Home Left

ସ୍ପାଇସ ଜେଟ, କତର ଏୟାର ୱେଜ ପରେ ଇଣ୍ଡିଗୋ ବିମାନରେ ତ୍ରୁଟି, ମୁମ୍ବାଇ ଡାଇଭର୍ଟ

ମୁମ୍ବାଇ,୩ ।୧୨: ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନ କନ୍ନୁରରୁ ଦୋହା ଯାଉଥିବା ବେଳେ ଶୁକ୍ରବାର ଏହାକୁ ମୁମ୍ବାଇ ଏୟାରପୋର୍ଟକୁ ଡାଇଭର୍ଟ କରି ଦିଆଯାଇଛି । ଗୋଟିଏ ଦିନରେ ଏହି ଯାନ୍ତ୍ରିକ ତ୍ରୁଟିର ଏହା ତୃତୀୟ ଘଟଣା । ଏହାପୂର୍ବରୁ ଶୁକ୍ରବାର ସ୍ପାଇସ…

‘୨୦୨୩ ସୁଦ୍ଧା ପଦ୍ମପୁର ହେବ ଜିଲା’

ବରଗଡ଼ ଅଫିସ୍‌/ପାଇକମାଳ/ ଝାରବନ୍ଧ/ପଦ୍ମପୁର,୩ା୧୨: କଥା ନୁହେଁ, କାମରେ ବିଶ୍ୱାସ କରେ। ଆସନ୍ତା ୨୦୨୩ ସୁଦ୍ଧା ପଦ୍ମପୁର ଜିଲା ଗଠନ ହେବ। ନିର୍ବାଚନ ଆଚରଣ ସଂହିତା ଉଠିଲେ ଚାଷୀଙ୍କ ଆକାଉଣ୍ଟରେ ମରୁଡ଼ି ସହାୟତା ଅର୍ଥାତ ଇନ୍‌ପୁଟ ସବ୍‌ସିଡ଼ି ଜମା ହେବ। ଶୁକ୍ରବାର ବିଜେଡ଼ି…

ସୋମବାର କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ରହସ୍ୟମୟୀ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ଼ ଜାରି ରଖିଛି। ଅଭିଯୁକ୍ତା ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣି ଏହି ମାମଲାରେ ଅଧିକ ତଥ୍ୟ ହାସଲ କରିବାକୁ ଇଡି ପ୍ରସ୍ତୁତି କରୁଛି। ଗତ…

ସିଏଜି ଧରିଲେ ଅବକାରୀ ଅନିୟମିତତା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମଦ ଉତ୍ପାଦନ ଓ ଯୋଗାଣ କ୍ଷେତ୍ରରେ ବ୍ୟାପକ ହେରଫେର ହେଉଛି। କେତେ ମଦ ଉତ୍ପାଦନ ଓ ଯୋଗାଣ ହେଉଛି ତାହାର ତଥ୍ୟ ଅବକାରୀ କମିଶନଙ୍କ ନିକଟରେ ରହୁନାହିଁ। ମାନୁଆଲ କମ୍ପ୍ୟୁଟର ସଫ୍ଟଓ୍ବେର କିମ୍ବା ମୋବାଇଲ ଆପ୍‌ ବଦଳରେ ମାନୁଆଲ ରେଜିଷ୍ଟର…

ଏମସିଡି ନିର୍ବାଚନ ପାଇଁ ଦିଲ୍ଲୀର ସମସ୍ତ ସରକାରୀ ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୩ ।୧୨: ଦିଲ୍ଲୀରେ ଆସନ୍ତା କାଲି ଅର୍ଥାତ୍ ୪ ଡିସେମ୍ବର ରବିବାର ନଗର ନିଗମ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ । ଡିସେମ୍ବର ୪ର ମତଦାନ ପାଇଁ ସମସ୍ତ ସ୍କୁଲରେ ପୋଲିଂ ଷ୍ଟେଶନ କରାଯିବ । ଏହାର ପ୍ରସ୍ତୁତି ପାଇଁ…

