Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’
ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର (ଡିସେମ୍ବର ୨୫) ଦେଶକୁ ଫେରିଛନ୍ତି। ବିମାନବନ୍ଦରରେ ତାଙ୍କ ସମର୍ଥକମାନେ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ।…
ଚଳନ୍ତା କାର୍ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ
ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ରାଜସ୍ଥାନର ଉଦୟପୁର। ଏକ ଘରୋଇ ଆଇଟି କମ୍ପାନୀର ଜଣେ ମ୍ୟାନେଜରଙ୍କୁ ଚଳନ୍ତା କାର୍ରେ…
ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ
ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା ସରକାରୀ ବାସଭବନ (ରାବ୍ରି ଆବାସ)ରେ ଛୋଟ ଗାଡ଼ି ପହଞ୍ଚିଥିଲା। ଏହି ଯାନଗୁଡ଼ିକରୁ ଜିନିଷପତ୍ରଗୁଡ଼ିକୁ ଗୋଲା…
୨୦୨୬ର ପ୍ରଥମ ଦିନ ଭୁଲ୍ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍ ବର୍ଷସାରା ଗୋଡ଼ାଇବ ଦରିଦ୍ରତା
ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ ଅଧିକ ସମୟ ବାକି ନାହିଁ। ନୂତନ ବର୍ଷ ସମସ୍ତଙ୍କ ଜୀବନରେ ନୂତନ ଆଶା ଆଣିଥାଏ।…
ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…
ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡ଼େକା) ଗଠନ କରିଥିଲେ। ଏହାର ମୂଳ ଲକ୍ଷ୍ୟ ଥିଲା ସମାଜସେବା କରିବା।…
Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ ସୁନା ଏବଂ ରୂପା ଉଭୟ ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲା। ଡିସେମ୍ବର ୨୬ ତାରିଖ…
୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ
ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ ଜାରି ରଖିଛନ୍ତି। ଦିଲ୍ଲୀ ଏବଂ ଗୁଜରାଟ ମଧ୍ୟରେ ଏଲିଟ ରାଉଣ୍ଡ ମ୍ୟାଚରେ ବିରାଟ ମାତ୍ର…
କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର
ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ ଗଭୀର ଶୋକ ପ୍ରକାଶ କରିଛି। ଟୋରଣ୍ଟୋ ପୋଲିସ ମଙ୍ଗଳବାର ରିପୋର୍ଟ କରିଛି ଯେ ହାଇଲ୍ୟାଣ୍ଡ…
ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…
ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଏହାର ଆକର୍ଷଣ ଅଲଗା। ଏହି ଜଳପ୍ରପାତ ପ୍ରତି ପର୍ଯ୍ୟଟକଙ୍କ ସ୍ବତନ୍ତ୍ର ଆକର୍ଷଣ ରହିଛି।…
ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ
ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ ଉଲ୍ଲେଖନୀୟ ବୃଦ୍ଧି କରିଛି। BCCI ନିରନ୍ତର ଖେଳାଳିଙ୍କ ରୋଜଗାର ବୃଦ୍ଧି କରିଛି, ଯାହା ଅନ୍ୟ…
ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ
ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ କି ମୁସଲମାନ, ସମସ୍ତେ ହିଂସାର ନିଆଁରେ ଜଳୁଛନ୍ତି। ବାଂଲାଦେଶର ବର୍ତ୍ତମାନର ପରିସ୍ଥିତି ମହମ୍ମଦ ୟୁନୁସଙ୍କ…
ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ
ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ମଧ୍ୟ ପ୍ରଭାବିତ ହେଉଛି। ସକାଳୁ ୧୦ଟା ପର୍ଯ୍ୟନ୍ତ କୁହୁଡ଼ି ଲାଗି…
Archives


