Home Left

ଏନ୍‌ଏସି ଓ ଉପଖଣ୍ଡ ମାନ୍ୟତା ଦାବି ତେଜିଲା

ମୁନିଗୁଡ଼ା,୧୦ା୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ବ୍ୟବସାୟୀ ନଗରୀ ମୁନିଗୁଡାକୁ ଏନ୍‌ଏସି ଓ ଉପଖଣ୍ଡ ମାନ୍ୟତା ଦାବି ଜୋର ଧରିବାରେ ଲାଗିଛି। ଶୁକ୍ରବାର ଏହି ଦାବି ନେଇ ସ୍ଥାନୀୟ କନ୍ୟକା ପରମେଶ୍ବରୀ ମନ୍ଦିର ପରିସରରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯନ୍ତ…

ଦିଲ୍ଲୀ ଜଳ ବୋର୍ଡର ଉପାଧ୍ୟକ୍ଷ ହେଲେ ସୋମନାଥ ଭାରତୀ

ନୂଆଦିଲ୍ଲୀ,୧୦।୩: ଆମ ଆଦମୀ ପାର୍ଟିର ବିଧାୟକ ସୋମନାଥ ଭାରତୀଙ୍କୁ ଦିଲ୍ଲୀ ଜଳ ବୋର୍ଡର ଉପାଧ୍ୟକ୍ଷ କରାଯାଇଛି। ସୌରଭ ଭରଦ୍ୱାଜ ମନ୍ତ୍ରୀ ହେବା ପରେ ସୋମନାଥ ଭାରତୀଙ୍କୁ ଦିଲ୍ଲୀ ଜଳ ବୋର୍ଡର ଉପାଧ୍ୟକ୍ଷ କରାଯାଇଛି। ସୌରଭ ଭରଦ୍ୱାଜଙ୍କ ପୂର୍ବରୁ ରାଘବ ଚଡ୍ଡା ଏହି…

ରାମନବମୀ ମହୋତ୍ସବ ଶୋଭାଯାତ୍ରାରେ ବାଜିବ ନି ଡିଜେ

ଭଦ୍ରକ ଅଫିସ,୧୦।୩: ଭଦ୍ରକ ରାମନବମୀ ମହୋତ୍ସବ ଉପଲକ୍ଷେ ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ୩୩ ବର୍ଷରେ ପଦାର୍ପଣ କରିଥିବା ଏହି ମହୋତ୍ସବ ଉପଲକ୍ଷେ ଆସନ୍ତା ୧୨ ତାରିଖରେ…

୨୦ମହଲା ବିଲ୍ଡିଂରୁ ପଡ଼ି ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ବାପାଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୦।୩: ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରଓ୍ବାଲଙ୍କ ବାପା ରମେଶ ଅଗ୍ରଓ୍ବାଲଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ଗୁରୁଗ୍ରାମରେ ଏକ ଉଚ୍ଚ ମହଲାରୁ ଖସିପଡି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଓୟୋର ଜଣେ ମୁଖପାତ୍ର ରିତେଶ ଅଗ୍ରୱାଲଙ୍କ ପିତାଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି।…

ମାର୍ଚ୍ଚ ୧୧ରେ ସର୍ବଦଳୀୟ ବୈଠକ ଡକାଇଲେ ଫାରୁକ ଅବଦ୍ଦୁଲା

ଶ୍ରୀନଗର,୧୦।୩: ସଂସଦର ସଦସ୍ୟ ତଥା ନ୍ୟାସନାଲ କନ୍‌ଫରେନ୍ସର ଅଧ୍ୟକ୍ଷ ଡକ୍ଟର ଫାରୁକ ଅବଦ୍ଦୁଲା ଜମ୍ମୁ-କଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳ ସମ୍ପର୍କରେ ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ରାଜ୍ୟ ସମ୍ମୁଖୀନ ହେଉଥିବା ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ଏହି ବୈଠକ ଅନୁଷ୍ଠିତ…

ପୁରୀରେ ପୁଣି ଅଗ୍ନିକାଣ୍ଡ

ପୁରୀ ଅଫିସ,୧୦।୩: ପୁରୀରେ ପୁଣି ଅଗ୍ନିକାଣ୍ଡ ଘଟିଛି। ବୁଧବାର ପୁରୀ ବଡ଼ଦାଣ୍ଡ ମରୀଚିକୋଟ ଛକ ନିକଟରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪୩ ଦେକାନ ପୋଡ଼ି ଛାରକାର ହୋଇଥିବା ବେଳେ ଶୁକ୍ରବାର ନୀଳାଦ୍ରି କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ଖବରପାଇ ଅଗ୍ନିଶମ…

ପାଟଣା, ସାହାରପଡ଼ା ବ୍ଲକରେ ୧୬୧ ଛାତ୍ରୀଛାତ୍ର ପରୀକ୍ଷାରେ ଅନୁପସ୍ଥିତ

ପାଟଣା,୧୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ଉଚ୍ଚ ମାଧମିକ ପରିଷଦ କଟକ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶୁକ୍ରବାର ଆରମ୍ଭ ହୋଇଯାଇଛି। ପାଟଣା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ର ଓ ସାହାରପଡ଼ା ବ୍ଲକରେ ୯ଟି ପରୀକ୍ଷା…

ଟୁଇଟ୍‌ରେ ୨ ନେତ୍ରୀ ମୁହାଁମୁହିଁ

ଭୁବନେଶ୍ୱର ଅଫିସ,୧୦।୩(ବ୍ୟୁରୋ): ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଓ ଭାଜପା ନେତ୍ରୀ ଅର୍ପିତା ଅପରାଜିତ ବଡ଼ଜେନା ସୋସିଆଲ ମିଡିଆରେ ମୁହାଁମୁହିଁ ହୋଇଛନ୍ତି। ଦୁଇ ନେତ୍ରୀଙ୍କ ମଧ୍ୟରେ ଟୁଇଟ୍‌ ଯୁଦ୍ଧ ଲାଗିଛି। ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡକୁ ନେଇ…

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୦।୩(ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖରୁ ଆରମ୍ଭ ହେଉଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା। ଏହାକୁ ମାତ୍ର ଆଉ ଚାରିଦିନ ବାକି ରହିଥିବା ବେଳେ ଜିଲା ପ୍ରଶାସନ ପକ୍ଷରୁ ଏବେ ପ୍ରସ୍ତୁତି ଜୋରଦାର ଚାଲିବା…

ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ: ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ୩୬/୦

ଅହମଦାବାଦ,୧୦।୩: ଅହମଦାବାଦ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ବିନା କୌଣସି ଉଇକେଟ ହରାଇ ୩୬ ରନ୍‌ କରିଛି। ଫଳରେ ଭାରତ ପ୍ରଥମ ଇନିଂସଠାରୁ ୪୪୪ ରନ୍‌ର ପଛରେ…

ଜମି ବଦଳରେ ଚାକିରି ଦେବା ମାମଲା: ତେଜସ୍ବୀଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୧୦।୩: ଜମି ବଦଳରେ ଚାକିରି ଦେବା ମାମଲାରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଚଢ଼ାଉ କରିଛି। ରାଜଧାନୀର ନ୍ୟୁ ଫ୍ରେଣ୍ଡସ୍‌ କଲୋନୀରେ ଥିବା ଆରଜେଡି ନେତାଙ୍କ ବାସଭବନରେ…

ଅଷ୍ଟ୍ରେଲିଆ ୪୮୦ ରନ୍‌ରେ ଅଲ୍‌ଆଉଟ

ଅହମଦାବାଦ,୧୦।୩: ଅହମଦାବାଦ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୮୦ ରନ୍‌ କରି ଅଲ୍‌ଆଉଟ ହୋଇଯାଇଛି। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଦଳର ଦୁଇ ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?