ଗଛ କାଟିଲେ ସରପଞ୍ଚ
ବରୀ,୧।୧୨(ଡି.ଏନ.ଏ.): ପରିବେଶ ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ଗଛ ହିଁ ଏକମାତ୍ର ମାଧ୍ୟମ। ସେଥିପାଇଁ ବିଭିନ୍ନ ସ୍ଥାନରେ ଚାରା ରୋପଣ ଉପରେ ପରିବେଶବିତ୍ ଓ ସରକାର ଗୁରୁତ୍ୱାରୋପ କରୁଛନ୍ତି। ହେଲେ ବରୀ ତହସିଲ ଅଧୀନ ବୋଦୁଅ ପଞ୍ଚାୟତର ସରପଞ୍ଚ ଦେବୀ…
ମଶା ଉପଦ୍ରବରେ ସହରବାସୀ ନୟାନ୍ତ
ଯାଜପୁର ଅଫିସ,୧ା୧୨: ଘରୋଇକରଣ ହେଲେ ପରିମଳ ବ୍ୟବସ୍ଥା ସୁଧୁରିବ ବୋଲି ବ୍ୟାସନଗର ପୌରାଞ୍ଚଳବାସୀ ବହୁତ ଆଶା ରଖିଥିଲେ। ହେଲେ ଗତ କିଛି ମାସ ହେଲା ସବ୍ୟସାଚୀ ମହାକୁଡ ନାମକ ଏକ ଘରୋଇ ସଂସ୍ଥାକୁ ସଫେଇ ଦାୟିତ୍ୱ ଦେବା ପରେ ବ୍ୟାସନଗର ପୌର…
ସାଇକେଲରେ ଗ୍ୟାସ ସିଲିଣ୍ଡର ନେଇ ଭୋଟ ଦେବାକୁ ପହଞ୍ଚିଲେ କଂଗ୍ରେସ ପ୍ରାର୍ଥୀ, ଭିଡ଼ିଓ ଭାଇରାଲ…
ଅମରେଲି,୧।୧୨ : ଗୁଜରାଟରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଗୁରୁବାର ଆରମ୍ଭ ହୋଇଛି। ଏହି ସମୟରେ ଆମରେଲିରେ କଂଗ୍ରେସ ପ୍ରାର୍ଥୀ ପରେଶ ଧନାନୀଙ୍କ ଏକ ଭିନ୍ନ ଶୈଳୀରେ ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଥିବା ଦେଖିବାକୁ ମିଳିଛି। ସେ…
ଅପ୍ରୋଚ ରୋଡ଼ ନିର୍ମାଣରେ ଫାଟ
ଚଣ୍ଡିଖୋଲ,୧ା୧୨ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ଚଣ୍ଡିଖୋଲ ଉପଖଣ୍ଡ ଅଧୀନ ବାଉଜଙ୍ଗ-ଧାଉଡ଼ିଆପଦା ରାସ୍ତାର ଚାରିନଙ୍ଗଳଠାରେ ବିରୂପା ନଦୀ ଉପରେ ସେତୁ ନିର୍ମାଣ ହୋଇଛି। ଏହି ସେତୁ ନିର୍ମାଣ କାମ ୨ବର୍ଷ ହେବ ଶେଷ ହୋଇଛି। ହେଲେ ଉଭୟ ପାର୍ଶ୍ୱରେ ଅପ୍ରୋଚ୍ ରୋଡ…
ପୁଞ୍ଜିନିବେଶକାରୀଙ୍କ ପାଇଁ ୮ ନୂଆ ନୀତି
ଭୁବନେଶ୍ୱର,୧।୧୨(ବ୍ୟୁରୋ): ବୁଧବାରଠାରୁ ଭୁବନେଶ୍ୱରରେ ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ ଆରମ୍ଭ ହୋଇଛି। ଏହାର ଅବ୍ୟବହିତ ପୂର୍ବରୁ ରାଜ୍ୟ ସରକାର ପୁଞ୍ଜିପତିମାନଙ୍କୁ ଆକୃଷ୍ଟ କରିବାକୁ ୮ଟି ନୂଆ ନୀତି(ପଲିସି) ଆଣିଛନ୍ତି। କ୍ୟାବିନେଟରେ ଉକ୍ତ ପଲିସିଗୁଡ଼ିକୁ ଅନୁମୋଦନ କରାଯାଇଛି। ଏହାଛଡ଼ା ଅନେକ ନୀତିଗତ ନିଷ୍ପତ୍ତି…
ଫ୍ରାପାର୍ଟ ପ୍ରଥମ ମହିଳା ରେଫରି
ଦୋହା, ୧।୧୨ (ଏପି): ଫିଫା ବିଶ୍ୱକପ୍ (ପୁରୁଷ) ଇତିହାସରେ ପ୍ରଥମଥର ପାଇଁ ଜଣେ ମହିଳା ରେଫରି ମ୍ୟାଚ ପରିଚାଳନା କରିବାକୁ ଯାଉଛନ୍ତି। ସେ ହେଲେ ଫ୍ରାନ୍ସର ଷ୍ଟିଫେନି ଫ୍ରାପାର୍ଟ। ଗୁରୁବାର ଅଲ୍ବାୟଟ ଷ୍ଟାଡିୟମରେ ସେ ଜର୍ମାନୀ ଓ କୋଷ୍ଟାରିକା ମ୍ୟାଚ ପରିଚାଳନା…
ଓଡ଼ିଶା ରୋଲବଲ୍ ବାଳିକା ଦଳ ମିଳିତ ଚାମ୍ପିୟନ
ଭୁବନେଶ୍ୱର, ୧।୧୨(କ୍ରୀଡ଼ା ପ୍ରତିନିଧି): ପୁଣେରେ ଅନୁଷ୍ଠିତ ଏକ୍ ଭାରତ ଶ୍ରେଷ୍ଠ ଭାରତ ଜାତୀୟ ରୋଲବଲ ଚାମ୍ପିୟନଶିପ୍ରେ ଓଡ଼ିଶା ଦଳ ସଫଳତା ଅର୍ଜନ କରିଛି। ବୁଧବାର ଶେଷ ହୋଇଥିବା ପ୍ରତିଯୋଗିତାରେ ଓଡ଼ିଶା-ମହାରାଷ୍ଟ୍ର ମିଳିତ ସିନିୟର ବାଳିକା ଦଳ ଚାମ୍ପିୟନ ହୋଇଛି। ଫାଇନାଲରେ ଏହି…
ଓଡ଼ିଶା ଉଷୁ ଦଳକୁ ୧୬ ପଦକ
ଭୁବନେଶ୍ୱର, ୧।୧୨ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡେସ୍ଥିତ ଭି.କେ. କ୍ରିଷ୍ଣାମେନନ ଇନ୍ଡୋର ଷ୍ଟାଡିୟମରେ ବୁଧବାର ଶେଷ ହୋଇଥିବା ଖେଲୋ ଇଣ୍ଡିଆ ଉଷୁ ମହିଳା ଜୋନାଲ ଲିଗ୍ (ସାଉଥ୍ ଜୋନ୍)ରେ ଓଡ଼ିଶା ଦଳ ମୋଟ ୧୬ଟି ପଦକ ପାଇଛି। ଏହା ମଧ୍ୟରେ ୪…
ପ୍ରଶାସନର ଦୃଷ୍ଟି ଆଢୁଆଳରେ ଦୁଇ ଗାଁ
ଚିତ୍ରକୋଣ୍ଡା,୧ା୧୨(ଡି.ଏନ୍.ଏ.): ଓଡ଼ିଶା ଆନ୍ଧ୍ର ସୀମାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତ ଅନ୍ତର୍ଭୁକ୍ତ ଉପାନ୍ତ ଦୁର୍ଗମ ଇଲାକା ଜୁମଡାଙ୍ଗଠାରୁ ୭ କିଲୋମିଟର ପାହାଡ଼ି ଭିତରେ ଅବସ୍ଥିତ ଥିବା ଦୁଇଟି ଗାଁ କନ୍ଦୁଲପାଡୁ ଏବଂ ବାଙ୍ଗରାକୋଣ୍ଡା ପ୍ରଶାସନର ଦୃଷ୍ଟି ଆଢୁଆଳରେ…
କିଟ୍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର
ଭୁବନେଶ୍ୱର, ୧।୧୨ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍)କୁ ବୁଧବାର ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାରରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ କିଟ୍ ଓ କିସ୍ର ପ୍ରତିଷ୍ଠାତା ତଥା ଏମ୍ପି ଅଚ୍ୟୁତ ସାମନ୍ତ ଏହି…
କଟକ ‘ଏ’ ଜିତିଲା କଳାହାଣ୍ଡି କପ୍
ଭୁବନେଶ୍ୱର, ୧।୧୧୨(କ୍ରୀଡ଼ା ପ୍ରତିନିଧି) : କଟକ ‘ଏ’ ଚଳିତ ବର୍ଷର କଳାହାଣ୍ଡି କପ୍ ବିଜେତା ହୋଇଛି। ବିଡ଼ାନାସୀ ଗ୍ରାଉଣ୍ଡରେ ଅନୁଷ୍ଠିତ ଫାଇନାଲରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ କଟକ ‘ଏ’ ବିଜେତା ଘୋଷିତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା କଟକ ‘ଏ’…
‘ଆଲୁମିନିୟମ ୱାର୍ଲଡ’ ଉଦ୍ଘାଟିତ
ଭୁବନେଶ୍ୱର,୧।୧୨: ମେକ୍ ଇନ୍ ଓଡ଼ିଶା (ଏମ୍ଆଇଓ) କନ୍କ୍ଲେଭ-୨୨ ବୁଧବାର ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏପରିକି ଉକ୍ତ କନ୍କ୍ଲେଭରେ ବେଦାନ୍ତ ଆଲୁମିନିୟମ ମଧ୍ୟ ଅଂଶଗ୍ରହଣ କରିଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଏକ ସର୍ବବୃହତ୍ ଷ୍ଟଲ୍ର…
Archives