ଜୁବିନ ନୌଟିଆଲ ଆହତ

ମୁମ୍ବାଇ,୨।୧୨: ଲୋକପ୍ରିୟ ପ୍ରଚ୍ଛଦପଟ୍ଟ ଗାୟକ ଜୁବିନ ନୌଟଆଲ ଗୁରୁବାର ଭୋର ସମୟରେ ବିଲ୍ଡିଂ ଶିଡ଼ିରୁ ଖସିପଡ଼ି ଗୁରୁତର ଆହତ ହୋଇଛନ୍ତି। ତାଙ୍କ କହୁଣି ଭାଙ୍ଗିବା ସହ ପଞ୍ଜରା ହାଡ଼ରେ ଫାଟ ସୃଷ୍ଟି ହୋଇଛି। ଏଥିସହିତ ତାଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କୁ…

ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ଜଣେ ଗିରଫ

ତେଲକୋଇ,୨ା୧୨(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଦୋବଲାପାଳ ଫରେଷ୍ଟ ବିଟ୍‌ ଢିଙ୍କେଶ୍ୱରୀ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। ତାଙ୍କୁଠାରୁ ଶିକାରରେ ବ୍ୟବହୃତ ବ୍ୟାପକ ସାମଗ୍ରୀ ଜବତ ହୋଇଛି।…

ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା ଜରିମାନା…

ଗଞ୍ଜେଇ ଚାଲାଣ ମାମଲାର ଅଭିଯୁକ୍ତଙ୍କୁ ଉଠାଇନେଲା

ବ୍ରହ୍ମପୁର ଅଫିସ,୨ା୧୨: ମଧ୍ୟପ୍ରଦେଶ ଇନ୍ଦୋରର ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି)ର ଏକ ଟିମ୍‌ ଶୁକ୍ରବାର ବ୍ରହ୍ମପୁର ଆସିଥିଲା। ଏକ ଗଞ୍ଜେଇ ଚାଲାଣ ମାମଲାରେ ଏହି ଟିମ୍‌ ସଦର ଥାନା ଅଞ୍ଚଳରୁ ଜଣେ ଅଭିଯୁକ୍ତଙ୍କୁ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ବଳରେ ଉଠାଇ…

କୋର୍ଟରେ ହାଜର ହେଲେ ସାନଖେମୁଣ୍ଡି ବିଧାୟକ

ବ୍ରହ୍ମପୁର ଅଫିସ,୨ା୧୨: ସାନଖେମୁଣ୍ଡି ବିଧାୟକ ରମେଶ ଜେନା ଶୁକ୍ରବାର ଏଡିଜେ-୩ ଡା.ଇନ୍ଦୁ ଶର୍ମାଙ୍କ କୋର୍ଟରେ ହାଜର ହୋଇଥିଲେ। ବିଧାୟକଙ୍କ ନାମରେ ରୁଜୁ ହୋଇଥିବା ୪ଟି ମାମଲାରେ ତାଙ୍କର ବୟାନ୍‌ ରେକର୍ଡ଼ କରାଯାଇଥିଲା। ଦୁଇଟି ମାମଲାରେ ଶନିବାର ଜବାବସୁଆଲ ପାଇଁ ତାରିଖ ଧାର୍ଯ୍ୟ…

୪୦ ଲିଟର ମଦ ଜବତ, ୨ ମହିଳା ଗିରଫ

ପାଟଣା,୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଅବକାରୀ ଅଧିକ୍ଷକ ନାରାୟଣ ମେହେରଙ୍କ ନିର୍ଦ୍ଦେଶ କ୍ରମେ ପାଟଣା ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ୪୦ ଲିଟର ମଦ ସହ ମଦ ତିଆରି ପାଈଁ ବ୍ୟବହୃତ ସମାଗ୍ରୀ ଜବତ ହୋଇଛି। ବେଆଇନ…

ଡକାୟତି ଘଟଣାରେ ୩ ଗିରଫ

ଭଣ୍ଡାରିପୋଖରୀ,୨।୧୨(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ପୋଲିସ ଏକ ଡକାୟତି ଘଟଣାରେ ୩ ଯୁବକଙ୍କୁ ଗୁରୁବାର ରାତିରେ ଧାମନଗର ଛକଠାରୁ ଗିରଫ କରିଛି। ସେମାନେ ହେଲେ ଧାମନଗର ମୁନସୀପାଟଣା ଅଞ୍ଚଳର ସେକ୍‌ ସର୍ପଉଦ୍ଦିନ, ସେକ୍‌ ନିଆମତୁଲା ଓ ହବିବନଗରର ସେକ୍‌ ସଲିମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri