୮୫ ବର୍ଷ ପରେ ମିଳିଲା ଟାସ୍ମାନିଆ ବାଘ ଅବଶେଷ
କାନବେରା: ଅଷ୍ଟ୍ରେଲିଆର ଏକ ସଂଗ୍ରହାଳୟରୁ ଟାସ୍ମାନିଆର ଶେଷ ବାଘ ଥାଇଲାସିନର ଅବଶେଷ ମିଳିଛି। ଦୀର୍ଘ ୮୫ ବର୍ଷ ପରେ ଏହା ମିଳିଥିବା ଟାସ୍ମାନିଆ ମ୍ୟୁଜିୟମ୍ ଆଣ୍ଡ୍ ଆର୍ଟ ଗ୍ୟାଲେରି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୧୯୩୬ରେ ଥାଇଲାସିନର ମୃତ୍ୟୁ ଘଟିଥିଲା।
‘ଏସ୍ଏଚ୍ଜିଙ୍କୁ ଆର୍ଥିକ ସହାୟତା ପ୍ରଦାନ’
ଭୁବନେଶ୍ୱର,୭।୧୨: ଇଣ୍ଡିଆନ୍ ବ୍ୟାଙ୍କ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମଠାରେ ଏକ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏଚ୍ଜି) ଆଉଟ୍ରିଚ୍ ଶିବିରର ଆୟୋଜନ କରାଯାଇଥିଲା। ଉକ୍ତ ଶିବିରରେ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶାନ୍ତିଲାଲ ଜୈନ, ରାଜ୍ୟ…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତର
ଦେବଗଡ,୭।୧୨(ଡି.ଏନ୍.ଏ.): ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମହିଳା ଗୁରୁତରା ଥାନା ଅନ୍ତର୍ଗତ ଟାଇଁସର ଗ୍ରାମରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ା ଜନ୍ତୁ ଶିକାର ପାଇଁ କେତେକ ଦୁର୍ବୃତ୍ତ ଟାଇଁସର ହାଇସ୍କୁଲ ପଛପଟେ ଥିବା…
‘ଦ୍ୱିପାକ୍ଷିକ ବାଣିଜ୍ୟ କ୍ଷେତ୍ରରେ ନୂଆ ଆହ୍ବାନକୁ ଗୁରୁତ୍ୱ’
ଭୁବନେଶ୍ୱର,୭।୧୨: ସୀମାଶୁଳ୍କ ଆୟୋଗ ଭୁବନେଶ୍ୱର ପକ୍ଷରୁ କଷ୍ଟମ୍ସ ଆକ୍ଟ ବା ସୀମାଶୁଳ୍କ ଅଧିନିୟମ-୧୯୬୨ର ୬୦ତମ ବାର୍ଷିକ ଉତ୍ସବ ସୋମବାର ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ ଅଡିଟୋରିୟମରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର ଜିଏମ ରୂପ୍ ନାରାୟଣ…
‘ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମର ପାରଦର୍ଶିତାକୁ ସ୍ବୀକୃତି’
ଭୁବନେଶ୍ୱର,୭।୧୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କେୟାର ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ ଭୁବନେଶ୍ୱରକୁ ନିକଟରେ ଆଉ ୨ଟି ଜାତୀୟସ୍ତରର ସମ୍ମାନ ଓ ସଫଳତା ମିଳିଛି। ଏପରିକି ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କୁ ସୁଲଭ ମୂଲ୍ୟରେ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେଇ ଆସୁଛି। ସେହିଭଳି ଉନ୍ନତମାନର…
ଇସିଆର୍ ପକ୍ଷରୁ ମହାପରିନିର୍ବାଣ ଦିବସ
ଭୁବନେଶ୍ୱର,୭।୧୨: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ. ବି.ଆର୍. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକରଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହ ଅନ୍ୟ କର୍ମଚାରୀମାନେ…
