Home Left

ସରିଲା କୋଣାର୍କ, ବାଲୁକା କଳା ଉତ୍ସବ

କୋଣାର୍କ,୬।୧୨(ଡି.ଏନ୍‌.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଡିସେମ୍ବର ୧ଠାରୁ ଆରମ୍ଭ ହୋଇଥିବା କଳା ଓ ସଂସ୍କୃତିର ମହାକୁମ୍ଭ ୩୩ତମ କୋଣାର୍କ ଉତ୍ସବ ସୋମବାର ସରିଛି। କୋଣାର୍କ ଉତ୍ସବର ଉଦ୍‌ଯାପନୀ ସାର ଅତିଥି ଭାବେ ଓଡ଼ିଶା…

ଗାଁରେ ପଡୁଛି ଗୁଳି, ଲୋକେ ଆତଙ୍କିତ

ଆଠଗଡ,୬।୧୨(ସ୍ବ.ପ୍ର.):ଆଠଗଡ଼ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ନୂଆଶାସନ ଗ୍ରାମରେ ଆଠମାସ ହେବ ଗୁଳି ପଡୁଛି । ଏନେଇ ଗଁା ଲୋକେ ଭୟଭୀତ ହୋଇଯାଇଛନ୍ତି। ପ୍ରତ୍ୟେକ ଦିନ ଗୁଳି ଗ୍ରାମର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି। ଏହି ଗୁଳି ବାଜି ସାଧାରଣ ଲୋକେ ଆହତ…

ବଳପୂର୍ବକ ଧର୍ମାନ୍ତରୀକରଣ ସମ୍ବିଧାନ ବିରୋଧୀ

ନୂଆଦିଲ୍ଲୀ,୬।୧୨: ବଳପୂର୍ବକ ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ ଏବଂ ଏହା ସମ୍ବିଧାନ ବିରୋଧୀ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଭୟ ଦେଖାଇ, ଧମକ ଦେଇ, କିମ୍ବା ଉପହାର ଏବଂ ଆର୍ଥତ୍କ ଫାଇଦାର ପ୍ରଲୋଭନ ଦେଖାଇ କରାଯାଉଥିବା ପ୍ରତାରଣାପୂର୍ଣ୍ଣ ଧର୍ମ ପରିବର୍ତ୍ତନ ରୋକିବା…

ଭାଜପା ନେତା ଟଙ୍କା ବାଣ୍ଟୁଥିଲେ: ବିଜେଡି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ନିଶ୍ଚିତ ଜାଣି ଦଳୀୟ ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ସୋମବାର ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭାଜପା ନେତାମାନେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଛନ୍ତି। ପଦ୍ମପୁର, ପାଇକମାଳ ଓ…

ଉତ୍ସାହ ବଢ଼ାଇଲା ମତଦାନ ହାର

ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ଗଲା ୧୦ଦିନ ଧରି ରାଜ୍ୟ ରାଜନୀତିର ଯେଉଁ ମୁଖ୍ୟ ଆଲୋଚନା ଥିଲା, ପଦ୍ମପୁର ଆସନ କାହା ହାତକୁ ଯିବ, ତାହା ଏବେ ଇଭିଏମ୍‌ ବାକ୍ସରେ ଆବଦ୍ଧ ହୋଇ ରହିଛି।…

୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି। ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ ତ୍ରିନାଥ ମାଝି,…

୧୫ ଦିନ ମଧ୍ୟରେ ଡିଜିପି ଜବାବ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୬ା୧୨:ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ମହିଳା ହିଂସା ସମ୍ପର୍କିତ ମାମଲାଗୁଡ଼ିକର ପଞ୍ଜୀକରଣ ପାଇଁ ରାଜ୍ୟରେ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ପ୍ରଚଳନ ପାଇଁ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଏନେଇ ୧୫ ଦିନ ମଧ୍ୟରେ ଜବାବ ରଖିବାକୁ…

‘ମୋତେ କହିବାକୁ ଦିଆଯାଉ, ସିବିଆଇ ତଦନ୍ତ ହେଉ’

ଭୁବନେଶ୍ୱର,୬।୧୨ (ବ୍ୟୁରୋ):‘ମୋତେ ଆର୍ବିଟାରିଲି ଆରେଷ୍ଟ କରାଯାଇଛି। ମୋ ପରିବାରକୁ ନଜରବନ୍ଦୀ ରଖାଯାଇଥିଲା। ମୋ ସାଥିରେ କ’ଣ ହେଉଥିଲା ୬ଦିନ ପର୍ଯ୍ୟନ୍ତ ଜାଣିପାରି ନ ଥିଲି। ପାଟି, ଆଖି, ମୁହଁ ବନ୍ଦ କରି ମୋତେ କୋର୍ଟ ଫର୍‌ୱାର୍ଡ କରାଗଲା। ଶ୍ରଦ୍ଧାଞ୍ଜଳି ମୋ ଘର…

ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଭାରତ ୨୦ ରାଷ୍ଟ୍ରସମୂହକୁ ନେଇ ଗଠିତ ଜି୨୦ର ଅଧ୍ୟକ୍ଷତା ଗ୍ରହଣ…

ସଚିବାଳୟ ଘେରିଲେ ଆଶାକର୍ମୀ

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦ ସହ ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଶାକର୍ମୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚାର ଆହ୍ବାନକ୍ରମେ ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ଓ ପଶ୍ଚିମ ଓଡ଼ିଶା ଆଶାକର୍ମୀ ସଂଘ ପକ୍ଷରୁ ହଜାର ହଜାର ଆଶାକର୍ମୀ ସୋମବାର…

‘ହକି ବିଶ୍ୱକପ୍‌ ସ୍ମରଣୀୟ ହେବ’

ଭୁବନେଶ୍ୱର, ୬ା୧୨ (କ୍ରୀଡ଼ା ପ୍ରତିନିଧି):ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଥିବା ଏହି ମେଗା…

୪୮ ଘଣ୍ଟାରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତ(ଡିପ୍ରେସନ)ରେ ପରିଣତ ହେବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri