରରେ ଭରପୂର ଢେଙ୍କାନାଳ। ଜିଲାର ପ୍ରାକୃତିକ ଶୋଭାରାଜି ଯେତିକି ମନୋରମ, ସେତିକି ସମୃଦ୍ଧ ଏଠାକାର ପ୍ରାଚୀନ କୀର୍ତ୍ତିରାଜି। କପିଳାସ, ସପ୍ତଶଯ୍ୟା, ମହିମା ଧର୍ମପୀଠ ଯୋରନ୍ଦା, କୁଆଲୋ ଅଷ୍ଟଶମ୍ଭୁ, ସରାଙ୍ଗ ଅନନ୍ତଶୟନ ଭଳି ପର୍ଯ୍ୟଟନସ୍ଥଳୀ ବର୍ଷତମାମ ପର୍ଯ୍ୟଟକଙ୍କୁ…
ଜାତୀୟ ରାଜପଥ ମରଣଯନ୍ତା
ବାଲେଶ୍ୱର ଅଫିସ,୩୧ା୧୦: ଭଦ୍ରକ-ବାଲେଶ୍ୱର ସେକ୍ସନ ୧୬ନଂ. ଜାତୀୟ ରାଜପଥରେ ୬ ଥାକିଆ ରାସ୍ତା ପାଇଁ ଏନ୍ଏଚ୍ଏଆଇ ପକ୍ଷରୁ ରାସ୍ତାର ସମ୍ପ୍ରସାରଣ କାମ ଚାଲିଛି। ଚେନ୍ନାଇଠାରୁ କୋଲକାତାକୁ ସଂଯୋଗ କରୁଥିବା ଏହି ରାଜପଥର ବାଲେଶ୍ୱର ଜିଲା ଏବେ ସବୁଠୁ ବିପଦସଙ୍କୁଳ। ପ୍ରତିଦିନ ଏକାଧିକ…
ଧାମନଗର ଉପନିର୍ବାଚନକୁ ନେଇ ରାଜ୍ୟ ପୋଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଆସନ୍ତା ୩ରେ ଧାମନଗର ଉପନିର୍ବାଚନ। ଏନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ରାଜ୍ୟ ପୋଲିସ ପକ୍ଷରୁ ପୋଲିସ ଡିଜି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ସୋମବାର ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ…
୧୦ ଦିନରେ ଗଲାଣି ୪ ଜୀବନ
ସୋରଡା,୩୧ା୧୦(ଡି.ଏନ୍.ଏ.): ସୋରଡ଼ା ଥାନା ଅଞ୍ଚଳରେ ଦ୍ରୁତ ଗାଡିଚାଳନା ସମସ୍ୟା ସୃଷ୍ଟି କରୁଛି। ନାବାଳକ ତଥା ଅନଭିଜ୍ଞମାନେ ଦ୍ରୁତ ଗତିରେ ବାଇକ୍ ଚଲାଉଥିବାରୁ ଦୁର୍ଘଟଣା ବଢ଼ୁଛି। ବିଶେଷକରି ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଠାରୁ ସୋରଡା ଦେଇ ପିପଳପଙ୍କା ପର୍ଯ୍ୟନ୍ତ ଜାତୀୟ ରାଜପଥରେ…
ଦୀର୍ଘାୟୁ ଜୀବନ ଅନ୍ତରାଳେ…
”ଆମେ ପ୍ରତିଦିନ ଜଳଖିଆ କିମ୍ବା ଭାତ, ରୁଟି ଆଦି ଖାଦ୍ୟ ଖାଇଥାଉ। ବେଳେବେଳେ କାଗଜ, କାଗଜ ପ୍ଲେଟ, ଯେକୌଣସି ପତ୍ର ଆଦିରେ ଖାଇଥାଉ। ବହୁତ ଲୋକ ଷ୍ଟିଲ କିମ୍ବା ରସ ପାତ୍ରରେ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି, କାରଣ ଏହି ପାତ୍ରଗୁଡ଼ିକୁ…
ଝୁଲାପୋଲ ଦୁର୍ଘଟଣା: ଭାଜପା ଏମ୍ପିଙ୍କ ପରିବାରର ୧୨ ମୃତ
