Home Left

ବଦଳିବ ସବୁ ଚାକିରିର ନିୟମ! ଏବେ ଡିଗ୍ରୀ ନୁହେଁ ଦରକାର ପଡିବ…

ନୂଆଦିଲ୍ଲୀ,୯।୧୧: ବିଶ୍ୱ ଦ୍ରୁତ ଗତିରେ ବଦଳୁଛି, ଏବଂ ଆମର କାମ କରିବାର ଶୈଳୀ ମଧ୍ୟ ବଦଳୁଛି। କେବଳ ବୈଷୟିକ ଭାବରେ ଦକ୍ଷ ହେବା ଆଉ ଆବଶ୍ୟକ ନାହିଁ। ଆଗାମୀ ବର୍ଷଗୁଡ଼ିକରେ, କମ୍ପାନୀଗୁଡ଼ିକ ଏପରି ଲୋକଙ୍କୁ ଖୋଜିବେ ଯେଉଁମାନେ ଟିମ୍‌ରେ କାମ କରିପାରିବେ,…

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମଧ୍ୟରେ ଏହି ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଅଭିଯୋଗ କରିବା ପାଇଁ ପୂର୍ଣ୍ଣ…

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ ଏକ ପାକିସ୍ତାନୀ ନୌସେନା ଜାହାଜ 54 ବର୍ଷ ମଧ୍ୟରେ ଚିଟାଗଙ୍ଗ ବନ୍ଦରରେ ପହଞ୍ଚିଛି। ପାକିସ୍ତାନ…

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ…

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ ଖେଳି ଭାରତକୁ ବିଶ୍ୱ ବିଜେତା କରାଇଥିଲେ। ଏହି ମ୍ୟାଚରେ ଶାଫାଲିଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ପରେ,…

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା ଓ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଓ ବିଜେଡି…

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ ଜୋର ଧରୁଛି। କିଏ ବିଜୟୀ ହେବ, କାହାକୁ କେତେ ଭୋଟ ମିଳିବ ଏସବୁ କଥା…

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ ଖୋଲାଖାତା ଭଳି ଯାହା ଆମେ ନିଜ ଇସ୍ତାହାରରେ ପ୍ରକାଶ କରିସାରିଛୁ ବୋଲି ଶନିବାର ନୂଆପଡ଼ାସ୍ଥିତ…

ଏଇ ଭାରତରେ

ରୋଗପୋକ ନିୟନ୍ତ୍ରଣ ଓ ଜଳବାୟୁର ପ୍ରତିକୂଳ ସ୍ଥିତି ସମ୍ପର୍କିିତ ତଥ୍ୟ ସଂଗ୍ରହ କରୁଥିବା ଟେକ୍ନୋଲୋଜି ଏବେ ଆଧୁନିକ କୃଷିକୁ ନୂଆ ଦିଗ ଦେଖାଇଛି। ଏହି କ୍ରମରେ ଉତ୍ତରପ୍ରଦେଶର ଶୈଳେନ୍ଦ୍ର ତିଓ୍ବାରୀ ଏବଂ ଆନନ୍ଦ ବର୍ମା ମିଳିତ ଭାବେ ସେନ୍‌ସର ଓ ଆର୍ଟିଫିସିଆଲ…

ଜୀବନର ମୂଲ୍ୟ

ଜିକାଲିର ଯୁବପିଢ଼ି ପାଖରେ ଜୀବନ ମୂଲ୍ୟର ଉତ୍କଟ ଅଭାବ ସବୁଆଡ଼େ ପରିଲକ୍ଷିତ ହେଲାଣି, ଯାହା ସମାଜ ପାଇଁ ଏକ ଆହ୍ବାନ କହିଲେ ଅତ୍ୟୁକ୍ତି ହେବ ନାହିଁ। ଯୁବପିଢ଼ି ପାଇଁ ଶିକ୍ଷା କହିଲେ ପାଠ ଘୋଷିବା, ପ୍ରଶ୍ନୋତ୍ତର କରିବା ଏବଂ ପରୀକ୍ଷାରେ ଭଲ…

ଟମ୍‌ କକାଙ୍କ ଦିନ

ଜିକୁ ପ୍ରାୟ ଦେଢ଼ଶହ ବର୍ଷ ତଳେ ୧୮୫୨ ମସିହାରେ ପ୍ରକାଶ ପାଇଥିଲା ହ୍ୟାରିଏଟ ବିଚର୍‌ ଷ୍ଟାୱେଙ୍କର କାଳଜୟୀ ଉପନ୍ୟାସ ‘ଅଙ୍କଲ ଟମ୍ସ କ୍ୟାବିନ’। ପରବର୍ତ୍ତୀ କାଳରେ ତାହା ଉଦୟନାଥ ଷଡ଼ଙ୍ଗୀଙ୍କ ଦ୍ୱାରା ଓଡ଼ିଆରେ ଅନୁଦିତ ହୋଇଥିଲା ‘ଟମ୍‌ କକାଙ୍କ କୁଟିର’ ନାମରେ।…

ନେତୃତ୍ୱର ବିଜୟ

ଆମେରିକା ସମ୍ବିଧାନର ପ୍ରଥମ ସଂଶୋଧନରେ କୁହାଯାଇଥିଲା ଯେ, ଏକ ଧର୍ମକୁ ସମ୍ମାନ ଜଣାଇବା କିମ୍ବା ଏହାକୁ ସ୍ବାଧୀନ ଭାବେ ପାଳନ କରିବା ଉପରେ ପ୍ରତିବନ୍ଧକ ଲଗାଇବା; ବାକ୍‌ କିମ୍ବା ଗଣମାଧ୍ୟମ ସ୍ବାଧୀନତାର କଣ୍ଠରୋଧ କରିବା, ଲୋକଙ୍କର ଶାନ୍ତିପର୍ଣ୍ଣ ସମାବେଶ ଉପରେ କଟକଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri