Home Left

ଅମରି ଲଟାରେ ପରିପୂର୍ଣ୍ଣ ମସିଣା ଡ୍ୟାମ

ଲାଠୋର,୩ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ରହିଥିବା ଡ୍ୟାମ(ବନ୍ଧ) ବର୍ତ୍ତମାନ ମାଟି ଢିପ ଏବଂ ଅମରି ଲଟାରେ ପରିପୂର୍ଣ୍ଣ ହୋଇରହିଛି। ଦୀର୍ଘ ବର୍ଷ ହେଲା ପଙ୍କ ଉଦ୍ଧାର ହୋଇ ନ ଥିବା ଯୋଗୁ ଗ୍ରାମ…

ପରାଜୟ ସତ୍ତ୍ୱେ ନକଆଉଟରେ ବ୍ରାଜିଲ

ଦୋହା,୩।୧୨,(ପି.ଟି.): ଆଉ ଏକ ବିପର୍ଯ୍ୟୟ ସହିତ ଶେଷ ହୋଇଛି ଫିଫା ବିଶ୍ୱକପ ୨୦୨୨ର ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌। ଏଥିସହିତ ଚୂଡାନ୍ତ ହୋଇଛି ରାଉଣ୍ଡ ଅଫ୍‌ ୧୬ର ଦଳ ତାଲିକା। ତେବେ ଚଳିତ ବିଶ୍ୱକପରେ ଆଉ ଏକ ଟପ୍‌ ଟିମ୍‌ ମାଟି କାମୁଡିଛି।…

ଦୁର୍ଗମ ଅଞ୍ଚଳରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୩।୧୨(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳ ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ, ସରକାରୀ ଯୋଜନାର କିଭଳି ଲାଭ ପାଇବେ, କିଭଳି ବିକାଶ ହେବ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ହେଲେ ଆଜି ବି…

ବିପର୍ଯ୍ୟୟ: ପର୍ତ୍ତୁଗାଲକୁ ହରାଇ ନକ୍‌ ଆଉଟରେ ଦକ୍ଷିଣ କୋରିଆ

ଦୋହା, ୩।୧୨: କାତାରରେ ଚାଲିଥିବା ଫିଫା ବିଶ୍ୱକପରେ ଶୁକ୍ରବାର ଘଟିଛି ଆଉ ଏକ ବିପର୍ଯ୍ୟୟ। ବିଶ୍ୱର ୯ ନମ୍ବର ଦଳ ପର୍ତ୍ତୁଗାଲକୁ ୨-୧ ଗୋଲରେ ହରାଇ ଦେଇଛି ୨୮ ନମ୍ବର ଦକ୍ଷିଣ କୋରିଆ। ଏଥିସହ ଜାପାନ ପରେ ଦ୍ୱିତୀୟ ଏସୀୟ ଦଳଭାବେ…

ବରଗଡ଼ ଧନୁଯାତ୍ରା: ଗୋପପୁରରେ ଶୁଭଧ୍ବଜା ସ୍ଥାପିତ

ବରଗଡ ଅଫିସ,୩।୧୨: ବରଗଡ଼ ଧନୁଯାତ୍ରା ପାଇଁ ଗୋପପୁରରେ ଶୁଭଧ୍ୱଜା ସ୍ଥାପିତ ହୋଇଛି। ଶୁକ୍ରବାର ଅପରାହ୍ନ ୩ଟାରେ ଅମ୍ବାପାଲିର ଦେବୀ ମାଁ ସମଲେଶ୍ୱରୀଙ୍କଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯିବା ପରେ ଏକ ସାଂସ୍କୃତିକ ଶୋଭାଯାତ୍ରା ବାହାରି ଗୋପପୁର ଗାଁର ସମସ୍ତ ଛୋଟବଡ଼ ମନ୍ଦିରରେ…

ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ହୋଇଛି ବ୍ୟବସ୍ଥା

ସୁନାବେଡ଼ା/ସେମିଳିଗୁଡ଼ା,୩ା୧୨(ସ୍ବ.ପ୍ର.): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ କୋରାପୁଟ ଜିଲା। ସେମିଳିଗୁନା ବ୍ଲକ ଅନ୍ତର୍ଗତ ଦୁଧାରି ପଞ୍ଚାୟତର ପୁଟସିଲ ଓ ଫୁଲବନ୍ଧ ମଧ୍ୟରେ ଥିବା ପର୍ବତ ହେଉଛି ଗିର୍ଲିମାଳି। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ଦୃଷ୍ଟିରୁ ଓଡ଼ିଶା ସରକାର ଗତବର୍ଷ ଏହାକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ।…

ପୁଣି ଇଡିରେ ହାଜର ହେଲେ ହୋଟେଲ ମାଲିକ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଶନିବାର ପୁଣି ହୋଟେଲ ମାଲିକ ଶିବ ପ୍ରସାଦ ଦାସ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ରେ ହାଜର ହୋଇଛନ୍ତି। ଏହପୂର୍ବରୁ ଗୁରୁବାର ଶିବ ପ୍ରସାଦଙ୍କୁ ଇଡି ୧୨ ଘଣ୍ଟା ଜେରା କରିଥିଲା। ତଦନ୍ତ ବେଳେ…

ଶାହରୁଖଙ୍କୁ ସାମ୍ନାରେ ଦେଖି ଭାବବିହ୍ବଳ ହୋଇଗଲେ ହଲିଉଡ ଅଭିନେତ୍ରୀ

ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌ ଏବେ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ପଠାନ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଚାରି ବର୍ଷ ଧରି ଚଳଚ୍ଚିତ୍ରଠାରୁ ଦୂରରେ ରହିଥିଲେ ମଧ୍ୟ ପ୍ରସଂଶକ ତାଙ୍କୁ ଭୁଲି ନ ଥିଲେ। ଖୁବ୍‌ଶୀଘ୍ର ତାଙ୍କ ଫିଲ୍ମ‘ପଠାନ’ ରିଲିଜ୍‌ ହେବାକୁ ଯାଉଛି।…

ବିଡିଓଙ୍କ ନାଁରେ କୋର୍ଟରେ ମାମଲା ଦାଏର କଲେ ବ୍ଲକ ଅଧ୍ୟକ୍ଷା

ଗୁଣପୁର,୩ା୧୧(ଡି.ଏନ୍‌.ଏ.): ଗୁଣପୁର ବିଡିଓ ଶାନ୍ତିପ୍ରଭା ପ୍ରଧାନଙ୍କ ନାମରେ ବ୍ଲକ ଅଧ୍ୟକ୍ଷା ଝିଲି ଶବର କୋର୍ଟରେ ଶୁକ୍ରବାର ମାମଲା ଦାୟର କରିଛନ୍ତି। ଏ ନେଇ ଗୁଣପୁର ଏସଡିଜେଏମ୍‌ଙ୍କ କୋର୍ଟରେ ୱାନ୍‌ ସିସି ୨୮/୨୨, ଦଫା ୫୦୦, ୫୦୩, ୫୦୬ରେ ମାମଲା ରୁଜୁ ହୋଇଛି।…

ଶିକ୍ଷକଙ୍କ ଲମ୍ବା ଛୁଟି ତଥ୍ୟ ପୁନଃ ମାଗିଲେ ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ନବରଙ୍ଗପୁର,୩।୧୨(ବି.ପ୍ର.): ନବରଙ୍ଗପୁର ଜିଲାରେ କେତେଜଣ ଶିକ୍ଷକ ଲମ୍ବା ଛୁଟିରେ ତ ଆଉ କେଉଁଠି ନକଲି ସାର୍ଟିଫିକେଟ ଦେଇ ଚାକିରି କରିଛନ୍ତି। ଯାଞ୍ଚ ପରେ ଧରା ପଡିଲେ ଚାକିରିରୁ ବହିଷ୍କୃତ କରାଯାଉଛି। ବହିଷ୍କାର ପୂର୍ବରୁ ନକଲିି ଶିକ୍ଷକଙ୍କୁ ଆଗୁଆ ଜଣାଇଦେବା ଓ ପରେ…

ତତ୍ପରତାର ସହ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ,୩ା୧୨(ଡି.ଏନ୍‌.ଏ.): ଉତ୍ତରାଞ୍ଚଳ ରାଜସ୍ବ କମିଶନର ଡ. ସୁରେଶ ଚନ୍ଦ୍ର ଦଳେଇ ଶୁକ୍ରବାର ଅନୁଗୋଳ ଜିଲା ଗସ୍ତରେ ଆସି ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ବିଭିନ୍ନ ବିଭାଗର କାର୍ଯ୍ୟାବଳୀ ନିରୀକ୍ଷଣ କରିଥିଲେ। ସରକାରଙ୍କ ଜନହିତକର ଯୋଜନାଗୁଡିକ କିପରି ଜନସାଧାରଣଙ୍କ ନିକଟରେ ପହଞ୍ଚାଯାଇପାରିବ…

ଦାୟିତ୍ୱ ନେଲେ ନାଲ୍‌କୋର ନୂଆ ଇଡି

ବଅଁରପାଳ,୩ା୧୨ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋର ନୂଆ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଇଡି) ଭାବେ ନିଯୁକ୍ତି ପାଇଥିବା ଭୀମସେନ ପ୍ରଧାନ ଶୁକ୍ରବାର ସ୍ମେଲଟର ଓ ପାଓ୍ବାର କମ୍ପ୍ଲେକ୍ସଠାରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ଏସ୍‌ ଆଣ୍ଡ ପି କମ୍ପ୍ଲେକ୍ସର କର୍ମଚାରୀଗଣ, ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri