ଦିନିକିଆ ସିରିଜରେ ସ୍ମିଥ୍ ଅଧିନାୟକ
ଅହମଦାବାଦ,୧୫ା୩(ପି.ଟି.): ନିୟମିତ ଅଧିନାୟକ ପ୍ୟାଟ୍ କୁମିନ୍ସଙ୍କ ସ୍ଥାନରେ ଷ୍ଟିଭ୍ ସ୍ମିଥ୍ ଅଧିନାୟକ ଦାୟିତ୍ୱ ବହନ କରିବେ। ଅନ୍ତିମ ଦୁଇ ଟେଷ୍ଟରେ ସ୍ମିଥ୍ ଷ୍ଟାଣ୍ଡଇନ୍ କ୍ୟାପ୍ଟେନ ରହିଥିବା ବେଳେ ଦିନିକିଆ ସିରିଜ୍ ପାଇଁ ମଧ୍ୟ ତାଙ୍କୁ ଅଧିନାୟକ ରଖାଯିବ ବୋଲି ଅଷ୍ଟ୍ରେଲିଆ ଦଳର…
ପ୍ଲେ-ଅଫ୍ରେ ମୁମ୍ବାଇ
ମୁମ୍ବାଇ,୧୫ା୩: ଓମେନ୍ସ ପ୍ରିମିୟର ଲିଗ୍ରେ କ୍ରମାଗତ ୫ମ ବିଜୟ ସହ ପ୍ଲେ-ଅଫ୍ରେ ପ୍ରବେଶ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ବ୍ରାବୋର୍ନ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସକୁ ୫୫ ରନରେ ପରାସ୍ତ କରିଛି ଦଳ। ହରମନ୍ପ୍ରୀତ କୌରଙ୍କ ୫୧ ରନ୍ ବଳରେ ମୁମ୍ବାଇ…
ଜର୍ମାନୀକୁ ହରାଇଲା ଅଷ୍ଟ୍ରେଲିଆ
ରାଉରକେଲା ଅଫିସ, ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୧୫ା୩: ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ପ୍ରୋଲିଗ୍ରେ ବିଶ୍ୱ ଚାମ୍ପିୟନ ଜର୍ମାନୀର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଅଷ୍ଟ୍ରେଲିଆ ୨-୧ ଗୋଲରେ ଏହି ଦଳକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ…
ଉପାନ୍ତ କରବିରା ଖୋଲରେ ଉପଜିଲାପାଳ
ଅନୁଗୋଳ ଅଫିସ,୧୫।୩: ଅନୁଗୋଳ ଜିଲାର ବଣ ଜଙ୍ଗଲ ଘେରା ଉପାନ୍ତ ତଥା ଅପହଞ୍ଚ ଇଲାକା ଭାବେ ପରିଚିତ ବଡ଼କନ୍ତକୁଳ ପଞ୍ଚାୟତର କରବିରା ଖୋଲ ଗ୍ରାମରେ ଥିବା ୧୮ ପରିବାର ନିକଟରେ ମଙ୍ଗଳବାର ଅନୁଗୋଳ ଉପଜିଲାପାଳ ବୈତୁରା ଦୀପ ପହଞ୍ଚି ସମସ୍ୟା ବୁଝିଛନ୍ତି।…
ଓଡ଼ିଶା ସେମିଫାଇନାଲରେ
ଭୁବନେଶ୍ୱର, ୧୫ା୩(ସ୍ପୋଟର୍ସ ବ୍ୟୁରୋ): ଦୃଷ୍ଟି ବାଧିତ ଜାତୀୟ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ନାଗେଶ ଟ୍ରଫିର ସୁପର-୮ ପର୍ଯ୍ୟାୟରେ ଚଣ୍ଡିଗଡ଼ ବିପକ୍ଷ ଦ୍ୱିତୀୟ ଲିଗ୍ ମ୍ୟାଚ ଓଡ଼ିଶା ୯ ଉଇକେଟରେ ଜିତି ନେଇଛି। ହାଇଦ୍ରାବାଦର ଏଓ୍ବାଇଆର୍ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଏହି ମ୍ୟାଚରେ…
ଏନ୍ସିଏ କ୍ୟାମ୍ପ ପାଇଁ ଓଡ଼ିଶାରୁ ୫ ମନୋନୀତ
ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ନିକଟରେ ଶେଷ ହୋଇଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଘରୋଇ ସିଜନରେ ପ୍ରଭାବୀ ପ୍ରଦର୍ଶନ କରି ଓଡ଼ିଶାର ୫ ଖେଳାଳି ଜାତୀୟ କ୍ରିକେଟ ଏକାଡେମୀ (ଏନ୍ସିଏ) କ୍ୟାମ୍ପକୁ ମନୋନୀତ ହୋଇଛନ୍ତି। ଏପ୍ରିଲ ୧୭ରୁ ମେ’ ୧୧…
ଭିଜି ଟ୍ରଫି ଫାଇନାଲରେ ଇଷ୍ଟ ଜୋନ୍
ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ରାୟପୁରରେ ଚାଲିଥିବା ଭିଜି ଟ୍ରଫି କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଇଷ୍ଟଜୋନ୍ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟଜୋନ୍ ୪୪ ରନରେ ଓ୍ବେଷ୍ଟ ଜୋନ୍କୁ ହରାଇ ଏହି ସଫଳତା…
ଭଉଣୀଙ୍କ ମେହେନ୍ଦୀ ସେରିମନିରେ ସିଗାରେଟ୍ ଟାଣୁଥିବା ନଜର ଆସିଲେ ଅଭିନେତ୍ରୀ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ସମ୍ପର୍କୀୟ ଅଲାନା ପାଣ୍ଡେଙ୍କ ମେହେନ୍ଦୀ ସମାରୋହରେ ଦେଖିବାକୁ ମିଳିଥିଲା। ବର୍ତ୍ତମାନ ଏହି ମେହେନ୍ଦୀ ସମାରୋହର କିଛି ଫାଟୋ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛି। ଏହି ସମୟରେ ଅନନ୍ୟା ପାଣ୍ଡେଙ୍କ ଧୂମପାନର ଏକ ଫଟୋ ଇଣ୍ଟରନେଟରେ…
ଜାତୀୟ ମହିଳା ହ୍ୟାଣ୍ଡବଲରେ ଭାଗନେବ ଓଡ଼ିଶା
ଭୁବନେଶ୍ବର, ୧୫ା୩ (କ୍ରୀଡ଼ା ପ୍ରତିନିଧି): ବାରାଣସୀଠାରେ ବୁଧବାରଠାରୁ ୧୯ ପର୍ଯ୍ୟନ୍ତ ୫୧ତମ ଜାତୀୟ ମହିଳା ହ୍ୟାଣ୍ଡବଲ ପ୍ରତିଯୋଗିତା ହେବ। ଏହି ପ୍ରତିଯୋଗିତାରେ ଭାଗ ନେବାକୁ ଓଡ଼ିଶା ମହିଳା ଦଳ ମଙ୍ଗଳବାର ବାରାଣାସୀ ଯାତ୍ରା କରିଛି। ସ୍ବର୍ଣ୍ଣଲତା ପ୍ରଧାନ, ସ୍ମୃତିରେଖା ରାଉତରାୟ, କଲ୍ୟାଣୀ…
କିଟ୍ ପ୍ରତିଯୋଗୀଙ୍କୁ ୧ ସ୍ବର୍ଣ୍ଣ, ୧ ବ୍ରୋଞ୍ଜ
ଭୁବନେଶ୍ୱର,୧୫ା୩ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇସ୍ଥିତ ତାମିଲନାଡ଼ୁ ଫିଜିକାଲ ଏଜୁକେଶନ ଆଣ୍ଡ ସ୍ପୋଟର୍ସ ୟୁନିଭର୍ସିଟି ଆନୁକୂଲ୍ୟରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଆଥଲେଟିକ୍ସ (ମହିଳା ଓ ପୁରୁଷ) ଚାମ୍ପିୟନଶିପ୍ର ଦ୍ୱିତୀୟ ଦିବସରେ କିଟ୍ ପ୍ରତିଯୋଗୀଙ୍କୁ ୨ଟି ପଦକ ମିଳିଛି। ମହିଳା ୧୦୦ ମିଟର…
ସୁପ୍ରଭାତଙ୍କୁ ‘ତୁଷାରଶ୍ରୀ’ ଟାଇଟଲ
ଭୁବନେଶ୍ୱର, ୧୫ା୩(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ବଡିବିଲ୍ଡିଂ ଆସୋସିଏଶନ ଆନୁକୂଲ୍ୟରେ ରାମକୃଷ୍ଣ ପଟ୍ଟନାୟକ ମେମୋରିଆଲ ‘ତୁଷାରଶ୍ରୀ’ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱରର ବିଭିନ୍ନ ଜିମ୍ନାସିୟମ ଏବଂ କ୍ଲବରୁ ୪୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ୬୦, ୭୦, ୮୦ କେଜି ଆଦି…
ପୋଷ୍ଟପେଡ୍ ଫାମିଲି ପ୍ଲାନ୍ ‘ଜିଓ ପ୍ଲସ୍’
ନୂଆଦିଲ୍ଲୀ,୧୫ା୩: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଏକ ନୂତନ ଫାମିଲି ପ୍ଲାନ୍ ‘ଜିଓ ପ୍ଲସ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏକ ମାସର ମାଗଣା ଟ୍ରାଏଲ୍ ସୁବିଧା ସହ ରିଲାଏନ୍ସ ଜିଓ ପ୍ଲସ୍ ପ୍ଲାନ୍ର ନୂତନ…

