Home Left

ଜେଲରୁ ମୁକୁଳିବା ପରେ ପୁଣି ଦାୟିତ୍ୱ ନେବେ ସିସୋଡିଆ, ସତ୍ୟେନ୍ଦ୍ର: ଆତିଶୀ

ନୂଆଦିଲ୍ଲୀ,୯।୩: ଆମ ଆଦମୀ ପାର୍ଟିର ବିଧାୟକ ସୌରଭ ଭରଦ୍ୱାଜ ଏବଂ ଆତିଶୀ ଅରବିନ୍ଦ କେଜ୍ରିୱାଲ କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ଦିଲ୍ଲୀର ଏଲଜି ହାଉସରେ ଦିଲ୍ଲୀ ଲ୍ୟୁଟନାଣ୍ଟ ଗଭର୍ନର ଭି.କେ ସକ୍ସେନା ଉଭୟଙ୍କୁ ଶପଥପାଠ କରାଇଥିଲେ। ଏହାପରେ…

ସିସୋଡିଆ ଗିରଫ ହେବା ପରେ ସାମ୍ନାକୁ ଆସିଲା କେଜ୍‌ରିଓ୍ବାଲଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୯।୩: ଦିଲ୍ଲୀର ଅବକାରୀ ନୀତି ମାମଲା ତଥା କଥିତ ଅନିୟମିତତା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗୁରୁବାର ଇଡି ଗିରଫ କରିଛି। ଏହାପରେ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ନିଜର ପ୍ରତିକ୍ରିୟା…

ଆଇପିଏଲ୍‌ ପୂର୍ବରୁ ବିବାହ କଲେ ଆର୍‌ସିବିର ଏହି ଷ୍ଟାର କ୍ରିକେଟର

ନୂଆଦିଲ୍ଲୀ,୯।୩: ଆଇପିଏଲ୍‌ ପୂର୍ବରୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ତାରକା ଖେଳାଳି ଓ୍ବାନିନ୍ଦୁ ହସରଙ୍ଗା। ପ୍ରେମିକା ବିଦ୍ୟା ପଦ୍ମାପେରୁମାଙ୍କ ହାତ ଧରିଛନ୍ତି ସେ। ଏବେ ଏହି ବିବାହର ଅନେକ ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି।…

ଏଣିକି ଭାରତୀୟ ଡିଗ୍ରୀକୁ ମିଳିବ ଅଷ୍ଟ୍ରେଲିଆର ମାନ୍ୟତା

ଅହମ୍ମଦାବାଦ,୯।୩: ବର୍ତ୍ତମାନ ଅଷ୍ଟ୍ରେଲିଆରେ ଭାରତୀୟ ଡିଗ୍ରୀକୁ ମାନ୍ୟତା ଦିଆଯିବ ବୋଲି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନି ଘୋଷଣା କରିଛନ୍ତି। ସେ କହିଛନ୍ତି, ଅଷ୍ଟ୍ରେଲିଆ ଏବଂ ଭାରତ ସରକାର ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ଯୋଗ୍ୟତା ମାନ୍ୟତା ମେକାନିଜିମ୍‌କୁ ଚୂଡାନ୍ତ କରିଛନ୍ତି। ଯାହା ମାଧ୍ୟମରେ ଭାରତୀୟ…

ଦେଢ଼ଲକ୍ଷ ଟଙ୍କା, ସାଢ଼େ ୩ ଭରି ଗହଣା ନେଇଗଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୯ା୩: ବ୍ରହ୍ମପୁର ଗୋଷାଣୀ ନୂଆଗାଁ ଥାନା ଅଧୀନ ହିଲପାଟଣା ଗୋପବନ୍ଧୁନଗରରେ ଏକ ତାଲାବନ୍ଦ ଘରେ ଚୋର କଳାକନା ବୁଲାଇଛନ୍ତି। ଘର ମାଲିକ କୋରାମଣି ପାଣିଗ୍ରାହୀଙ୍କ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ. ୬୯/୨୩) ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି।…

ସେଲଫି ବିବାଦ ପରେ ପ୍ରଥମଥର ମୁହଁ ଖୋଲିଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ,୯।୩: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ ଗତ କିଛି ଦିନ ହେବ ଭଲ ଚାଲିନାହିଁ। ଭାରତୀୟ କ୍ରିକେଟ ଟିମ୍‌ରୁ ବାଦ୍‌ ପଡିବା ସହ ବିବାଦରେ ଛନ୍ଦି ହୋଇପଡିଛନ୍ତି। ନିକଟରେ ସେଲଫି ବିବାଦକୁ ନେଇ ସେ ଚର୍ଚ୍ଚାରେ ଥିଲେ। ରିପୋର୍ଟ ଅନୁଯାୟୀ, ମୁମ୍ବାଇ…

ଆନ୍ଧ୍ରପ୍ରଦେଶରେ ଜଗନ ମୋହନଙ୍କ ୧୭୫ ମିଶନ

ଅମରାବତୀ,୯।୩: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଓ୍ବାଇଏସ୍‌ଆର କଂଗ୍ରେସର ଅଧ୍ୟକ୍ଷ ଜଗନ ମୋହନ ରେଡ୍ଡୀ ତୃଣମୂଳ ସ୍ତରରେ ଦଳକୁ ମଜବୁତ କରିବାକୁ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ପ୍ରାୟ ୧୫୦ ଜୋନାଲ ଇନ୍‌ଚାର୍ଜ ନିଯୁକ୍ତ କରିଛନ୍ତି। ସୂଚନା ମୁତାବକ, ୨୦୨୪ରେ ହେବାକୁ…

ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର: କହିଲେ, ସମ୍ମାନିତ ଅନୁଭବ କରୁଛି

ନୂଆଦିଲ୍ଲୀ,୯।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଙ୍କୁ ଭାରତୀୟ ନୌସେନା ପକ୍ଷରୁ ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଏଥିସହ ସେ ଆଇଏନ୍‌ଏସ୍‌ ବିକ୍ରାନ୍ତର କକ୍‌ପିଟ୍‌ରେ ବସିଥିବା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକ୍ରମେ ନବନିଯୁକ୍ତ, ଭାରତୀୟ…

ଏହି କାରଣରୁ ଶାହାରୁଖଙ୍କ ‘ପଠାନ’କୁ ପଛରେ ପକାଇଲା ‘ତୁ ଝୁଠି ମୈ ମକ୍କର’

ମୁମ୍ବାଇ: ହିନ୍ଦୀ ସିନେମାର ପ୍ରସିଦ୍ଧ ନିର୍ଦ୍ଦେଶକ ଲଭ ରଞ୍ଜନଙ୍କ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ପ୍ରଥମ ଦିନରେ ଏହି ଫିଲ୍ମ ବକ୍ସ ଅଫିସରେ ଏକ ବମ୍ପର ରୋଜଗାର କରିଛି। କେବଳ ଏତିକି ନୁହେଁ, ଆଇଏମଡିବି ରେଟିଂ…

ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର : ବିପଦ ସଙ୍କୁଳ ଅବସ୍ଥାରେ ଚାଲିଛି ପାଠପଢା

ବାଲିଗୁଡ଼ା:୯।୩ :(ଡି.ଏନ.ଏ.): ବିପଦ ସଙ୍କୁଳ ଅବସ୍ଥାରେ ଗଢାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ। ଏଭଳି ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ…

ଭୁଲ୍‌ରେ ବି ତୁଳସୀ ଗଛ ପାଖରେ ରଖନ୍ତୁ ନାହିଁ ଏହି ୫ ଜିନିଷ, ହୋଇଯିବେ କାଙ୍ଗାଳ…

ହିନ୍ଦୁ ଧର୍ମରେ ତୁଳସୀ ଗଛର ବିଶେଷ ମହତ୍ୱ ରହିଛି। ବିଶ୍ୱାସ ରହିଛି ଯେ ଯେଉଁ ଘରେ ତୁଳସୀ ପୂଜା କରାଯାଏ, ସେଠାରେ ସର୍ବଦା ମା’ ଲକ୍ଷ୍ମୀଙ୍କ ସହିତ ଭଗବାନ ବିଷ୍ଣୁଙ୍କ କୃପା ରହିଥାଏ। ଏହି କାରଣରୁ ତୁଳସୀଙ୍କୁ ପବିତ୍ର ଏବଂ ପୂଜନୀୟ…

ସିସୋଡିଆଙ୍କୁ ଗିରଫ କରିପାରେ ଇଡି

ନୂଆଦିଲ୍ଲୀ,୯।୩: ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ଗିରଫ କରିପାରେ। ଏନେଇ ଆମ ଆଦମୀ ପାର୍ଟି (ଏଏପି)ର ଏକ ସୂତ୍ରରୁ ସୂଚନା ମିଳିଛି। ଦିଲ୍ଲୀର ଅବକାରୀ ନୀତି ମାମଲା ତଥା କଥିତ ଅନିୟମିତତା ସହ ଜଡ଼ିତ ମନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?