Home Left

ହୋଲିରେ ରଙ୍ଗେଇ ହେଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ,୮।୩: ଭାରତୀୟ ଦଳ ହୋଲି ଅବସରରେ ଅହମ୍ମଦାବାଦ ଟେଷ୍ଟ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଇନ୍ଦୋରରେ ପରାଜୟ ପରେ ଟିମ ଇଣ୍ଡିଆର ଖେଳାଳିମାନେ ଅହମ୍ମଦାବାଦ ଟେଷ୍ଟ ଜିତି ସିରିଜ ଜିତିବାକୁ ଚାହୁଁଛନ୍ତି। ଏହି କାରଣରୁ ସମଗ୍ର ଦଳ ପରବର୍ତ୍ତୀ ମ୍ୟାଚ ପାଇଁ…

କୁକୁରମାନଙ୍କ ପାଇଁ ବନ୍ଦ ରହିଲା ଟ୍ରାଫିକ୍‌, ଭିଡିଓ ଦେଖିଲେ…

ପ୍ରକୃତି ଏହି ପୃଥିବୀର ପ୍ରତ୍ୟେକ ଜୀବକୁ ସମାନ କରି ଗଢ଼ିତୋଳିଛି। କିନ୍ତୁ ମଣିଷ ଯେପରି ବିକଶିତ ହେଲା, ସେ ପ୍ରକୃତିର ପ୍ରତ୍ୟେକ ଉତ୍ସ ଉପରେ ନିଜର ଅଧିକାର ଜାହିର କଲା। ମଣିଷ ଅନ୍ୟ ଜୀବଜନ୍ତୁଙ୍କ ସ୍ବାଧୀନତାକୁ ଉଲ୍ଲଘଂନ କରୁଥିବାର ଦେଖିବାକୁ ମିଳେ।…

ଦଳ ଛାଡିଲେ ଆଇଟି ଓ୍ବିଙ୍ଗ୍‌ର ୧୩ ପଦାଧିକାରୀ

ଚେନ୍ନାଇ,୮।୩: ତାମିଲନାଡୁରେ ଭାଜପାକୁ ଏକ ବଡ଼ ଝଟ୍‌କା ଲାଗିଛି। ଚେନ୍ନାଇ ୱେଷ୍ଟରେ ଆଇଟି ୱିଙ୍ଗର ୧୩ଜଣ ଅଧିକାରୀ ବୁଧବାର ଏକତ୍ରିତ ଭାବେ ଭାଜପା ଦଳ ଛାଡ଼ିଛନ୍ତି। ଏହି ପ୍ରସଙ୍ଗରେ ଏକ ବିବୃତ୍ତି ଜାରି କରାଯାଇ ସୂଚନା ଦିଆଯାଇଛି। ଯେଉଁଥିରେ ଆଇଟି ଓ୍ବିଙ୍ଗର…

ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି,୮।୩: ସାରା ଦେଶରେ ବୁଧବାର ହୋଲି ପର୍ବ ଏବଂ ଆନ୍ତର୍ଜାତିକ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ଗଜପତି ଜିଲା ପାରାଳାଖେମୁଣ୍ଡିରେ ବରିଷ୍ଠ ନାଗରିକ ମଞ୍ଚ ପାରଳାଖେମୁଣ୍ଡି ପକ୍ଷରୁ ଏକ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଏହି ଯାତ୍ରାରେ ପ୍ରାକୃତିକ ରଙ୍ଗର…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ବାଇକ: ୨ ଗୁରୁତର

ବାଉଁଶୁଣୀ,୮।୩(ଡି.ଏନ୍‌.ଏ): ବୌଦ୍ଧ ଜିଲା ୫୭ନଂ ଜାତୀୟ ରାଜପଥ ବାଉଁଶୁଣି ଥାନା ଦନ୍ତାପାଲି ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଥିବା ଏକ ଟ୍ରନ୍ସଫର୍ମରକୁ ଧକ୍କା ଦେଲା ବାଇକ। ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ସାରା ଦେଶରେ…

ହୋଲିରେ ମସ୍‌ଗୁଲ୍‌ ଗାଁଠୁ ସହର

ବାଲିଗୁଡ଼ା,୮ା୩(ଡି.ଏନ୍‌.ଏ.): ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସିଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ। ପରସ୍ପର ମଧ୍ୟରେ ସ୍ନେହ ଓ…

ନର୍ଲା ପୋଲିସର ବଡ଼ ସଫଳତା: ଶାନ୍ତପୁର କେନାଲ ନିକଟରୁ ଗଞ୍ଜେଇ ମାଫିଆ ଗିରଫ

ରୁପ୍ରାରୋଡ,୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବଡ଼ ସଫଳତା ହାସଲ କରିଛି। ଇତିମଧ୍ୟରେ କୌଣସି ସୂତ୍ରରୁ ଖବରପାଇ ପୋଲିସ ନର୍ଲା ଥାନା ଅନ୍ତର୍ଗତ ଶାନ୍ତପୁର କେନାଲ ନିକଟରୁ ଏକ ଗଞ୍ଜେଇ ମାଫିଆ ସହ ଗଞ୍ଜେଇ…

