ଭାରତୀୟ ଅଲିମ୍ପିକ୍ ଆସୋସିଏଶନର ପ୍ରଥମ ମହିଳା ସଭାପତି ହେଲେ ପି.ଟି. ଉଷା
ନୂଆଦିଲ୍ଲୀ,୧୦।୧୨: ଭେଟେରାନ ଧାବିକା ପି.ଟି. ଉଷା ଶନିବାର ଭାରତୀୟ ଅଲିମ୍ପିକ୍ ଆସୋସିଏଶନ(ଆଇଓଏ)ର ପ୍ରଥମ ମହିଳା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୮ ବର୍ଷୀୟ ଉଷା ନିର୍ନ୍ଦ୍ୱନ୍ଦ୍ୱରେ ଶୀର୍ଷ ପଦବୀକୁ ମନୋନୀତ ହୋଇଛନ୍ତି। ‘ପାୟୋଲି ଏକ୍ସପ୍ରେସ୍’ ଏବଂ ‘ଉଡନ ପରୀ’ ନାମରେ ଉଷା…
ଦିନିକିଆ ଫର୍ମାଟରେ ଭାରତର ତୃତୀୟ ବୃହତ ବିଜୟ, ବାଲାଂଦେଶକୁ ୨୨୭ରନ୍ରେ ହରାଇଲା…
ନୂଆଦିଲ୍ଲୀ,୧୦।୧୨: ଭାରତ ଦିନିକିଆ ସିରିଜର ତୃତୀୟ ମ୍ୟାଚ୍ରେ ବାଲାଂଦେଶକୁ ଶୋଚନୀୟ ଭାବେ ପରାଜିତ କରିଛି। ୨୨୭ରନ୍ ବ୍ୟବଧାନରେ ଦଳ ବିଜେତା ହୋଇଛି। ଦିନିକିଆ ଫର୍ମାଟରେ ଏହା ଭାରତର ତୃତୀୟ ବଡ଼ ବିଜୟ ବୋଲି କୁହାଯାଉଛି। ପ୍ରଥମରୁ ଦୁଇଟି ମ୍ୟାଚ୍ ଜିତି ସିରିଜ…
ରିମେକ୍ ଯୋଗୁ ବରବାଦ ହୋଇଛି ବଲିଉଡ୍, ନିଜକୁ ଦୋଷୀ ବୋଲି କହିଲେ କରନ୍
ବମ୍ବେ: ଦିନ ଥିଲା ବଲିଉଡ୍ ସିନେମା ନିଜର ସ୍ବତନ୍ତ୍ରତା ଲାଗି ପରିଚିତି ଲାଭ କରିଥିଲା। ହେଲେ ବିଗତ କିଛି ଦିନରୁ ବଲିଉଡ୍ ଦର୍ଶକଙ୍କ ମନ ଜିଣିବାରେ ବିଫଳ ହୋଇଛି। ପରିଣାମସ୍ବରୂପ ରିଲିଜ ହେଉଥିବା ଫିଲ୍ମଗୁଡ଼ିକୁ ଦର୍ଶକେ ପସନ୍ଦ କରୁନାହାନ୍ତି। ଏଣୁ ସିନେମାଜଗତ…
ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ର ଅସନ୍ତୁଷ୍ଟ: ମହାବିଦ୍ୟାଳୟ ସମ୍ମୁଖରେ ଦେଲେ ଧାରଣା
ସାରସକଣା,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରେ ପ୍ରକାଶିତ ପରୀକ୍ଷା ଫଳକୁ ନେଇ ଅନେକ ଛାତ୍ରୀଛାତ୍ର ଅସନ୍ତୁଷ୍ଟ ହୋଇ ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ମିଳିଥିବା ସୂଚନା ମୁତାବକ ଯୁକ୍ତ ୩ ଦ୍ବିତୀୟ ବର୍ଷର ତୃତୀୟ ସେମିଷ୍ଟାର…
ଶକ୍ତିଶାଳୀ ପାସପୋର୍ଟ ତାଲିକାରେ ଭାରତ ୬୯ତମ ସ୍ଥାନରେ, ୨୪ ଦେଶରେ ଭିଜା ମୁକ୍ତ ପ୍ରବେଶ…
ନୂଆଦିଲ୍ଲୀ,୧୦।୧୨ : ଆର୍ଟନ କ୍ୟାପିଟାଲ ୨୦୨୨ ରେ ଦୁନିଆର ସବୁଠାରୁ ଶକ୍ତିଶାଳୀ ଏବଂ ଦୁର୍ବଳ ପାସପୋର୍ଟ ଥିବା ଦେଶଗୁଡିକର ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୟୁଏଇର ପାସପୋର୍ଟ ସବୁଠାରୁ ଶକ୍ତିଶାଳୀ ବୋଲି କୁହାଯାଉଛି। ଏହି ତାଲିକାରେ ଭାରତର ପାସପୋର୍ଟ ୬୯…
ପାଣିରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା
ହିଞ୍ଜିଳିକାଟୁ,୧୦ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ସରକାରୀ ଆଇଟିଆଇର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ଜୀବନ ଯାଇଛି। ମୃତ ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରୋନିକ ବିଭାଗର ସଞ୍ଜୀବ ତ୍ରିପାଠୀ। ତାଙ୍କ ଘର ଭଞ୍ଜନଗର ନିକଟସ୍ଥ ବାଉଁଶଲୁଣ୍ଡିରେ। ସେ ଆଇଟିଆଇ…
୪ ଓ୍ବାଣ୍ଟେଡ୍ ଆତଙ୍କବାଦୀଙ୍କ ପୋଷ୍ଟର ଲଗାଇଲା ଏନ୍ଆଇଏ, ମୁଣ୍ଡପିଛା ୧୦ ଲକ୍ଷର ପୁରସ୍କାର ଘୋଷଣା
ନୂଆଦିଲ୍ଲୀ,୧୦।୧୨: ନ୍ୟାସନାଲ ଇନ୍ଭେଷ୍ଟିଗେସନ ଏଜେନ୍ସି(ଏନ୍ଆଇଏ) ଲଶ୍କର-ଇ-ତାଇବାର ୪ ଆତଙ୍କାବାଦୀଙ୍କ ବିଷୟରେ ସୂଚନା ଲାଗି ପୋଷ୍ଟର ଜାରି କରିଛି। ପୁଲଓ୍ବାମା ଏବଂ ଅନ୍ୟ ସହରରେ ଏହି ପୋଷ୍ଟର ଲଗାଯାଇଛି। ପ୍ରତ୍ୟେକ ଆତଙ୍କବାଦୀଙ୍କ ମୁଣ୍ଡପିଛା ୧୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି।…
ବ୍ରେକ୍ ନେଇ ପାରନ୍ତି ରଣବୀର
ମୁମ୍ବାଇ: ବଲିଉଡର କ୍ୟୁଟ କପୁଲ ଆଲିଆ ଭଟ୍ଟ ଓ ରଣବୀର କପୁର ନିକଟରେ ପ୍ୟାରେଣ୍ଟସ ହୋଇଛନ୍ତି । ତେବେ ମାତାପିତା ହେବା ପରେ ଏମାନଙ୍କ ଜୀବନଶୈଳି ସମ୍ପୂର୍ଣ୍ଣ ବଦଳି ଯାଇଥିବା ଏମାନେ କୁହନ୍ତି । ଉଭୟ ବଲିଉଡର ବିଜି କଳାକାର ହୋଇଥିଲେ…
୧୨ କୋଟିର ଫ୍ଲାଟ୍ ଲାଗି ଏହି ଲୋକପ୍ରିୟ ଅଭିନେତ୍ରୀଙ୍କୁ ପିଟିପିଟି ହତ୍ୟା କଲେ ପୁଅ
ବମ୍ବେ: ସମ୍ପତ୍ତି ପାଇଁ ଭଗାରୀ ସାଜିଲେ ପୁଅ। ପ୍ରଥମେ ବେସବଲ୍ରେ ଅଭିନେତ୍ରୀ ମା’ଙ୍କୁ ପିଟିପିଟି ହତ୍ୟା କଲେ। ପରେ ମୃତଦେହକୁ ନେଇ ଘରଠାରୁ ୯୦ କିମି ଦୂର ଏକ ନଦୀରେ ଫିଙ୍ଗିଦେଲେ। ଅଭିନେତ୍ରୀ ବୀଣା କପୁରଙ୍କୁ ନେଇ ଏଭଳି ଚାଞ୍ଚଲ୍ୟକର କଥା…
୧୪ରେ ଆର୍ଜେଣ୍ଟିନା-କ୍ରୋଏସିଆ ସେମିଫାଇନାଲ
ଦୋହା,୧୦।୧୨: ଚଳିତ ଫିଫା ବିଶ୍ୱକପର ସେମିଫାଇନାଲରେ କ୍ରୋଏସିଆକୁ ଭେଟିବ ଆର୍ଜେଣ୍ଟିନା। ଶୁକ୍ରବାର ଖେଳାଯାଇଥିବା ୨ଟିଯାକ କ୍ୱାର୍ଟର ଫାଇନାଲ ପେନାଲ୍ଟି ଶୁଟ୍ ଆଉଟରେ ମୀମାଂସା ହୋଇଥିଲା। ବ୍ରାଜିଲକୁ କ୍ରୋଏସିଆ ୪-୨ ଗୋଲରେ ହରାଇଥିବା ବେଳେ ଆର୍ଜେଣ୍ଟିନା ୪-୩ ଗୋଲରେ ନେଦରଲାଣ୍ଡ୍ସକୁ ହରାଇ ସେମିଫାଇନାଲରେ…
୪୧୦ ରନ୍ର ବିଶାଳ ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ
ଚାଟୋଗ୍ରାମ୍,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆରେ ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କ ବିସ୍ଫୋରକ ବ୍ୟାଟିଂ ଦେଖିବାକୁ ମିଳିଛି। ଇଶାନ କିଶନ ଏବଂ ବିରାଟ କୋହଲିଙ୍କ ଦ୍ୱିଶତକୀୟ ଭାଗିଦାରୀ ଯୋଗୁ ଦଳ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୪୦୯ କରିବାରେ ସଫଳ ହୋଇଛି।…
ଶିଖ୍ ମହିଳାଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ସ୍ବାମୀ
ଟରେଣ୍ଟୋ,୧୦ା୧୨: କାନାଡାର ସରେ ପ୍ରାନ୍ତରେ ନିଜ ଘରେ ୪୦ ବର୍ଷୀୟା ଶିଖ୍ ମହିଳାଙ୍କୁ ହତ୍ୟା କରାଯାଇଥିଲା। ତେବେ ଏହି ମାମଲାରେ ସ୍ବାମୀଙ୍କୁ ଗିରଫ କରାଯାଇଥିବା କାନାଡା ପୋଲିସ ସୂଚନା ଦେଇଛି। ସ୍ଥାନୀୟ ରିପୋର୍ଟରୁ ପ୍ରକାଶ ଯେ, ବୁଧବାର ବ୍ରିଟିଶ କଲମ୍ବିଆର ସରେ…
Archives


