ଘରେ ପଶି ବୃଦ୍ଧଙ୍କୁ ହତ୍ୟା, ସଶସ୍ତ୍ର ଡକାୟତି
ନିଶ୍ଚିନ୍ତକୋଇଲି/ନେମାଳ, ୧୦।୧୨(ସ୍ବ.ପ୍ର./ଡି.ଏନ୍.ଏ.): କଟକ ଜିଲା ନେମାଳ ଥାନା ଅଧୀନ କଳମିଶ୍ରୀ ପଞ୍ଚାୟତ ଲେଣ୍ଡୁରା ଭଗବାନପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ସହ ହତ୍ୟାକାଣ୍ଡ ହୋଇଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ବୃଦ୍ଧଙ୍କୁ ହତ୍ୟା କରିବା ସହ ତାଙ୍କ ସ୍ତ୍ରୀଙ୍କୁ…
ମଙ୍ଗଳରୁ ଧୂଳି ସଂଗ୍ରହ କଲା ନାସା ରୋଭର
ଓ୍ବାଶିଂଟନ,୧୦।୧୨: ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ମଙ୍ଗଳ ଗ୍ରହକୁ ପଠାଇଥିବା ପର୍ସେଭେରାନ୍ସ ରୋଭର ଲାଲ୍ ଗ୍ରହ ପୃଷ୍ଠରୁ ଧୂଳି ନମୁନା ସଂଗ୍ରହ କରିଛି। ଡିସେମ୍ବର ୨ ଏବଂ ୬ରେ ଦୁଇଟି ନମୁନା ସଂଗ୍ରହ କରାଯାଇଥିବା ନାସାର ଜେଟ୍ ପ୍ରପଲ୍ଶନ ଲାବରେଟୋରି…
ସିଟ୍ ଖାଲି, ନୂଆ କଲେଜ ଖୋଲିବାକୁ ତତ୍ପର
ଭୁବନେଶ୍ୱର, ୧୦।୧୨(ବ୍ୟୁରୋ): ଉଚ୍ଚଶିକ୍ଷା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଅଜବ ନୀତିକୁ ନେଇ ଏବେ ଚର୍ଚ୍ଚା ଚାଲିଛି। ଡିଗ୍ରୀ କଲେଜରେ ସିଟ୍ ପୂରଣ ହେଉ ନ ଥିବାବେଳେ ଅଧିକାଂଶ ଶିକ୍ଷାନୁଷ୍ଠାନରେ ଆବଶ୍ୟକ ସଂଖ୍ୟକ ଅଧ୍ୟାପକ ଓ ଭିତ୍ତିଭୂମି ନାହିଁ। ଏ ପରିସ୍ଥିତିରେ ନୂଆ…
ଉଧେଇ ପାରୁନାହାନ୍ତି ବହୁ ପ୍ରାଣୀ
ଲିଙ୍ଗରାଜ ରାଉତ ବାରଙ୍ଗ, ୧୦।୧୨: ବିଶ୍ୱସ୍ତରୀୟ ହେବ ପ୍ରାଣୀଉଦ୍ୟାନ ନନ୍ଦନକାନନ। ବଦଳିବ ଏହାର ଚେହେରା। ବୃଦ୍ଧି ପାଇବ ବନ୍ୟପ୍ରାଣୀଙ୍କ ସଂଖ୍ୟା। ନୂଆ ନୂଆ ପ୍ରଜାତିକୁ ଦେଖିବେ ପର୍ଯ୍ୟଟକ। ଏଥିପାଇଁ ଦେଶବିଦେଶରୁ ଅଣାଯାଉଛି ପଶୁପକ୍ଷୀ। ଏପରି କି ବଂଶାନୁକ୍ରମିକ ଓ ରକ୍ତସମ୍ପର୍କ ମିଳନରେ…
ଆଜି ଭାରତ-ବାଂଲାଦେଶ ଶେଷ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ଢାକା,୧୦।୧୨: ଭାରତ ଏବଂ ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଶେଷ ଦିନିକିଆରେ ଶନିବାର ଖେଳାଯିବ। ବାଲଂଦେଶ ୨ ମ୍ୟାଚ୍ ଜିତି ପୂର୍ବରୁ ସିରିଜ୍ ବିଜୟ ହୋଇସାରିଛି। ତେଣୁ ଭାରତ ଏହି ମ୍ୟାଚ୍ ଜିତି ସମ୍ମାନ ରଖିବାକୁ ଚେଷ୍ଟା…
ସୁନା କି ରୂପା ନୁହେଁ, ବ୍ୟାଙ୍କକ୍ରୁ ୨ କୋକିଶିଆଳି ଚୋରାଚାଲାଣ ବେଳେ ଗିରଫ ହେଲେ ବ୍ୟକ୍ତି
ଚେନ୍ନାଇ, ୯।୧୨: ସୁନା-ରୂପା-ଡ୍ରଗ୍ସ ଆଦି ଚୋରା ଚାଲାଣ ବିଷୟରେ ଶୁଣିଥାଇପାରନ୍ତି। ହେଲେ ଚେନ୍ନାଇ ବିମାନବନ୍ଦରରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ଦୁଇଟି ଜୀବନ କୋକିଶିଆଳି ସହ ଗିରଫ କରାଯାଇଛି। ସେ ବ୍ୟାଙ୍କକ୍କୁ ସେମାନଙ୍କୁ ନେଇ ଭାରତ…
ଜୀବନରେ ଯାହା ବି ହୁଅ, ମାତୃଭୂମି-ମାତୃଭାଷା-ମା’ଙ୍କୁ କେବେହେଲେ ଭୁଲ ନାହିଁ: ରାଷ୍ଟ୍ରପତି
ଡେରାଡୁନ,୯।୧୨: ଜୀବନରେ ମାତୃଭୂମି, ମାତୃଭାଷା ଏବଂ ମା’ର ଗୁରୁତ୍ୱ ଅଧିକ। ଯାହାଙ୍କ ପାଖରେ ମମତା ନାହିଁ, ତାଙ୍କୁ ଜ୍ଞାନୀ ବୋଲି କହିଲେ, ଅଜ୍ଞ କିଏ ହେବ। ଏଣୁ ପରବର୍ତ୍ତୀ ଜୀବନରେ ଯେଉଁ ପଦବୀରେ ରୁହନ୍ତୁ ନା କାହିଁକି, ଛାତ୍ରମାନଙ୍କୁ ସେମାନଙ୍କ ମୂଳକୁ…
ସୁଙ୍ଗେର ବୋମା ନିଷ୍କ୍ରିୟ ମାମଲା: ୪୮ ଘଣ୍ଟା ମଧ୍ୟରେ ୬ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ
ରାୟଗଡ଼ା,୯।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ବୁଧବାର ଜିଲା ପୋଲିସ ଏବଂ ସିଆରପିଏଫ୍ କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମର ଏକ ଘର ପଛପଟେ ଥିବା ପାଇଖାନାରେ ରଖାଯାଇଥିବା ବୋମାକୁ ନିଷ୍କ୍ରିୟ କରିଥିଲେ। ୪୮ ଘଣ୍ଟା ନପୁରୁଣୁ…
ଓଡ଼ିଆ ପୁଅଙ୍କୁ ଅନ୍ତର୍ଜାତୀୟ ନେତୃତ୍ୱ: ଜି-୨୦ ଯୁବଗୋଷ୍ଠୀ କୋଷାଧ୍ୟକ୍ଷ ଭାବେ ଓମ୍ ପ୍ରିୟଦର୍ଶୀ ମନୋନୀତ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭାରତ ଅଧ୍ୟକ୍ଷତାରେ ହେବାକୁ ଯାଉଥିବା ଜି-୨୦ ସମ୍ମିଳନୀରେ ଓଡ଼ିଆ ପୁଅ ଓମ୍ ପ୍ରିୟଦର୍ଶୀ ଛୋଟରାୟଙ୍କୁ ଗୁରୁ ଦାୟିତ୍ୱ ମିଳିଛି। ସେ ପ୍ରମୁଖ ୧୯ ରାଷ୍ଟ୍ର ଓ ୟୁରୋପୀୟ ରାଷ୍ଟ୍ରସଂଘକୁ ନେଇ ଗଠିତ ଯୁବଗୋଷ୍ଠୀ (youth ୨୦)ର କୋଷାଧ୍ୟକ୍ଷ ଭାବେ ମନୋନୀତ…
ବରଗଡ଼ ଧନୁଯାତ୍ରା ପୂର୍ବରୁ ଅଘଟଣ: ଆଖି ବୁଜିଲେ ବଳରାମ ଭୂମିକା ଲାଗି ମନୋନୀତ ଶିଶୁ କଳାକାର
ବରଗଡ଼ ଅଫିସ୍,୯।୧୨: ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୭ତାରିଖରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପି ଏହା ଚାଲିବ। ଚଳିତ ବର୍ଷ ଧନୁଯାତ୍ରା ୭୫ବର୍ଷରେ ପଦାର୍ପଣ କରୁଥିବା ଯୋଗୁ ଅଭିନୟକୁ ଗୁରୁତ୍ୱ ଦିଆଯାଇ ଏଥର କଳାକାର ଚୟନ…
୧୫ କେଜି ଗଞ୍ଜେଇ ଜବତ: ବନ୍ଧା ହେଲେ ୩ ଅଭିଯୁକ୍ତ
କୁଚିଣ୍ଡା,୯ା୧୨(ଡି.ଏନ୍.ଏ.)- କୁଚିଣ୍ଡା ଅବକାରୀ ବିଭାଗ ଶୁକ୍ରବାର ପୃଥକ୍ ସ୍ଥାନରେ ଚଢାଉ କରି ୧୪କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କୁଚିଣ୍ଡା ଥାନା ଡିମିରିମୁଣ୍ଡା ପଞ୍ଚାୟତ ଝାରମୁଣ୍ଡା ଗ୍ରାମର ସୁମନ୍ତ ସାହୁ, କୁଚିଣ୍ଡା ଏନ୍ଏସି…
ଦିନ ଥିଲା ବସିବା ଅବସ୍ଥାରେ ଶୋଉଥିଲେ, ଡାକ୍ତର କହିଥିଲେ ମାତ୍ର ୬ ମାସ ବଞ୍ଚିବ…
ବମ୍ବେ: ନିଜର ସ୍ବର ସାଙ୍ଗକୁ ଫିଟ୍ନେସକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି ଲୋକପ୍ରିୟ ଗାୟକ ଅଦନାନ ସାମି। ହିନ୍ଦି ଫିଲ୍ମଜଗତରେ ସେ ଯେବେ ଏଣ୍ଟ୍ରି କରିଥିଲେ, ବହୁତ ମୋଟା ଥିଲେ। ତାଙ୍କ ଓଜନ ପ୍ରାୟ ୨୦୦ କିଲୋରୁ ଅଧିକ ଥିଲା। ସେତେବେଳେ ଡାକ୍ତର…
Archives