ଅହମ୍ମଦାବାଦ୍,୩୧।୧୦:ଗୁଜରାଟର ମୋର୍ବିରେ ଝୁଲାପୋଲ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୪୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ରାଜକୋଟ ଭାଜପା ଏମ୍ପି ମୋହନ ଭାଇ କୁଣ୍ଡାରିଆଙ୍କ ପରିବାର ସଦସ୍ୟ ମଧ୍ୟ ଅଛନ୍ତି। ଏହି ଦୁଃଖଦ ଦୁର୍ଘଟଣାରେ ତାଙ୍କ ପରିବାରର ୧୨ ଜଣ ପ୍ରାଣ ହରାଇଛନ୍ତି।…
ଇମ୍ରାନ୍ଙ୍କ ପ୍ରତିକ୍ରିୟା ନେବା ବେଳେ ଦୁର୍ଘଟଣା ଘଟି ମହିଳା ଖବରଦାତାଙ୍କ ମୃତ୍ୟୁ
ଇସଲାମାବାଦ୍, ୩୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍ସାଫ ଦ୍ୱାରା ଆରମ୍ଭ ହୋଇଛି ଆଜାଦୀ ମାର୍ଚ୍ଚ । ଏହି ଅବସରରେ ରବିବାର ଏକ ଦୁର୍ଘଟଣା ଘଟିଛି। ଇମ୍ରାନ୍ ବସିଥିବା ଗାଡ଼ିରେ ଚାପି ହୋଇ ଜଣେ ପାକିସ୍ତାନୀ ମହିଳା…
୨ ଆତଙ୍କବାଦୀ ଗିରଫ: ଅସ୍ତ୍ରଶସ୍ତ୍ର ଜବତ
ଶ୍ରୀନଗର,୩୧।୧୦: ଦକ୍ଷିଣ କଶ୍ମୀରର ଶୋପିଆନ ଜିଲାର କଲାର ଅଞ୍ଚଳରୁ ଦୁଇଜଣ ଲଶ୍କର-ଏ-ତୋଇବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ପୋଲିସ ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରିଛି। ସୂଚନାକୁ ଭିତ୍ତି କରି ସେନା ଏବଂ ସିଆରପିଏଫ୍ ସହିତ ମିଳିତ ଟିମ୍ ଆତଙ୍କବାଦୀଙ୍କୁ…
ଉତ୍ତରପ୍ରଦେଶରେ ବାଘ ଆକ୍ରମଣରେ ଗଲାଣି ୬ ଜୀବନ
ଲଖିମପୁର ଖେରି, ୩୧ା୧୦: ଉତ୍ତରପ୍ରଦେଶର ଦୁଧଓ୍ବା ବ୍ୟାଘ୍ର ସରଂକ୍ଷଣ (ଡିଟିଆର୍)ର ସାଉଥ ଖେରି ଫରେଷ୍ଟ ଡିଭିଜନରେ ବାଘ ଆକ୍ରମଣରେ ଜଣେ ୪୦ ବର୍ଷୀୟ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଛି। ଲଖିମପୁର ଖେରି ଜିଲାରେ ଏହାକୁ ମିଶାଇ ଚଳିତ ମାସରେ ମୋଟ ୬…
ବିଗିଡିଲା ଶରଦ ପାଓ୍ବାରଙ୍କ ସ୍ବାସ୍ଥ୍ୟାବସ୍ଥା
ମୁମ୍ବାଇ,୩୧।୧୦: ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚଳିତ ସପ୍ତାହରେ ସେ ଡିସଚାର୍ଜ ହେବେ ବୋଲି ସୂଚନା ମିଳିଛି। ଆସନ୍ତା ନଭେମ୍ବରରେ ହେବାକୁ ଥିବା ପାର୍ଟି କାର୍ଯ୍ୟକ୍ରମରେ…
Archives