ଗୁମୁରାରେ ନିଆରା ହୋଲି ଖେଳ ପାଳିତ

କେନ୍ଦୁଝର,୮।୩(ସ୍ବ.ପ୍ର.): ବୁଧବାର ସବୁଆଡେ ବିଭିନ୍ନ ରଙ୍ଗ ଓ ଅଭିର ଲଗାଇବା ସହ ନାଚଗୀତ ଆସରରେ ଲୋକେ ହୋଲି ପାଳନ କରିଛନ୍ତି। ଇତିମଧ୍ୟରେ କେନ୍ଦୁଝର ସହର ନିକଟ ଗୁମୁରା ଗ୍ରାମରେ ଏକ ନିଆରା ହୋଲି ଖେଳ ହୋଇଥିବା ଦେଖିବାକୁ ମିଳିଛି। ଯୁବକ ଯୁବତୀମାନେ…

ଦାରିଙ୍ଗବାଡ଼ିରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦାରିଙ୍ଗବାଡି, ୮।୩ (ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସାରିଙ୍ଗିଇର୍ପି ପଡିଆଠାରେ ବୁଧବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ବ୍ଲକର ୨୫ ପଞ୍ଚାୟତରୁ ଶତାଧିକ ମହିଳା ଯୋଗଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଦାରିଙ୍ଗବାଡି ନାରୀ ମହାସଙ୍ଘ ପକ୍ଷରୁ ପ୍ରତିବର୍ଷ…

୬୦କେଜି ବନ୍ୟପ୍ରାଣୀ ମାଂସ ସମେତ ଅଟୋ ଜବତ: ୨ଅଭିଯୁକ୍ତ ଗିରଫ

ଓଡଗାଁ୮।୩(ସ୍ବ.ପ୍ର.): କିଛି ଦିନ ବ୍ୟବଧାନରେ ପୁଣି ଥରେ ନୟାଗଡ଼ ଓଡଗାଁ ବନାଞ୍ଚଳ ଅନ୍ତର୍ଗତ ନାଉଖାଲ ନିକଟରୁ ୬୦କିଲୋଗ୍ରାମ୍‌ ବନ୍ୟପ୍ରାଣୀ ମାଂସ ଜବତ କରିଛି ବନ ବିଭାଗ। ବନବିଭାଗ କର୍ମଚାରୀ ସୂଚନା ପାଇ ନାଉଖାଲ ନର୍ସରୀ ସାମ୍ନାରେ ଥିବା ଏକ ଅଟୋକୁ ସନ୍ଦେହ…

ଶାହାରୁଖଙ୍କ ମେକ୍‌ଅପ ରୁମରେ ୮ଘଣ୍ଟା ଲୁଚି ରହିଥିଲେ ୨ ପ୍ରଶଂସକ, ମ୍ୟାନେଜର କଲେ ଖୁଲାସା…

ମୁମ୍ବାଇ: ମୁମ୍ବାଇର ବାନ୍ଦ୍ରାସ୍ଥିତ ଶାହରୁଖ ଖାନ୍‌ଙ୍କ ବଙ୍ଗଳା ମନ୍ନତରେ ଗତ ସପ୍ତାହରେ ଦୁଇଜଣ ବ୍ୟକ୍ତି ବେଆଇନ ଭାବେ ପ୍ରବେଶ କରିଥିଲେ। ଏହା ପରେ ଉଭୟଙ୍କୁ ମୁମ୍ବାଇର ବାନ୍ଦ୍ରା ପୋଲିସ ଗିରଫ କରିଥିଲା। ଏହି ଦୁଇ ବ୍ୟକ୍ତି ଶାହାରୁଖଙ୍କୁ ସାକ୍ଷାତ କରିବା ପାଇଁ…

ବର୍ଡର-ଗାଭାସ୍କର ଟ୍ରଫି: ଅନ୍ତିମ ଟେଷ୍ଟରେ ଟିମ୍‌ ଇଣ୍ଡିଆରେ ଖେଳାଳି ପରିବର୍ତ୍ତନ

ଅହମଦାବାଦ,୮ା୩: ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ ମାର୍ଚ୍ଚ ୯ରେ ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟେଷ୍ଟ ସିରିଜର ଶେଷ ମ୍ୟାଚରେ ଟିମ୍‌ ଇଣ୍ଡିଆର ଚୂଡାନ୍ତ ଏକାଦଶରେ ପରିବର୍ତ୍ତନ ହୋଇପାରେ। ତୃତୀୟ ଟେଷ୍ଟ ମ୍ୟାଚରେ ବାଦ ପଡିଥିବା ମହମ୍ମଦ ସାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?