ବୃଦ୍ଧି ପାଇଛି କୋଇଲା ଉତ୍ପାଦନ
ନୂଆଦିଲ୍ଲୀ, ୭।୧୨: ଚଳିତ ବର୍ଷ ନଭେମ୍ବରରେ କୋଇଲା ଉତ୍ପାଦନ ୧୧.୬୬% ବୃଦ୍ଧି ପାଇ ୭୫.୮୭ ମିଲିୟନ ଟନ୍ରେ ପହଞ୍ଚଛି ବୋଲି କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୧ରେ ୬୭.୯୪ ମିଲିୟନ୍ ଟନ୍ ହୋଇଥିବାବେଳେ ଚଳିତ ବର୍ଷ ନଭେମ୍ବରରେ ତାହା…
ଅର୍ଚ୍ଚନାଙ୍କ ରିମାଣ୍ଡର ଆଜି ଦ୍ୱିତୀୟ ଦିନ, ଅଧିକ ତଥ୍ୟ ହାସଲ କରିପାରେ ଇଡି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ବେଆଇନ୍ ଅର୍ଥ କାରବାରକୁ ନେଇ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠୁ ୭ ଦିନିଆ ରିମାଣ୍ଡରେ ନେଇଛି ଇଡି। ତେବେ ଆଜି ରିମାଣ୍ଡର ଦ୍ବିତୀୟ ଦିନ ଥିବା ବେଳେ…
ଆନ୍ଦୋଳନରେ ଆଗୁଆ, ମତଦାନରେ ପଛୁଆ
ବରଗଡ଼ ଅଫିସ୍,୭।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ଏହି ନିର୍ବାଚନ ମଣ୍ଡଳୀରେ ଏଥର ରେକର୍ଡ଼ ସଂଖ୍ୟକ ମତଦାନ ହୋଇଛି। ବିଗତ ନିର୍ବାଚନକୁ ଦେଖିଲେ ଏଥର ୮୧.୨୯ ପ୍ରତିଶତ ମତଦାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କେବଳ…
ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିକ୍ଷୋଭ
ସମ୍ବଲପୁର,୭।୧୨(ବ୍ୟୁରୋ): ସମ୍ବଲପୁର-ଅନୁଗୋଳ ୫୫ନଂ. ଜାତୀୟ ରାଜପଥ ନିର୍ମାଣ କରୁଥିବା ଠିକା ସଂସ୍ଥା ଅଗ୍ରୱାଲ କନଷ୍ଟ୍ରକଶନ (ଏଆଇପିଏଲ୍)ର ଯୁଯୁମୁରା ଥାନା ଗଡଗଡବାହାଲ କ୍ୟାମ୍ପ ପରିସରରେ ୪ ଜଣ ଅଣଓଡିଆ ଡ୍ରାଇଭରଙ୍କୁ ଆକ୍ରମଣ କରାଗଲା। କମ୍ପାନୀ ସୁପରଭାଇଜର, ବାଉନସର ଓ କେତେଜଣ କର୍ମଚାରୀ କଙ୍ଗାରୁ…
୧୦ରୁ ୧୨ ମଣ୍ଡେଇ ମୁଖ୍ୟ ଉତ୍ସବ, ୧୪ ପର୍ଯ୍ୟନ୍ତ ପଲ୍ଲୀଶ୍ରୀ ମେଳା
ନବରଙ୍ଗପୁର, ୭।୧୨(ବି.ପ୍ର.): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ ଓ ପଲିଶ୍ରୀ ମେଳା ଚଳିତ ଡିସେମ୍ବର ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ନୂତନ ମଣ୍ଡେଇ ପଡିଆରେ ଅନୁଷ୍ଠିତ ହେବ। ପ୍ରତିଦିନ ଆହୋରାତ୍ରୀ ଆଦିବାସୀ ନାଟ ହେବ। ଜିଲାର କଳା, ସଂସ୍କୃତି, ପରମ୍ପରାକୁ ବଞ୍ଚାଇ…
‘ଭାରତ ଡ୍ରୋନ୍ ଟେକ୍ନୋଲୋଜିର କେନ୍ଦ୍ର ହେବ’
ନୂଆଦିଲ୍ଲୀ,୭।୧୨: ଭାରତ ଡ୍ରୋନ୍ ଟେକ୍ନୋଲୋଜିର ଏକ ବୃହତ୍ କେନ୍ଦ୍ରରେ ପରିଣତ ହେବ ଏବଂ ଆସନ୍ତା ବର୍ଷ ଶେଷ ସୁଦ୍ଧା ଭାରତକୁ ଅତି କମ୍ରେ ୧ ଲକ୍ଷ ଡ୍ରୋନ୍ ପାଇଲଟ୍ଙ୍କର ଆବଶ୍ୟକତା ପଡ଼ିବ ବୋଲି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ…
Archives


