Home Left

ହୋଣ୍ଡା ଅଲ୍‌ ନ୍ୟୁ ସିଟିର ଅନାବରଣ

ଭୁବନେଶ୍ୱର,୧୫ା୩: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ହୋଣ୍ଡା ଅଲ୍‌ ନ୍ୟୁ ସିଟି’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି କମ୍ପାନୀ ନିକଟରେ ଉକ୍ତ ମଡେଲର ବଜାର ପ୍ରବେଶ…

ଗୋଦ୍‌ରେଜ୍‌ର ନୂଆ ରେଫ୍ରିଜରେଟର

ନୂଆଦିଲ୍ଲୀ,୧୫ା୩: ଗୋଦ୍‌ରେଜ୍‌ ଆପ୍ଲାଏନ୍‌ସେସ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ପ୍ରସ୍ତୁତ ଡାର୍କ ଏଡିଶନ ରେଫ୍ରିଜରେଟରର ଶୁଭାରମ୍ଭ କରାଯାଇଛି। ବିଶେଷକରି ମ୍ୟାଟ୍‌ ବ୍ଲାକ୍‌, ଗ୍ଲାସ୍‌ ବ୍ଲାକ୍‌, ଓନିକ୍ସ ବ୍ଲାକ୍‌, ଆଇସ୍‌ ବ୍ଲାକ୍‌ ଓ ଫସିଲ୍‌ ଷ୍ଟିଲ୍‌ ଭଳି ରଙ୍ଗରେ ୧୯ ଏସ୍‌କେୟୁ ସହ ଡାର୍କ…

ଫିଲିପ୍ସ ଏଜୁକେଶନ ସହ ସୋଆର ରାଜିନାମା

ଭୁବନେଶ୍ୱର,୧୫ା୩: ରାଜ୍ୟର ପ୍ରମୁଖ ଘରୋଇ ଶିିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେଶନ, ଫିଲିପ୍ସ ମେଶିନ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ସହ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଶିକ୍ଷକ ଓ…

ଡାଲମିଆ ସିମେଣ୍ଟ ସହ ବେଦାନ୍ତ ଆଲୁମିନିୟମର ବୁଝାମଣା

ଭୁବନେଶ୍ୱର,୧୫ା୩: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏବଂ ଡାଲମିଆ ସିମେଣ୍ଟ ମଧ୍ୟରେ ଏକ ବ୍ୟବସାୟିକ ବୁଝାମଣା ହୋଇଥିବା ଜଣାପଡ଼ିଛି। ବିଶେଷକରି ଫ୍ଲାଏ ଆଶ୍‌ ପାଉଁଶ ଭଳି ଶିଳ୍ପ ବଜ୍ୟବସ୍ତୁ ଯୋଗାଣ ପାଇଁ ଉଭୟ ସଂସ୍ଥା ଦୀର୍ଘଦିନ ହେଲା ସହଯୋଗିତା…

ଅଭିନେତା ସମୀର ଖଖରଙ୍କ ପରଲୋକ

ମୁମ୍ବାଇ: ପରଲୋକରେ ଜଣାଶୁଣା ଟିଭି ଏବଂ ଚଳଚ୍ଚିତ୍ର ଅଭିନେତା ସମୀର ଖଖର। ୭୧ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସମୀର ଖଖରଙ୍କ ଭାଇ ଗଣେଶ ଖଖର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମୀରଙ୍କୁ ନିଶ୍ୱାସ ନେବାରେ…

ଡବ୍ଲ୍ୟୁଡିଆର୍‌ଏ-ପିଏନ୍‌ବି ବୁଝାମଣାପତ୍ର ସ୍ବାକ୍ଷର

ନୂଆଦିଲ୍ଲୀ,୧୫ା୩: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଏବଂ ଓ୍ବେରହାଉସିଂ ଡେଭଲପମେଣ୍ଟ ଆଣ୍ଡ ରେଗୁଲାଟେରି ଅଥରିଟି (ଡବ୍ଲ୍ୟୁଡିଆର୍‌ଏ) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ଉଭୟ ସଂସ୍ଥାର ବ୍ୟବସାୟିକ ଅଭିବୃଦ୍ଧି ସହ ଇ-ଏନ୍‌ଡବ୍ଲ୍ୟୁଆର୍‌ ଜରିଆରେ ନେଣଦେଣ କରିବା…

୧୦,୦୦୦କର୍ମଚାରୀଙ୍କୁ ଛଟେଇ କରିବ ମେଟା

ନୂଆଦିଲ୍ଲୀ,୧୫ା୩: ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ତଥା ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ମେଟା(ପୂର୍ବର ଫେସ୍‌ବୁକ୍‌) ଚଳିତ ମାସ ଶେଷ ସୁଦ୍ଧା ପ୍ରାୟ ୧୦,୦୦୦ କର୍ମଚାରୀଙ୍କୁ ଛଟେଇ କରିବ ବୋଲି ସୂଚନା ମିଳିଛି। ଏପରିକି ପୂର୍ବରୁ ମଧ୍ୟ କମ୍ପାନୀ ପ୍ରାୟ ୧୧ହଜାର କର୍ମଚାରୀଙ୍କୁ ଛଟେଇ…

୩ ଦିନରେ ୪୬୫ ବିଲିୟନ ଡଲାର ହ୍ରାସ

ନୂଆଦିଲ୍ଲୀ,୧୫ା୩: ଅନ୍ତଃରାଷ୍ଟ୍ରୀୟ ଶେୟାର ବଜାର ଏବଂ ଅର୍ଥନୀତିରେ ଏକ ପ୍ରକାର ଆଶଙ୍କା ଦେଖାଦେଇଛି। ବିଶେଷକରି ଆମେରିକାରେ ସୃଷ୍ଟି ହୋଇଥିବା ବ୍ୟାଙ୍କିଙ୍ଗ ସଙ୍କଟ ବିଶ୍ୱ ଅର୍ଥନୀତିକୁ ବେଶ୍‌ ପ୍ରଭାବିତ କରିଛି। କେବଳ ୩ଟି କାର୍ଯ୍ୟଦିବସରେ ଗ୍ଲୋବାଲ ଫାଇନାନ୍ସିଆଲ୍‌ ଷ୍ଟକ୍ସର ବଜାର ମୂଲ୍ୟ ୪୬୫…

ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ: ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୫।୩: ଦେଶରେ ଏବେ ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ। ଗୋଟିଏ ପରେ ଗୋଟିଏ ରାଜ୍ୟରେ ଏହି ଭାଇରସ ବ୍ୟାପିବାରେ ଲାଗିଛି। ହରିୟାଣାର ଯମୁନାନଗରରେ ଏଚ୍‌୩ଏନ୍‌୨ ଭାଇରସର ୫ଟି ସନ୍ଦିଗ୍ଧ ମାମଲା ସାମ୍ନାକୁ ଆସିଛି। ଏହାକୁ ନେଇ ବର୍ତ୍ତମାନ ସ୍ବାସ୍ଥ୍ୟ ବିଭାଗ…

ବର୍ଷ ଶେଷ ସୁଦ୍ଧା ୧,୦୬,୦୯୫ ହୋଇଛନ୍ତି ଉପକୃତ

ବ୍ରହ୍ମପୁର ଅଫିସ,୧୫।୩: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍‌ସି) ପକ୍ଷରୁ ମଙ୍ଗଳବାର ବିଇଏମ୍‌ସି ନୂତନ ସମ୍ମିଳନୀ କକ୍ଷରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ (ଏନୟୁଏଚ୍‌ଏମ୍‌) ଦ୍ୱାରା ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମେୟର ସଂଘମିତ୍ରା ଦଳେଇ ମୁଖ୍ୟ ଅତିଥି ଭାବେ ଯୋଗ…

ଜଙ୍ଗଲରେ ନିଆଁ, ରାସ୍ତାରେ ମୟୂର

ବୁଗୁଡ଼ା,୧୫।୩(ଡି.ଏନ୍‌.ଏ.): ସମ୍ପ୍ରତି ବୁଗୁଡ଼ା ବନାଞ୍ଚଳର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ଯୋଗୁଁ ରାସ୍ତାରେ ମୟୂରମାନେ ଘୂରି ବୁଲୁଥିବା ଦେଖିବାକୁ ମିଳିଛି। ଅଗ୍ନି ନିର୍ବାପନରେ ବିଫଳତା ଯୋଗୁଁ ସ୍ଥାନୀୟ ବନ ବିଭାଗ ଅଡୁଆରେ ପଡିଛି। ବନ…

ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ

ରସୁଲପୁର,୧୫ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ନେଇ ମଙ୍ଗଳବାର ଏକ ମାସିକିଆ ସମୀକ୍ଷା ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅରୁଣ କୁମାର ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?