Home Left

ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୯।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ସୃଷ୍ଟି ହୋଇଛି ଫାଟ। ଏଠାରେ ଥିବା ୪ଟିରୁ ୩ଟି କଲମରେ ଫାଟ ଥିବା ନେଇ ଶ୍ରୀମନ୍ଦିର ବୈଶୟିକ କୋର କମିଟି ପକ୍ଷରୁ କୁହାଯାଇଛି। ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଜଗମୋହନରେ ପୂର୍ବରୁ ଫାଟ ସୃଷ୍ଟି ହୋଇଥିଲା।…

ଗୋଚର ଜମି ଜବରଦଖଲ, ପ୍ରତିବାଦରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୨୯ା୧୦(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଓରତି ପଞ୍ଚାୟତରେ  ଗୋଚର ଜମିକୁ ଜବରଦଖଲ କରାଯାଇଛି। ଏଠାରେ ଚାଲିଥିବା ବେଆଇନ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଶନିବାର ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ଧାରଣା ଦିଆଯାଇଛି। ଓରତି ପଞ୍ଚାୟତର ୩ଟି ରାଜସ୍ବ ଗ୍ରାମର ଗ୍ରାମବାସୀ…

ଏହିଦିନ ମା’ ହେବାକୁ ଯାଉଛନ୍ତି ଆଲିଆ

ମୁମ୍ବାଇ; ବଲିଉଡ ବିୟୁଟି ଆଲିଆ ଭଟ୍ଟ ଏବେ ତାଙ୍କ ଜୀବନର ସବୁଠାରୁ ସୁନ୍ଦର ସମୟ ଅତିବାହିତ କରୁଛନ୍ତି । କାରଣ ଆଲିଆ ମାଆ ହେବାକୁ ଯାଉଛନ୍ତି । ଏହି ନୂଆ ଜର୍ଣ୍ଣିକୁ ନେଇ ଆଲିଆ ଓ ପତି ରଣବୀର କପୁର ବେଶ…

ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ଚାଲିଗଲା ଯୁବକଙ୍କ ଜୀବନ

ଖଲ୍ଲିକୋଟ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଅରବିନ୍ଦ ନଗରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅରବିନ୍ଦ ନଗରରେ ରହୁଥିବା ଜଣେ ଯୁବକ ଆଜି ସକାଳେ ବାଣ ଭିଡ଼ିବା ସମୟରେ ଅସାବଧାନତା ଯୋଗୁ ବାଣ ବିସ୍ଫୋରଣ ଘଟି ଗୁରୁତର ହୋଇଥିଲେ। ତାଙ୍କୁ ସ୍ଥାନୀୟ…

୫୦୦କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ‘ପୋନ୍ନିୟିନ ସେଲଭମ: ୧’

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ମଣିରତ୍ନମଙ୍କ ଫିଲ୍ମ ‘ପୋନ୍ନିୟିନ ସେଲଭମ: ୧’ ଲଗାତାର ଭାବେ ଚର୍ଚ୍ଚାରେ ରହି ଆସୁଛି । ସାରା ବିଶ୍ୱରେ ରିଲିଜ୍ ହୋଇଥିବା ଏହି ଫିଲ୍ମ ୫୦୦ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି । ଏହି ଫିଲ୍ମକୁ…

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୮ ରନ…

ମେଲବୋର୍ନ,୨୯।୧୦ : ଟି-୨୦ ବିଶ୍ୱକପରେ ଶନିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ସ୍ଥାନ ପାଇଁ ଲଢ଼େଇ ଜାରି ରହିଛି। ନ୍ୟୁଜିଲାଣ୍ଡର ଦୁଇଟି ମ୍ୟାଚରୁ ତିନୋଟି ପଏଣ୍ଟ ରହିଛି ଏବଂ ଦଳ…

ରବିବାର ଭାରତ-ଦକ୍ଷିଣ ଆଫ୍ରିକା ହାଇଭୋଲ୍‌ଟେଜ ମୁକାବିଲା

ନୂଆଦିଲ୍ଲୀ,୨୯ା୧୦: ଟି-୨୦ ବିଶ୍ୱକପ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ହେବ ହାଇଭୋଲ୍‌ଟେଜ ମୁକାବିଲା। ଦୁଇ ଦଳ ମଧ୍ୟରେ ମ୍ୟାଚ ବେଶ୍‌ ରୋମାଞ୍ଚକର ହେବ ବୋଲି ଆଶା କରାଯାଉଛି। ପର୍ଥ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟିଂ ଏବଂ ଦକ୍ଷିଣ…

