Home Left

ରାହୁଲଙ୍କୁ ଗୋଲାପ ଦେଲେ ସ୍ବରା

ନୂଆଦିଲ୍ଲୀ,୧।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡା ଯାତ୍ରା ଗୁରୁବାର ଉଜୈନରେ ପହଞ୍ଚିଛି। କଂଗ୍ରେସ ଏହି ଯାତ୍ରାରେ ସାମିଲ ହେବା ପାଇଁ ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ମଧ୍ୟ ଉଜୈନରେ ପହଞ୍ଚିଥିଲେ। ଏହାପରେ ସେ ରାହୁଲ ଗାନ୍ଧୀଙ୍କ ସହ ଯାତ୍ରାରେ…

ଭାରତ ପାଇଁ ଐତିହାସିକ ମୂହୂର୍ତ୍ତ: ପି. କେ. ମିଶ୍ର

ନୂଆଦିଲ୍ଲୀ,୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଗୁରୁବାର ଭାରତର ଜି -୨୦ ଅଧ୍ୟକ୍ଷତାକୁ ଏକ ଐତିହାସିକ ମୂହୂର୍ତ୍ତ ବୋଲି ଅଭିହିତ କରିଛନ୍ତି। ସେ କହିଛନ୍ତି, ଦେଶର ପ୍ରତିଷ୍ଠା ଓ ଖ୍ୟାତିକୁ ଉପଯୁକ୍ତ ଭାବେ ପ୍ରଦର୍ଶନ କରିବା ଆମ…

ଭାରତ ଯୋଡ଼ୋ ଯାତ୍ରାରେ ସାମିଲ ହେଉଛନ୍ତି ସେଲିବ୍ରିଟି

ଉଜ୍ଜୟିନୀ,୧ା୧୨: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରରେ ରାହୁଲ ଗାନ୍ଧୀଙ୍କ ସହ ଜଣେ ପରେ ଜଣେ ସେଲିବ୍ରିଟି ସାମିଲ ହେଉଛନ୍ତି। ଏହି କ୍ରମରେ ଗୁରୁବାର ଅଭିନେତ୍ରୀ ସ୍ବରା ଭାସ୍କର ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାହୁଲଙ୍କ ସହିତ ପଦଯାତ୍ରା କରିଥିଲେ। ଏହି ଜନ ସମ୍ପର୍କ କାର୍ଯ୍ୟକ୍ରମରେ…

ଗାଁ ଗାଁ ବୁଲି ବିଜେଡି ପ୍ରାର୍ଥିନୀଙ୍କ ମାରାଥନ ପ୍ରଚାର

ପଦ୍ମପୁର/ବରଗଡ ଅଫିସ, ୧।୧୨: ପଦ୍ମପୁର ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ପକ୍ଷରୁ ବିଭିନ୍ନ ଗ୍ରାମପଞ୍ଚାୟତରେ ମାରାଥନ ପ୍ରଚାର କରାଯାଛଛି। ଏହି କ୍ରମରେ ଗୁରୁବାର ଲଖମରା, ସାପଲହର, ବାଦିକଟା ବୁକୁରାମୁଣ୍ଡା, କୁଧରେନପାଲି, ବମରିତ, ଲହଙ୍ଗିର ଆଦି ଗାଁରେ ଦଳୀୟ ପ୍ରାର୍ଥତ୍ନୀ ବର୍ଷା…

ବୃଦ୍ଧ ଦମ୍ପତିଙ୍କୁ ନିଶା ଦେଇ ଲୁଟ୍‌ ଉଦ୍ୟମ

ହିଞ୍ଜିଳିକାଟୁ ୧।୧୨ ( ଡିଏନଏ): ବୃଦ୍ଧ ଦମ୍ପତିଙ୍କୁ ନିଶା ଦେଇ ଲୁଟ୍‌ ଉଦ୍ୟମ। ଗୁରୁବାର ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବସ୍‌ଷ୍ଟାଣ୍ଡରେ ଏଭଳି ଘଟଣା ସାମ୍ନାକୁ ଆସିଛି। ଜଣେ ଅପରିଚିତ ବ୍ୟକ୍ତି କୌଶଳରେ ନିଶା ଦେଇ ଲୁଟ ଉଦ୍ୟମ କରୁଥିବା ସମୟରେ ବୃଦ୍ଧ…

ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ ପର୍ଯ୍ୟଟକ

ସମ୍ବଲପୁର,୧ା୧୨(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାର ପାର୍ଶ୍ୱ ଜମାଦାରପାଲିଠାରେ ଗୁରୁବାର ହୀରାକୁଦ ଇକୋ ରିଟ୍ରିଟ୍‌ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ୍‌ ମୋଡ୍‌ରେ ହୀରାକୁଦ ସମେତ ଓଡ଼ିଶାର ୬ଟି ସ୍ଥାନରେ ଇକୋ ରିଟ୍ରିଟର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ଉତ୍ତରାଞ୍ଚଳ ରାଜସ୍ବ…

ବିପଦପୂର୍ଣ୍ଣ ଅବସ୍ଥାରେ ଯାତ୍ରୀ ବିଶ୍ରାମାଗାର

ରାଇକିଆ, ୧।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବସ୍‌ଷ୍ଟାଣ୍ଡ ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଏହି ବିଶ୍ରାମାଗାର ଜିଲାର ଏକ ପ୍ରମୁଖ ବସ୍‌ ଷ୍ଟାଣ୍ଡରେ ଥିବାରୁ ଦିନ ତମାମ ଯାତ୍ରୀ ସେଠାରେ ବସାଉଠା କରନ୍ତି। ତେବେ ବିଶ୍ରାମାଗାର ଛାତରୁ ପଲସ୍ତରା…

୮ ମାସ ହେଲା ଦୋକାନରୁ ଚୋରି କରୁଥିଲେ ମ୍ୟାନେଜର, ସେଲ୍‌ସ ମ୍ୟାନ୍‌

ବ୍ରହ୍ମପୁର ଅଫିସ,୧।୧୨: ବଡବଜାର ଥାନା ଅଞ୍ଚଳର ଏକ ଜୁଏଲେରୀରୁ ସୁନା ଅଳଙ୍କାର ଚୋରି ଘଟଣାରେ ପୋଲିସ ଦୋକାନ ମ୍ୟାନେଜର ଓ ସେଲ୍‌ସ ମ୍ୟାନ୍‌ଙ୍କୁ ଅଟକ ରଖିଛି। ସେମାନେ ହେଲେ ବଡବଜାର ଥାନା ଫାଷ୍ଟଗେଟର ନିରଞ୍ଜନ ଦାସ ଏବଂ ନରେନ୍ଦ୍ରପୁର ଥାନା ଅଧୀନ…

ରାସ୍ତାକଡରେ ଆବର୍ଜନା ପଡିବାରୁ ରାସ୍ତା ଅବରୋଧ

କେନ୍ଦୁଝର,୧।୧୨ (ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡା ଥାନା ଅନ୍ତର୍ଗତ ନରଣପୁର-ଡୁବୁରି ରାସ୍ତାର ଉକୁଚାବେଡା ନିକଟରେ କେନ୍ଦୁଝର ସହରରୁ ବାହାରୁଥିବା ମଇଳା ଆବର୍ଜନା ଫିଙ୍ଗା ଯାଉଥିବା ପ୍ରତିବାଦରେ ଗୁରୁବାର ସ୍ଥାନୀୟ ଲୋକେ ପ୍ରତିବାଦ କରି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଉକ୍ତ ରାସ୍ତାରେ…

ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୨(ବ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପଦ୍ମପୁର ଯିବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟାରେ ପଦ୍ମପୁରରେ ପହଞ୍ଚି ପ୍ରାୟ ସାଢ଼େ ୧୧ଟାରେ ଝାରବନ୍ଧରେ ଜନସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡିଛି। ତା’ପରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସଭାକୁ ସମ୍ବୋଧିତ କରିବେ।…

ଘରେ ଥିଲା ଭଉଣୀର ମୃତଦେହ ହେଲେ ସେହିଦିନ ଷ୍ଟେଜ ଶୋ’କରିବାକୁ ଯାଇଥିଲେ ଏହି ହାସ୍ୟ ଅଭିନେତା

ବଲିଉଡ ପ୍ରସିଦ୍ଧ ଅଭିନେତା ତଥା ହାସ୍ୟ ଅଭିନେତା ଜୋନି ଲିଭରଙ୍କ କମେଡି ସମସ୍ତେ ପସନ୍ଦ କରନ୍ତି। ଜୋନି ଲିଭର ଅନେକ ଫିଲ୍ମ ଏବଂ ଶୋ’ରେ ନଜର ଆସିଛନ୍ତି। ଜୋନି ଆଜି ଯେଉଁ ସ୍ଥାନରେ ପହଞ୍ଚିଛନ୍ତି,ସେଥିପାଇଁ ସେ ବହୁତ କଷ୍ଟ କରିଛନ୍ତି। କ୍ୟାରିୟର…

ଅହମ୍ମଦାବାଦରେ ୫୪କି.ମି. ଯାଏ ମୋଦିଙ୍କ ମେଗା ରୋଡ ଶୋ’: ୧୪ ବିଧାନସଭାକୁ କରିବ କଭର୍‌

ଅହମ୍ମଦାବାଦ,୧।୧୨: ଗୁଜରାଟରେ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ଅନ୍ୟପଟେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମ୍ମଦାବାଦରେ ଏକ ମେଗା ରୋଡ ଶୋ’ କରିଛନ୍ତି। ମୋଦିଙ୍କ ଏହି ୫୪ କିଲୋମିଟର ଲମ୍ବା ରୋଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri