Home Left

ଚର୍ଚ୍ଚ ଅଫ୍‌ ଗଡ୍‌ରେ ଝରଣାଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୪।୧୨: ଓଡ଼ିଆ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତ୍ରୀ ଝରଣା ଦାସଙ୍କ ଶେଷକୃତ୍ୟ କଟକ ଗୋରାକବର ନିକଟସ୍ଥ ଚର୍ଚ୍ଚ ଅଫ୍‌ ଗଡ୍‌ ପରିସରରେ ଶନିବାର ସମ୍ପନ୍ନ ହୋଇଛି। ଅପରାହ୍ନ ୨ଟାରେ କଟକ ଚଣ୍ଡୀଛକସ୍ଥିତ ବାସଭବନରୁ ତାଙ୍କ ମରଶରୀରକୁ ଶୋଭାଯାତ୍ରାରେ ଶୈଳବାଳା ମହିଳା ସ୍ବୟଂଶାସିତ…

ଶ୍ରୀମନ୍ଦିରର ଡ୍ରୋନ୍‌ ଭିଡିଓ ଭାଇରାଲ

ପୁରୀ ଅଫିସ,୪।୧୨: ଶ୍ରୀମନ୍ଦିରର ଭିଡିଓ ପୁଣିଥରେ ଭାଇରାଲ ହୋଇଛି। ଏଥର କିନ୍ତୁ ଭିଡିଓଟି ମନ୍ଦିର ଭିତରର ହୋଇ ନ ଥିବାବେଳେ ସମ୍ପୂର୍ଣ୍ଣ ମନ୍ଦିରର ଚିତ୍ର ଆକାଶରୁ ଡ୍ରୋନ ଦ୍ୱାରା ଉଠାଯାଇ ଭାଇରାଲ କରାଯାଇଛି, ଯାହାକୁ ନେଇ ଅଗଣିତ ଜଗନ୍ନାଥ ପ୍ରେମୀ ଓ…

ଦେଢ଼ କୋଟିରୁ ଊର୍ଦ୍ଧ୍ୱ ହଡ଼ପ: ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗିରଫ

ରଘୁନାଥପୁର,୪।୧୨(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ସରକାରଙ୍କ ଆମ ଗାଁ ଆମ ବିକାଶ ଯୋଜନାରେ ୧ କୋଟି ୬୨ ଲକ୍ଷ ଟଙ୍କା ଦୁର୍ନୀତି ହୋଇଥିବା ନେଇ ସେପ୍ଟେମ୍ବର ୫ରେ ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ନଭେମ୍ବର ୩୦ରେ ଅବସର ନେଇଥିବା…

ଓଟିଏମ୍‌କୁ ନିଜ ଅକ୍ତିଆରକୁ ନେଲେ ସରକାର

ମଙ୍ଗୁଳି-ଜଗତପୁର/ଚୌଦ୍ୱାର, ୪।୧୨(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାରସ୍ଥିତ ଓଡ଼ିଶା ଟେକ୍ସଷ୍ଟାଇଲ ମିଲ୍‌ସ(ଓଟିଏମ୍‌) ପୁନରୁଦ୍ଧାର ପ୍ରସଙ୍ଗରେ ହାଇକୋର୍ଟ ଆସନ୍ତା ୫ତାରିଖ ଅପରାହ୍ନ ୪ଟା ସୁଦ୍ଧା ରାଜ୍ୟ ସରକାର ନିଜ ଅକ୍ତିଆରକୁ ନେବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଥିଲେ। ତେବେ ୨୪ଘଣ୍ଟା ନ ପୂରୁଣୁ ଶନିବାର ଅପରାହ୍ନରେ…

୮ ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ତୃତୀୟ ଦିବସରେ ବିଜ୍ଞାନ ଓ କାରିଗରି ବିଭାଗ ପକ୍ଷରୁ କେତେକ ରାଜିନାମା ସ୍ବାକ୍ଷରିତ ହୋଇଛି ା ବାୟୋଟେକ୍ନୋଲୋଜି କ୍ଷେତ୍ରରେ ବ୍ୟାପକ ବିକାଶ ପାଇଁ ରାଜିନାମାରେ ବ୍ୟବସ୍ଥା ରହିଛି ା ଆବଲ୍‌ (ଆସୋସିଏଶନ୍‌ ଅଫ୍‌ ବାୟୋଟେକ୍ନୋଲୋଜି…

୩୦ହଜାର ଟଙ୍କାରେ ୧୫ଦିନର ଶିଶୁ ବିକ୍ରି

ସୋର,୪।୧୨(ଡି.ଏନ୍‌.ଏ.):  ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅଞ୍ଚଳରେ ୩୦ହଜାର ଟଙ୍କାରେ ଏକ ନବଜାତ ଶିଶୁ ବିକ୍ରି ନେଇ ଅଭିଯୋଗ ହୋଇଛି। ଖବରପାଇ ଚାଇଲ୍ଡଲାଇନ ପକ୍ଷରୁ ଚଢ଼ାଉ କରାଯାଇଥିଲା। ହେଲେ ମହିଳା ଜଣକ କୋଳରେ ଧରିଥିବା ୧୫ ଦିନର ନବଜାତ ଶିଶୁ ସମ୍ପର୍କରେ…

୧୦.୫ ଲକ୍ଷ କୋଟିର ପ୍ରସ୍ତାବ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟକୁ ଏକ ବଡ଼ ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହୋଇଛି। ରାଜ୍ୟରେ ୬ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସୃଷ୍ଟି ହେବାର ଲକ୍ଷ୍ୟ ନେଇ ନଭେମ୍ବର ୩୦ରୁ ଆୟୋଜିତ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ରେ ୧୦.୫୦…

‘ସ୍ଲୋଗାନ ନୁହେଁ, ପ୍ରତିବଦ୍ଧତା’

ଭୁବନେଶ୍ୱର,୪।୧୨(ବ୍ୟୁରୋ): ମିଶନ ଶକ୍ତି ମହାସଂଘ(ଫେଡେରେଶନ)କୁ ଆହୁରି ମଜଭୁତ କରିବା ସହ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ପ୍ରତି ଜିଲାସ୍ତରୀୟ ମହାସଂଘକୁ ୧କୋଟି ଏବଂ ପ୍ରତ୍ୟେକ ବ୍ଲକସ୍ତରରେ ମହାସଂଘକୁ ୫୦ଲକ୍ଷ ଟଙ୍କାର…

ରିଲିଜ ହେଲା ମଲାଇକାଙ୍କ ଶୋ’ର ପ୍ରମୋ, ଶେୟାର କଲେ ପର୍ସନାଲ ଲାଇଫର କଥା

ମୁମ୍ବାଇ: ବଲିଉଡର ଗଳି କନ୍ଦିରେ ଏମିତି ଏକ ଖବର ପ୍ରଚାର ହୋଇଯାଇଛି ଯାହାକୁ ନେଇ ଚୁପଚାପ କିଛି ନା କିଛି ଆଲୋଚନା ହେଉଛି । କଥାଟା ହେଲା ବଲିଉଡ ବୋଲ୍ଡ ବିୟୁଟି ମଲାଇକା ପ୍ରେଗ୍ନେଟ ହୋଇଛନ୍ତି । ହେଲେ ଏଥିରେ କୌଣସି…

ରାହୁଲ ଗାନ୍ଧୀ-ଦିବ୍ୟା ମଦେରଣାଙ୍କ ଫଟୋକୁ ନେଇ ବୟାନବାଜି ଆରମ୍ଭ , ଟାର୍ଗେଟ କଲେ ମଦନ ଦିଲାୱର

ନୂଆଦିଲ୍ଲୀ,୪ ।୧୨: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ରାଜସ୍ଥାନରେ ଏଣ୍ଟ୍ରି କରିବା ପୂର୍ବରୁ ଏହାକୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି(ଭାଜପା) । ଶନିବାର ବାଡମେରରେ ପହଞ୍ଚିଥିବା ଭାଜପାର ପ୍ରଦେଶ ମହାମନ୍ତ୍ରୀ ଓ ବିଧାୟକ ମଦନ ଦିଲାୱର ରାହୁଲ ଗାନ୍ଧୀ…

ଭାରତ ବିରୋଧରେ ବିଷ ଓଗାଳିଲେ ପାକ ସେନା ମୁଖ୍ୟ ଅସିମ ମୁନିର

ଇସଲାମାବାଦ,୪ ।୧୨: ପାକିସ୍ତାନର ନବ ନିଯୁକ୍ତ ସେନା ମୁଖ୍ୟ (ସିଓଏଏସ) ଜେନରାଲ ଅସିମ ମୁନିର ଭାରତ ବିରୋଧରେ ବିଷ ଓଗାଳିଛନ୍ତି । ଜେନରାଲ ଅସିମ ମୁନିର ଶନିବାର (୩ ଡିସେମ୍ବର) ଏକ ଉସକାଇବା ଭଳି ବୟାନ ଦେଇଛନ୍ତି । ସେ କହିଛନ୍ତି…

ସନି ଲିଓନିଙ୍କୁ ଉର୍ଫିଙ୍କ ତେର୍ଚ୍ଛା ବାଣ

ମୁମ୍ବାଇ: ଆଜିକାଲି ଉର୍ଫି ଜାଭେଦ ରିୟାଲିଟି ଶୋ’ ‘ସ୍ପ୍ଲିଟ୍‌ସଭିଲା୧୪’ ରେ ନିଜର କମାଲ ଦେଖାଉଛନ୍ତି। ଶୋ’ର ଅନ୍ୟ ପ୍ରତିଯୋଗୀମାନଙ୍କୁ ଉର୍ଫି କଡ଼ା ଟକ୍କର ଦେଉଛନ୍ତି। ଏହି ଶୋ’ରେ ଉର୍ଫି ଅଧିକ ବୋଲ୍ଡ ଦେଖାଯାଉଛନ୍ତି। ଶୋ’ର ହୋଷ୍ଟ ସନ୍ନି ଲିଓନି ତାଙ୍କ ଡ୍ରେସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri