ସାହେବ କେନାଲ ଅବରୋଧ, ଚିନ୍ତାରେ ମତ୍ସ୍ୟଜୀବୀ
ଗଞ୍ଜାମ,୧୦ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ନିକଟରୁ ଚିଲିକାକୁ ସଂଯୋଗ କରୁଥିବା ପାଲୁରୁ ସାହେବ କେନାଲ ପ୍ରାୟ ୧୨ କିଲୋମିଟର ଲମ୍ବିଛି। ଏହି କେନାଲକୁ ବେଆଇନ ଭାବେ ଅବରୋଧ କରାଯାଉଥିବାରୁ ହାତବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ, ଯାହାକୁ ନେଇ ଚିଲିକା ହ୍ରଦ ଓ…
ଆଫତାବଙ୍କୁ ଫାଶୀ ମିଳୁ: ଶ୍ରଦ୍ଧାଙ୍କ ବାପା
ମୁମ୍ବାଇ,୧୦ା୧୨: ଦିଲ୍ଲୀରେ ଲିଭ୍-ଇନ୍-ପାର୍ଟନର ଶ୍ରଦ୍ଧା ଓ୍ବାଲ୍କରଙ୍କୁ ହତ୍ୟାକରି ୩୫ ଖଣ୍ଡ କରିଥିବା ଆଫତାବ ପୁନାଓ୍ବାଲାଙ୍କୁ ଫାଶୀ ଦିଆଯାଉ ବୋଲି ଶ୍ରଦ୍ଧାଙ୍କ ବାପା ବିକାଶ ଓ୍ବାଲ୍କର ଶୁକ୍ରବାର ଦାବି କରିଛନ୍ତି। ଏହି ହତ୍ୟାକାଣ୍ଡରେ ଆଫତାବଙ୍କ ସହ ଅନ୍ୟ ଯେଉଁମାନେ ସମ୍ପୃକ୍ତ ସେମାନଙ୍କ ବିରୋଧରେ…
୧୯୬୭ ନମ୍ବରରେ ଚାଷୀ ଧାନବିକ୍ରି ତଥ୍ୟ ପାଇବେ
ଭଞ୍ଜନଗର,୧୦।୧୨(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡରେ ଚଳିତବର୍ଷ ଖରିଫ୍ ଧାନ ଫସଲ ଭଲ ହୋଇଛି । ଲକ୍ଷ୍ୟଠାରୁ ଅଧିକ ଫସଲ ଅମଳ ଆଶା କରାଯାଉଛି। କେତେକ ଅଞ୍ଚଳରେ ବନ୍ୟପ୍ରାଣୀ ଉପଦ୍ରବ ଏବଂ ନିମ୍ନମାନର ବିହନ ଯୋଗୁ ଅମଳ କମିବା ସମ୍ଭାବନା ରହିଛି। ସେପଟେ…
ଜଗବନ୍ଧୁ ପୋଖରୀ ହୁଡ଼ାରୁ ୯୦ଘର ଉଚ୍ଛେଦ
ବ୍ରହ୍ମପୁର ଅଫିସ,୧୦ା୧୨: ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) ନିୟମ ବଳରେ ବ୍ରହ୍ମପୁର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସହରର ବନ୍ଧ ହୁଡାରେ ରହିଥିବା ବସ୍ତିଗୁଡିକୁ ଉଚ୍ଛେଦ କରାଯାଉଛି। ଶୁକ୍ରବାର ବିଏମ୍ସି ଏନଫୋର୍ସମେଣ୍ଟ୍ ପକ୍ଷରୁ ୯ନଂ. ୱାର୍ଡ ଅନ୍ତର୍ଗତ ଜଗବନ୍ଧୁ ପୋଖରୀ ହୁଡାରେ…
ସଂଯୋଗ ନ ହୋଇ ବାରଣ୍ଡାରେ ଝୁଲୁଛି ବିଦ୍ୟୁତ୍ ତାର
ନାଉଗଁା,୧୦ା୧୨(ସ୍ବ.ପ୍ର.): ନାଉଗଁା ବ୍ଲକର ୧୧୯ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୪୨ ଅଙ୍ଗନୱାଡି କେନ୍ଦ୍ରକୁ ବିଦ୍ୟୁତିକରଣ କରାଯାଇଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାମ ଯୋଗୁ କୁନି ପିଲାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ସିଡିପିଓଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନାନୁଯାୟୀ,…
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ପର୍ଯ୍ୟଟନ କ୍ଷେତ୍ର
ଜଗତସିଂହପୁର ଅଫିସ, ୧୦ା୧୨: ଜଗତ୍ସିଂହପୁର ଜିଲାର ମଠ, ମନ୍ଦିର, କଳା, ସଂସ୍କୃତିି ତଥା ପର୍ଯ୍ୟଟନ କ୍ଷେତ୍ର ସବୁବେଳେ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା । ତାଙ୍କ ଦର୍ଶନ ପାଇଁ କେବଳ ରାଜ୍ୟ ନୁହେଁ, ବାହାରୁ ପ୍ରତ୍ୟହ…
ସୁସ୍ମିତା ଶୁକ୍ଳା ନ୍ୟୁୟର୍କ ଫେଡେରାଲ ରିଜର୍ଭ ବ୍ୟାଙ୍କ ଭିପି
ନ୍ୟୁୟର୍କ,୧୦ା୧୨: ନ୍ୟୁୟର୍କର ଫେଡେରାଲ ରିଜର୍ଭ ବ୍ୟାଙ୍କ ଭାରତୀୟ ବଂଶୋଦ୍ଭବ ସୁସ୍ମିତା ଶୁକ୍ଳାଙ୍କୁ ପ୍ରଥମ ଉପାଧ୍ୟକ୍ଷ (ଭିପି) ଏବଂ ମୁଖ୍ୟ ଅପରେଟିଂ ଅଫିସର ଭାବେ ନିଯୁକ୍ତି ଦେଇଛି। ୫୪ ବର୍ଷୀୟ ଶୁକ୍ଳା ଉକ୍ତ ବ୍ୟାଙ୍କର ଦ୍ୱିତୀୟ ର଼୍ୟାଙ୍କ୍ର ଅଫିସର। ତାଙ୍କ ନିଯୁକ୍ତିକୁ ଫେଡେରାଲ…
ବର୍ଷକ ଆହାର ଛଡ଼ାଇ ନେଉଛନ୍ତି ବାର୍ହା ପଲ
କେନ୍ଦ୍ରାପଡ଼ା ଅଫିସ, ୧୦ା୧୨: ଚଳିତ ମାସ ଶେଷ ସପ୍ତାହରେ ଖରିଫ ଧାନ ବିକ୍ରି ପାଇଁ ସରକାରୀ ମଣ୍ଡି ଖୋଲିବ ା ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ଖରିଫ ଧାନ ଅମଳ ଆରମ୍ଭ ହୋଇଛି ା ତେବେ ଜାତୀୟ ଉଦ୍ୟାନ ନିକଟସ୍ଥ ମହାକାଳପଡ଼ା, ରାଜନଗର…
ତାଣ୍ଡବ ରଚିଲା ‘ମାଣ୍ଡୋସ୍’ ଆନ୍ଧ୍ର-ପ୍ରଦେଶ, ତାମିଲନାଡୁରେ ପବନ ସାଙ୍ଗକୁ ପ୍ରବଳ ବର୍ଷା, ସ୍କୁଲ କଲେଜ ବନ୍ଦ
ତାମିଲନାଡୁ/ଚେନ୍ନାଇ,୧୦ ।୧୨: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ମାଣ୍ଡୋସ’ ଏବେ ଦକ୍ଷିଣ ରାଜ୍ୟରେ ତା’ର ପ୍ରଭାବ ଦେଖାଇଛି । ଆନ୍ଧ୍ର ପ୍ରଦେଶ, ତାମିଲ ନାଡୁ ଓ ପୁଡୁଚେରୀ ରାଜ୍ୟରେ ମାଣ୍ଡୋସ ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଛି । ପାଣିପାଗ…
ମା’ ଗିରଫ, ଝିଅ ଫେରାର୍
ଆଳି,୧୦ା୧୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଜୁଆଣିଆ ପଞ୍ଚାୟତସ୍ତରୀୟ ସଂଘର ସଭାପତି ଓ ସମ୍ପାଦକଙ୍କ ଅଗୋଚରରେ ଏମ୍ବିକେ ଓ ସିଆରପି ଥିବା ମା’ଝିଅ ସେମାନଙ୍କ ଜାଲ ଦସ୍ତଖତ କରି ବ୍ୟାଙ୍କରୁ ୧୭ ଲକ୍ଷ ୯୬ ହଜାର ଟଙ୍କା ଆତ୍ମସାତ କରିଥିଲେ ା…
ଇଣ୍ଡୋସେନିଆ କୋଇଲା ଖଣିରେ ବିସ୍ଫୋରଣ: ୯ ମୃତ
ଜାକର୍ତ୍ତା,୧୦ା୧୨: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ପ୍ରଦେଶରେ ଥିବା ଏକ କୋଇଲା ଖଣିରେ ଶୁକ୍ରବାର ବିସ୍ଫୋରଣ ଘଟି ୯ ଜଣଙ୍କ ମୃତ୍ୟୁ ହେବା ସହ ଜଣେ ନିଖୋଜ ଅଛନ୍ତି। ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଏକ ଘରୋଇ କମ୍ପାନୀର ଏହି ଖଣିରେ ମିଥେନ୍…
ସ୍ବଦେଶ ଫେରିଲେ ବ୍ରିଟ୍ନି ଗ୍ରାଇନର
ଓ୍ବାଶିଂଟନ/ମସ୍କୋ,୧୦ା୧୨: ରୁଷିଆ ଜେଲରୁ ମୁକୁଳିବା ପରେ ଆମେରିକାର ବାସ୍କେଟବଲ୍ ଷ୍ଟାର ବ୍ରିଟ୍ନି ଗ୍ରାଇନର ଶୁକ୍ରବାର ସକାଳେ ସ୍ବଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୧୦ ମାସ ତଳେ ଗ୍ରାଇନରଙ୍କ ନିକଟରୁ ନିଶାଦ୍ରବ୍ୟ ମିଳିବା ପରେ ରୁଷୀୟ ଅଧିକାରୀମାନେ ତାଙ୍କୁ ବନ୍ଦୀ କରି ରଖିଥିଲେ। ଗ୍ରାଇନରଙ୍କ…
Archives


