ନ୍ୟୁଜିଲାଣ୍ଡ ସିରିଜ୍ ଖେଳିବା ଆଶାରେ ଶ୍ରେୟସ
ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ଶ୍ରେୟସ ବିନା କୌଣସି ଅସୁବିଧାରେ ଏକ ଘଣ୍ଟା ଧରି ବ୍ୟାଟିଂ…
ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…
ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ ଆପଣଙ୍କ ସାମଗ୍ରିକ ସ୍ୱାସ୍ଥ୍ୟକୁ ମଧ୍ୟ ପ୍ରଭାବିତ କରିପାରେ। କାରଣ ଆମର ପାଚନ ତନ୍ତ୍ର ସକାଳେ…
ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…
ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ ଛାଡପତ୍ର ରିପୋର୍ଟକୁ କେବଳ ଗୁଜବ ବୋଲି ଖାରଜ କରିଥିଲେ। ଏବେ ଗୋବିନ୍ଦା ଏବଂ ସୁନୀତାଙ୍କ…
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ ୧୩ ବର୍ଷୀୟ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦିଆଯାଇଥିବା ଅଭିଯୋଗ ହୋଇଛି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ଏରସମା…
ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ
ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ ମନୋନୀତ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରି ଖେଳିଯାଇଛି। ତାଙ୍କର ଏହି…
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଦ୍ବୟ ଭଦ୍ରକ ଜିଲାର ବୋଲି ଜଣାପଡିଛି । ବୁଡ଼ି ଯିବା…
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ
ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ ବେଆଇନ ଭାବେ ଧାନ ଆସୁଛି। କାରଣ ନିକଟବର୍ତ୍ତୀ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ଧାନର ସର୍ବନିମ୍ନ…
ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ। ସେ ଏକ ଅନ୍ତର୍ଭୁକ୍ତ ସମାଜର ତାଙ୍କର ଦୃଷ୍ଟିକୋଣ ଉପସ୍ଥାପନ କରି କହିଥିଲେ ଯେ ଦେଶ…
ଓମ୍ସାର ଆନ୍ଦୋଳନ: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା ସହ ଅନ୍ୟ କିଛି ଦାବି ପାଇଁ ସରକାରଙ୍କ ଅଣଦେଖା ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା…
ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…
ଭୁବନେଶ୍ୱର,୨୬।୧୨: ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି । ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ ପଟ୍ଟନାୟକ ସାମିଲ ଦେଇ ବଡ଼ ବୟାନ ଦେଇଛନ୍ତି । ବିଜୁ ଜନତା ଦଳ ଶହେ…
କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…
ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ ବ୍ୟାଗ ହଜାଇ ଦେଇଛନ୍ତି। ନିର୍ଦ୍ଦୋଷ ଝିଅଟି ତାଙ୍କ ବାପାଙ୍କ ସହିତ ପୋଲିସକୁ ଅଭିଯୋଗ କରି…
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି ଦେଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…
Archives


