ସହର ପ୍ରବେଶ ପଥ ବନ୍ଦ
ବାରିପଦା ଅଫିସ,୩୦।୧୧: ବାରିପଦା ସହରକୁ ସଂଯୋଗ କରୁଥିବା ୧୮ନଂ. ଜାତୀୟ ରାଜପଥର ପାଲବଣି ବାଇପାସ ପ୍ରବେଶ ପଥ ରାସ୍ତା ବନ୍ଦ କରାଯିବା ଘଟଣାରେ ଜିଲା ବିଜେଡି ପ୍ରତିବାଦର ସ୍ବର ଉଠାଇଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍ଏଚ୍ଆଇ)ର ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଜିଲା, ପଡ଼ୋଶୀ…
ସୁନାବେଶରେ ଜଗନ୍ନାଥ
ବାଲେଶ୍ୱର ଅଫିସ, ୩୦।୧୧: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାଲଗୋପାଳପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥଙ୍କର ୮ମ ପଟୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କୋଭିଡ୍ କଟକଣା ଉଠିବା ପରେ ଶ୍ରଦ୍ଧାଳୁମାନେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଏବଂ ମାତା ସୁଭଦ୍ରା ଦେବୀଙ୍କ…
ଖିଅ ଖୋଜୁଛି ପୋଲିସ
ବଡ଼ବିଲ,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଲସର୍ଦା ଗ୍ରାମରେ ସୋମବାର ରାତି ୮ଟା ୩୦ରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ସନ୍ଦେହରେ ୪ଜଣଙ୍କୁ ଅଟକ ରଖି ପଚରାଉଚୁରା…
ଭାଣିଜୀଙ୍କୁ ବଞ୍ଚାଇବାକୁ ଯାଇ ମାମୁ ସଂଘବଦ୍ଧ ଆକ୍ରମଣର ଶିକାର
ରାଜନଗର,୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ଈଶ୍ୱରପୁର ପଞ୍ଚାୟତ ରିଘାଗଡ଼ ଗଁାରେ ଶାଶୁଘର ଲୋକେ ମିଳିମିଶି ନବବଧୂଙ୍କୁ ଆକ୍ରମଣ କରି ହତ୍ୟା ଉଦ୍ୟମ କରୁଥିଲେ। ନବବଧୂ (ଭାଣିଜୀ)ଙ୍କୁ ସେମାନଙ୍କ କବଳରୁ ମାମୁ ବଞ୍ଚାଇଥିଲେ। ଏହି ରାଗରେ ସୋମବାର ରାତିଅଧରେ ଭଡ଼ାଟିଆ…
ଡିସେମ୍ବର ୧ରୁ ଇକୋ ରିଟ୍ରିଟ୍
ରାଜନଗର, ୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ପେଣ୍ଠଠାରେ ଚଳିତବର୍ଷ ଇକୋ ରିଟ୍ରିଟ୍ ଅନୁଷ୍ଠିତ ହେଉଛି। ଇକୋ ରିଟ୍ରିଟ୍ ଯେପରି ସଫଳ ହେବ, ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଭିତରକନିକାର ଇକୋ ରିଟ୍ରିଟ୍କୁ ଆସିବାକୁ ବୁକିଂ କରିଥିବା ଓ ଇଚ୍ଛା…
ସିଲ ହେଲା ପଞ୍ଜାବୀ ଗାୟକ ଦିଲେର ମେହନ୍ଦିଙ୍କ ଗୁରୁଗ୍ରାମ ସ୍ଥିତ ଫାର୍ମ ହାଉସ
ଗୁରୁଗ୍ରାମ,୩୦ ।୧୧: ଜଣାଶୁଣା ପଞ୍ଜାବୀ ସିଙ୍ଗର ଦିଲେର ମେହନ୍ଦି ଆସିଛନ୍ତି ଚର୍ଚ୍ଚାକୁ । ହେଲେ ଏଥର ସେ କୌଣସି ଗୀତକୁ ନେଇ ଚର୍ଚ୍ଚାକୁ ଆସି ନାହାନ୍ତି ବରଂ ହରିୟାଣର ଗୁରୁଗ୍ରାମରେ ଥିବା ତାଙ୍କ ଫାର୍ମ ହାଉସକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ।…
ଅଣବାସମତି ଚାଉଳ ରପ୍ତାନି ଉପରୁ କଟକଣା ହଟିଲା
ନୂଆଦିଲ୍ଲୀ,୩୦।୧୧: ଜୈବିକ ଅଣବାସମତି ଚାଉଳ ରପ୍ତାନି ଉପରେ କେନ୍ଦ୍ର ସରକାର ଲଗାଇଥିବା ନିଷେଧାଦେଶ ଉଠାଇନେବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଦେଶରେ ଚାଉଳ ଉପଲବ୍ଧତା ବଢ଼ାଇବା ପାଇଁ ସରକାର ଗତ ସେପ୍ଟେମ୍ବରରେ ଭଙ୍ଗା ଚାଉଳ ରପ୍ତାନି ବନ୍ଦ କରିଥିଲେ। ଖୁଚୁରା ବଜାରରେ ଚାଉଳ…
ପୁରୀ: ଆଜି ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୩୦ା୧୧: ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…
ବିତର୍କିତ ‘କଶ୍ମୀର ଫାଇଲ୍ସ’
ପଣଜୀ/ନୂଆଦିଲ୍ଲୀ,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ସମର୍ଥିତ ଚଳିତବର୍ଷର ବହୁଚର୍ଚ୍ଚିତ ହିନ୍ଦୀ ଫିଲ୍ମ ‘ଦି କଶ୍ମୀର ଫାଇଲ୍ସ’ ପୁଣିଥରେ ବିବାଦ ଘେରକୁ ଚାଲିଆସିଛି। ଭାରତର ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ) ବିଚାରକ ମଣ୍ଡଳୀ ଅଧ୍ୟକ୍ଷ ନଦାଭ ଲାପିଡ୍ ସୋମବାର ଏହାକୁ…
ମଜୁରି ନ ଦେବା ଦିନେଶଙ୍କ ପାଇଁ କାଳ ହେଲା
ମହାକାଳପଡ଼ା,୩୦ା୧୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ଖରିନାସୀ ମୁଖ୍ୟ ରାସ୍ତାପାଶର୍ବ ମା’ମନସା ଜ୍ୟୋତି ବୈଦ୍ୟ ଫ୍ଲାଏ ଆଶ୍ ଇଟା ଫ୍ୟାକ୍ଟ୍ରି ମାଲିକ ଦିନେଶ ବୈଦ (୩୪)ଙ୍କୁ ରବିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିଲା। ଏହି…
ରାତିରେ ପରିବହନ ହେଉଛି ପିଡିଏସ୍ ସାମଗ୍ରୀ
ନାଉଗଁା,୩୦ା୧୧(ସ୍ବ.ପ୍ର.): ନାଉଗଁା ବ୍ଲକରେ ପିଡିଏସ୍ ସାମଗ୍ରୀ ପରିବହନରେ ସରକାରୀ ନିୟମ ଉଲ୍ଲଘଂନ ହେଉଛି। ଉକ୍ତ ବ୍ଲକରେ ସମୁଦାୟ ୧୭ ହଜାର ୨୫୪ ଜଣ ଖାଉଟି କାର୍ଡଧାରୀ ଥିବାବେଳେ ୬୩ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଅଛନ୍ତି। ହିତାଧିକାରୀମାନଙ୍କୁ ସୁବିଧାରେ ସାମଗ୍ରୀ ଯୋଗାଇବା ପାଇଁ…
ଅବାଧରେ ଚାଲିଛି ଚୋରା ନିଶା କାରବାର
ଜଗତ୍ସିଂହପୁର ଅଫିସ, ୩୦ା୧୧: ଜଗତ୍ସିଂହପୁର ଜିଲାରେ ଦିନକୁ ଦିନ ଚୋରା ନିଶା କାରବାର ବଢ଼ି ଚାଲିଛି। ସହରରୁ ଗାଁ ପର୍ଯ୍ୟନ୍ତ ଚାରିଆଡେ ଛାତ୍ରୀଛାତ୍ରଙ୍କଠାରୁ ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଁଏ ଏଥିଯୋଗୁ ପ୍ରଭାବିତ ହେଉଛନ୍ତି। ଜିଲା ସଦର ମହକୁମାରେ ଏହି କାରବାର ଅବାଧରେ…
Archives