ଟ୍ରେନ୍‌ରେ ପ୍ରସବ ଘଟଣା: ସମ୍ବର୍ଦ୍ଧିତ ହେଲେ ଆର୍‌ପିଏଫ୍‌ କର୍ମଚାରୀ

ଝାରସୁଗୁଡ଼ା ଅଫିସ,୨୯ା୧୦: ଗତ ବୁଧବାର ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ଜଣେ ମହିଳା ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଥିଲେ। ଝାରସୁଗୁଡ଼ା ଜଙ୍କ୍‌ଶନ୍‌ରେ ଉକ୍ତ ଟ୍ରେନ୍‌ ରହଣି ପରେ ଆର୍‌ପିଏଫ୍‌ କର୍ମଚାରୀ ଉକ୍ତ ମହିଳା ଓ ନବଜାତ ଶିଶୁକୁ ଉଦ୍ଧାର କରି ଆମ୍ବୁଲାନ୍ସ…

କ୍ରିପ୍ଟୋ ଏଜେନ୍ସିକୁ ଚିଠି ଲେଖିଲା ଭିଜିଲାନ୍ସ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଆରଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ନିହାର ରଞ୍ଜନ ଦାଶ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣାରେ କ୍ରିପ୍ଟୋ ଏଜେନ୍ସିକୁ ଭିଜିଲାନ୍ସ ବିଭାଗ ଚିଠି ଲେଖିଛି । କ୍ରିପ୍ଟୋରେ ପୁଞ୍ଜି ନିବେଶ ହୋଇଥିବା ୧ କୋଟି ୭୫ ଲକ୍ଷ ଟଙ୍କାକୁ ଜବତ କରିବାକୁ…

ଫାଶ ଖୋଲୁଥିଲା ବେଳେ ଅଘଟଣ: ବାର୍‌ହା ଆକ୍ରମଣରେ ବୃଦ୍ଧଙ୍କ ଚାଲିଗଲା ଜୀବନ

ବଡ଼ଗାଁ,୨୯।୧୦(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ ଛାମୁଣ୍ଡା ଗ୍ରାମର ବାର୍‌ହା ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛାମୁଣ୍ଡା ଗ୍ରାମର ବିଶେଶ୍ୱର ନାଏକ(୬୫)। ଶନିବାର ସକାଳ ପ୍ରାୟ ସାଢ଼େ ୬ଟାରେ ବିଶେଶ୍ୱର ବିଲକୁ ଶୌଚ ହେବା ପାଇଁ…

ବିଏସ୍‌ଏଫ୍‌ ଓ ପୋଲିସ ଜବତ କଲେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ

ମାଲକାନଗିରି,୨୯।୧୦(ଡି.ଏନ୍‌.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଜଡ଼ାମ୍ବ ଥାନା ଅନ୍ତର୍ଗତ କୁସୁମପୁଟ ଗ୍ରାମ ନିକଟ ଜଙ୍ଗଲରୁ ପୋଲିସ ଓ ବିଏସ୍‌ଏଫ୍‌ ମିଳିତ ଭାବେ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ କରିଛନ୍ତି। ତଥ୍ୟ ମୁତାବକ ବିଶେଷ ସୂତ୍ରରୁ ଖବର ପାଇ ଗତ…

‘ଦିଲ୍ଲୀର ବିଧାୟକଙ୍କୁ କିଣିବାକୁ ରହିଛି ୧୦୭୫ କୋଟି ଟଙ୍କା’… ମନିଷ ସିସୋଡିଆ

ନୂଆଦିଲ୍ଲୀ,୨୯ ।୧୦: ଗୁଜରାଟ ଓ ହିମାଚଳ ପ୍ରଦେଶରେ ଖୁବ୍ କମ୍ ଦିନ ମଧ୍ୟରେ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏହାକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ଲଗାତାର ଭାବେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରି ଚାଲିଛି । ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri