କେନାଲ କୂଳ ଜମିକୁ ମାଡୁନି ପାଣି
ବରଗଡ଼ ଅଫିସ୍,୧୦।୩: ଚଳିତ ରବିଧାନ ଫସଲରେ ବରଗଡ଼ ଜିଲା ହୀରାକୁଦ ଜଳସେଚିତ ଅଞ୍ଚଳର ଚାଷୀମାନେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। କେନାଲ ବିଭାଗର ଦୂରଦୃଷ୍ଟିହୀନତା ଯୋଗୁ ଏହି ସ୍ଥିତି ଉପୁଜିଛି। ବରଗଡ଼ ମୁଖ୍ୟ କେନାଲର କଟାପାଲି ଏବଂ କମଗାଁ ମଝି ଜିରା…
ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଧାରଣା
ଭଦ୍ରକ ଅଫିସ,୧୦ା୩: ଭଦ୍ରକ ଜିଲା ଧାମନଗର ବ୍ଲକ ରଇପୁର ଗ୍ରାମରେ ଏକ ବେଆଇନ କୁକୁଡ଼ା ଫାର୍ମ ନିର୍ମାଣ ବନ୍ଦ ଦାବିରେ ଗ୍ରାମବାସୀ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି। ଗ୍ରାମର ଦକ୍ଷିଣ ପାର୍ଶ୍ୱରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତି କୁକୁଡ଼ା…
ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍ ଟନ୍ ଗହମ ପଠାଇବ ଭାରତ
ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍ ଟନ୍ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ ଏସିଆ ମିଳିତ ଓ୍ବାର୍କିଂ ଗ୍ରୁପ୍ର ଏକ ବୈଠକରେ ଏନେଇ ଘୋଷଣା କରାଯାଇଥିଲା। ତେବେ ଭାରତର…
ସ୍କୁଲ ବନ୍ଦ ପରେ ପିଲାଙ୍କୁ ମିଳୁନି ଯାତାୟାତ ଖର୍ଚ୍ଚ
ନବରଙ୍ଗପୁର,୧୦।୩(ବି.ପ୍ର.): ୨୦ରୁ କମ୍ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଲେ। ନବରଙ୍ଗପୁର ଜିଲାରେ ୨୦୧୯-୨୦ ଶିକ୍ଷାବର୍ଷ ପରେ ଜିଲାର ୧୧୦ ପ୍ରାଥମିକ ଓ ୨୪ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରାଯାଇ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ…
ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି: ଗୃହ ଅଚଳ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠୁ ଆରମ୍ଭ ହୋଇଥିବା ବେଳେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ॥ ଏହାପରେ…
ଦେଶରେ ଆଜି ୪୪୦ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪୦ ନୂଆ କରୋନା ମାମଲା ଚିହ୍ନଟ…
ଜନତା ହାଇସ୍କୁଲରେ ମାତୃଭାଷା ପରୀକ୍ଷା ଦେଲେ ୨୫୧ ଛାତ୍ରୀଛାତ୍ର
ବେଗୁନିଆପଡ଼ା,୧୦ା୩(ଡି.ଏନ୍.ଏ.): ଶୁକ୍ରବାରଠାରୁ ରାଜ୍ୟରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଇଛନ୍ତି। ପ୍ରଥମ ଦିନରେ ପରୀକ୍ଷାର୍ଥୀ ୧ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ…
ଜିଲା ସଦର ମହକୁମାରେ ପାନୀୟ ଜଳ ଅଭାବ
ରାୟଗଡ଼ା,୧୦ା୩(ସ୍ବ.ପ୍ର.): ରାୟଗଡ଼ା ଜିଲା ସଦର ମହକୁମାରେ ପାନୀୟ ଜଳର ଅଭାବ ଦେଖାଦେଉଛି। ରାୟଗଡ଼ା ପରିପାର୍ଶ୍ୱରେ ନାଗାବଳୀ ଓ ଝଞ୍ଜାବତୀ ଦୁଇଟି ନଦୀ ପ୍ରବାହିତ ହୋଉଥିଲେ ମଧ୍ୟ ସହରବାସୀଙ୍କୁ ଉପଯୁ୍କ୍ତ ପରିମାଣର ପାଣି ମିଳୁନି। ଗ୍ରୀଷ୍ମ ଆରମ୍ଭ ପୂର୍ବରୁ ପିଇବା ପାଣି ସମସ୍ୟା…
କରଣ ଜୋହରଙ୍କ ଏହି ଫିଲ୍ମରେ ସ୍ବାମୀ ହର୍ଷଙ୍କ ସହ ନଜର ଆସିବେ କମେଡି କୁଇନ୍
ମୁମ୍ବାଇ: ଲୋକପ୍ରିୟ ହାସ୍ୟ ଅଭିନେତା ଭାରତୀ ସିଂ ତାଙ୍କ ପ୍ରଶଂସକଙ୍କୁ ହସେଇବା ପାଇଁ କୌଣସି ମୌକା ହାତ ଛଡା କରନ୍ତି ନାହିଁ। ଭାରତୀ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍। କିଛି ନା କିଛି ଫୋଟା ଭିଡିଓ ଶେୟାର କରି ପ୍ରଶଂସକଙ୍କୁ ଖୁବ୍…
ଅଗ୍ନିବୀରଙ୍କୁ ବଡ଼ ଉପହାର: ମିଳିବ ୧୦ ପ୍ରତିଶତ ଆରକ୍ଷଣ
ନୂଆଦିଲ୍ଲୀ,୧୦।୩: ଅଗ୍ନିପଥ ଯୋଜନା ଅନ୍ତର୍ଗତ ନୂତନ ନିଯୁକ୍ତି ପ୍ରକ୍ରିୟାରେ ଭାରତୀୟ ସେନାରେ ଯୋଗଦେଉଥିବା ଅଗ୍ନିବୀରମାନଙ୍କୁ କେନ୍ଦ୍ର ସରକାର ହୋଲି ଉପରେ ଏକ ବଡ ଉପହାର ଦେଇଛନ୍ତି। ପୂର୍ବତନ-ଅଗ୍ନିବୀରଙ୍କ ପାଇଁ ବିଏସଏଫରେ ଖାଲିଥିବା ପଦବୀରେ କେନ୍ଦ୍ର ସରକାର ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା…
ମୃତଦେହ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ: ୩ ଗୁରୁତର
ଦାରିଙ୍ଗବାଡ଼ି,୧୦ା୩(ଡି.ଏନ୍.ଏ.): ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି। ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ…
ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଇଡି ଚଢାଉ
ନୂଆଦିଲ୍ଲୀ,୧୦।୩: ଜମି ବଦଳରେ ଚାକିରି ଦେବା ମାମଲାରେ ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଆରଜେଡି ନେତା ଲାଲୁ ଯାଦବଙ୍କ ସମ୍ପର୍କୀୟଙ୍କ ଘର ସମେତ ୧୫ଟି ସ୍ଥାନରେ ଚଢାଉ କରିଛି। ବିହାର, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶର ଅନେକ ସ୍ଥାନରେ ଇଡି ପକ୍ଷରୁ ଏହି ଚଢାଉ…

