Home Left

କୁମ୍ଭାରିପଦର ଭୂସ୍ଖଳନ ସ୍ଥଳ ଦେଖିଲେ କଂଗ୍ରେସ ନେତା

ଦାରିଙ୍ଗବାଡି,୨୨ା୧୦(ଡି.ଏନ.ଏ): ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ କୁମ୍ଭାରିପଦର ଗ୍ରାମ ନିକଟସ୍ଥ ପାହାଡ଼ ଭୂସ୍ଖଳନ ହୋଇଥିବା ଘଟଣା ଅନୁଧ୍ୟାନ ପାଇଁ କଂଗ୍ରେସର ବରିଷ୍ଠ ନେତା ପ୍ରତାପ ପ୍ରଧାନ ଗୁରୁବାର ଗସ୍ତ କରିଛନ୍ତି। ସେ ସେଠାକାର ଗ୍ରାମବାସୀଙ୍କ ସହ ସେମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା…

୧୭୦ କି.ମି. ବ୍ୟାପ୍ତ ମେଗାସିଟି ‘ନେଓମ୍‌’

ରିୟାଧ, ୨୨ା୧୦: ବିଶ୍ୱର ସବୁଠାରୁ ବିରାଟ ବାଲି ମରୁଭୂମି ଭାବେ ଜଣାଯାଉଥିବା ସାଉଦି ଆରବ ବର୍ତ୍ତମାନ ତେଲ କିମ୍ବା ଓଢ଼ଣାରେ ରହୁଥିବା ମହିଳାଙ୍କ ପାଇଁ ନୁହେଁ ବରଂ ମେଗା ସହର ଲାଗି ବିଶ୍ୱରେ ପରିଚିତି ହାସଲ କରିବାକୁ ଯାଉଛି। ୧୭୦ କି.ମି…

ରାଷ୍ଟ୍ରପତି ହେବା ଲାଗି ଆବେଦନ

ନୂଆଦିଲ୍ଲୀ,୨୨ା୧୦: ଭାରତର ରାଷ୍ଟ୍ରପତି ନିଯୁକ୍ତ ହେବା ଲାଗି କିଶୋର ଜଗନ୍ନାଥ ସାଓ୍ବନ୍ତ ନାମକ ବ୍ୟକ୍ତିଙ୍କ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଭବିଷ୍ୟତରେ ତାଙ୍କର ଏଭଳି ପିଟିଶନକୁ ଶୁଣାଣି ପାଇଁ ଗ୍ରହଣ ନ କରିବାକୁ ଅଦାଲତ ରେଜିଷ୍ଟ୍ରିକୁ ନିର୍ଦ୍ଦେଶ ଦେଇଛନ୍ତି। ସାଓ୍ବନ୍ତଙ୍କ…

ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୨।୧୦(ଡି.ଏନ.ଏ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଶୁକ୍ରବାର ଆଭାସୀ ବୈଠକରେ ବାତ୍ୟା ପ୍ରଭାବିତ ହେବାକୁ ଥିବା ସମସ୍ତ ଜିଲାର ଜିଲାପାଳମାନଙ୍କ ସହିତ ସ୍ବତନ୍ତ୍ର ରିଲିଫ କମିଶନର…

ବ୍ରାହ୍ମଣୀ ନଦୀପଠାରୁ ବେଆଇନ ମାଟିବାଲି ଉଠାଣ

ପଟ୍ଟାମୁଣ୍ଡାଇ,୨୨ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାରେ ୨ ବର୍ଷ ମଧ୍ୟରେ ୪ଟି ଏନ୍‌ଜିଟି (ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ) ମାମଲା ଜିଲା ପ୍ରଶାସନକୁ ଅଡୁଆରେ ପକାଉ ଥିଲେ ମଧ୍ୟ ବିଭିନ୍ନ ନଦୀ ସଇରାତରୁ ବାଲି ଉଠାଣ ହେଉଛି। ପରିବେଶ ମଞ୍ଜୁରୀ ପ୍ରତି କାହାରି ନିଘା ନ…

କ୍ୟାପିଟାଲ ହିଲ ହିଂସା ସମିତି ପକ୍ଷରୁ ଟ୍ରମ୍ଫଙ୍କୁ ସମନ

ୱାଶିଂଟନ,୨୨ ।୧୦: ଆମେରିକା ସିନେଟର ଏକ ସମିତି ୬ ଜାନୁୟାରୀ ୨୦୨୧ରେ କ୍ୟାପିଟାଲ ହିଲ ହିଂସାର ଯାଞ୍ଚ କରୁଛି । ଗଣମାଧ୍ୟମ ସୂଚନା ଅନୁଯାୟୀ, ଶୁକ୍ରବାର ସମିତି କହିଛି ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କୁ ଅଫିସିଆଲି ଏକ ସମନ ପଠାଯାଇଛି…

ସେନା ଗୁଳିରେ ୬୦ ନିହତ

ଏନ୍‌ଜାମେନା(ଚାଦ୍‌),୨୨ା୧୦: କେନ୍ଦ୍ରୀୟ ଆଫ୍ରିକୀୟ ରାଷ୍ଟ୍ର ଚାଦ୍‌ରେ ସରକାର ବିରୋଧୀ ଆନ୍ଦୋଳନ ହିଂସ୍ର ହେବାରେ ଲାଗିଛି। ଗଣତାନ୍ତ୍ରିକ ଶାସନ ଦାବିରେ ରାସ୍ତାକୁ ଓହ୍ଲାଇଥିବା ବିକ୍ଷୋଭକାରୀମାନେ ରାଜଧାନୀ ଏନ୍‌ଜାମେନାରେ ଭଙ୍ଗାରୁଜା ଓ ପୋଡ଼ାଜଳା କରୁଥିବାବେଳେ ସେନା ପକ୍ଷରୁ ଲୁହବୁହା ବାଷ୍ପ ସହ ମାରଣାସ୍ତ୍ର ପ୍ରୟୋଗ…

ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରିବାକୁ ଅନୁରୋଧ

ମହାକାଳପଡ଼ା, ୨୨ା୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ବାତ୍ୟା ଆଶଙ୍କାକୁ ନେଇ ବିଭିନ୍ନ ସ୍ଥାନରେ ଡାକବାଜି ଯନ୍ତ୍ର ଜରିଆରେ ଶୁକ୍ରବାର ପ୍ରଚାର କରାଯାଇଛି। ଆସନ୍ତା ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ଅଶାନ୍ତ ରହୁଥିବା ସମୁଦ୍ର ଭିତରକୁ ଯିବା…

ପୁଣି ଦବିଲା ବୈତରଣୀ ସେତୁ

ଆନନ୍ଦପୁର,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁର ଏକ ସ୍ପାନ୍‌ ଦବିଯାଇ ପୁନର୍ବାର ବିପଦ ସୃଷ୍ଟି କରିଛି। ସ୍ପାନ୍‌ର ଜଏଣ୍ଟ୍‌ ସ୍ଥାନରେ ପାଖାପାଖି ୪ ଇଞ୍ଚ୍‌ ଦବିଥିବା ଦେଖାଯାଇଛି। ସାଧାରଣରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ୨୦୧୮ ଜୁଲାଇ ମାସରେ…

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୫ ମୃତ

ନୂଆଦିଲ୍ଲୀ,୨୨ା୧୦: ଅରୁଣାଚଳପ୍ରଦେଶର ଉପର ସିଆଙ୍ଗ ଜିଲାରେ ଶୁକ୍ରବାର ଭାରତୀୟ ସେନାର ଲଢ଼ୁଆ ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ପାଇଲଟଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ଏଚ୍‌ଏଏଲ୍‌) ନିର୍ମିତ ଅତ୍ୟାଧୁନିକ ହାଲୁକା ହେଲିକପ୍ଟର ଶୁକ୍ରବାର ସକାଳେ…

ଡେଙ୍ଗୁ ଆତଙ୍କ: ଜଣେ ମୃତ, ୨ ମହିଳା ଚିକିତ୍ସାଧୀନ

ରଘୁନାଥପୁର,୨୨।୧୦(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ଡେଙ୍ଗୁ ବ୍ୟାପୁଛି। ଏହି ବ୍ଲକ ଅନ୍ତର୍ଗତ ପୁରୁଣାବସନ୍ତ ପଞ୍ଚାୟତର ଫତେପୁର ଗ୍ରାମର ରବୀନ୍ଦ୍ରନାଥ ରାଉତ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…

ପଡ଼ିଆ ପଡ଼ିଛି ୪୦ ପ୍ରତିଶତ ଚାଷଜମି

ଖଇରା,୨୨।୧୦(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର କୃଷି ଓ କୃଷକର ଉନ୍ନତି କରୁଥିବା ନେଇ ଡିଣ୍ଡମ ପିଟୁଛନ୍ତି । ହେଲେ ସେପଟେ ସାର ଓ କୀଟନାଶକ ଦର ବର୍ଷକୁ ବର୍ଷ ହୁ ହୁ ହୋଇ ବଢୁଛି । ଜଳସେଚନ ବ୍ୟବସ୍ଥା ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri