Home Left

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି ବିକ୍ଷୋଭ ହୋଇଥିଲା। ଟୁଇବୋଙ୍ଗ ବଜାର ନିକଟରେ ବିକ୍ଷୋଭକାରୀ କିପ୍‌ଗେନ୍‌ଙ୍କ ବିରୋଧରେ ସ୍ଳୋଗାନ ଦେଇ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ସଂଘର୍ଷ ହୋଇଥିଲା l ଭୁଜାଲି ଆକ୍ରମଣରେ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ ଫଟୋ ସେୟାର କରି ନିଜର ପ୍ରେମ ସମ୍ପର୍କ ବିଷୟରେ ସୂଚନା ଦେବା ପରେ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ ଲାଗିଛି। ଯାହାଫଳରେ ତାଙ୍କ ଚେହେରାର ଗଠନ ସମ୍ପୂର୍ଣ୍ଣ ବଦଳି ଯାଇଥିବା ଦେଖିବାକୁ ମିଳିଛି।…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନାହଗୁଣା ଗ୍ରାମର ରତ୍ନାକର…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଖୋଲାଖୋଲି ଭାବରେ କଥା ହୋଇଥିଲେ। ଉପମୁଖ୍ୟମନ୍ତ୍ରୀ ଭାବରେ ସୁନେତ୍ରା ପାୱାରଙ୍କ ପଦବୀ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd ମିଳିତ ପ୍ରବେଶିକା ପରୀକ୍ଷା ୨୦୨୬’ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ୍‌ କରି ବ୍ୟବଚ୍ଛେଦ ପରେ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲା।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ ଇଂଲଣ୍ଡ ଅଧିନାୟକ ନାସର ହୁସେନ୍‌ଙ୍କ ଏକ ମନ୍ତବ୍ୟ କ୍ରିକେଟ ଜଗତରେ ନୂଆ ବିବାଦ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ ଯୋଗୁ ବ୍ଲକର ୩ ସରପଞ୍ଚ, ୩ ସମିତି ସଭ୍ୟଙ୍କୁ କଂଗ୍ରେସ ଦଳରୁ ନିଳମ୍ବିତ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ ଦୃଶ୍ୟପଟ ଏବଂ ତାଙ୍କ ସମର୍ଥକମାନଙ୍କୁ ଭାବପ୍ରବଣ କରିଦେଇଛି। ଜିଲା ପରିଷଦ ନିର୍ବାଚନ ପ୍ରଚାର…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ ଶ୍ବଶୁର ଘର ଲୋକେ ଯୋଜନାବଦ୍ଧ ଭାବେ ବିଷ ପିଆଇ ହତ୍ୟା କରିଥିବା ଅଭିଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri