Home Left

ଦେଶବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮।୩: ଆଜି ହୋଲି। ରଙ୍ଗରେ ରଙ୍ଗେଇ ହୋଇଛି ସାରା ଦେଶ। ରଙ୍ଗର ଏହି ପର୍ବକୁ ସମସ୍ତେ ଖୁବ ଧୁମଧାମରେ ପାଳନ କରୁଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ସମସ୍ତଙ୍କୁ ହୋଲିର…

ସରପଞ୍ଚଙ୍କୁ ଗୁଳି କରି ହତ୍ୟା

ମାଲକାନଗିରି,୮।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲା କେରଳପାଲ ଥାନା ଅଧୀନ ପୋଗାବେଜୀ ସରପଞ୍ଚ ପୁଣେ ସନ୍ନାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମାଓବାଦୀମାନେ ଏଭଳି ବର୍ବରକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ମିଳିଥିବା ସୂଚନା ମୁତାବକ, ସରପଞ୍ଚ ପୁଣେ ମଙ୍ଗଳବାର…

ପଚା ଅଣ୍ଡାରେ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ।…

ଢାକା ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି

ଢାକା,୮।୩: ବାଂଲାଦେଶର ରାଜଧାନୀ ଢାକାର ଗୁଲିସ୍ତାନ ଅଞ୍ଚଳରେ ଥିବା ଜନଗହଳୀପୂର୍ଣ୍ଣ ଏକ ବହୁତଳ କୋଠାରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ବର୍ତ୍ତମାନ ସୁଦ୍ଧା ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ଜଣ ଆହତ ହୋଇଥିବା ଜଣାପଡିଛି। ଆହତଙ୍କ ମଧ୍ୟରେ ଅଧିକାଂଶଙ୍କ ଅବସ୍ଥା…

ହୋଲିରେ ନିଶା ଖାଇ ଉପଦ୍ରବ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮।୩(ବ୍ୟୁରୋ): ହୋଲିକୁ ଦୃଷ୍ଟିରେ ରଖି ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ କମିଶନରେଟ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଛି। ହୋଲି ଉତ୍ସବ ନାଁରେ ନିଶା ଖାଇ ଉପଦ୍ରବ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୩(ବ୍ୟୁରୋ): ଆଜି ହେଉଛି ହୋଲି ପର୍ବ। ରଙ୍ଗର ପର୍ବ ହୋଲିକୁ ନେଇ ସମସ୍ତେ ଖୁସି ଉଲ୍ଲାସରେ ପାଳନ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ହୋଲିପର୍ବର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ରଙ୍ଗ ଓ ଆନନ୍ଦର…

ସିସୋଡିଆଙ୍କ ଗିରଫଦାରୀ ବିରୋଧରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୮।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ ସମର୍ଥନ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ସିସୋଡିଆକୁ ବିନା ସର୍ତ୍ତରେ ଜେଲରୁ ମୁକ୍ତ କରିବାକୁ ଦାବି…

ହୁହୁ ହୋଇ ଜଳୁଛି କୋଇଲା ବୋଝେଇ ଟ୍ରେନ୍‌

ବାଲେଶ୍ୱର ଅଫିସ,୮।୩(ବ୍ୟୁରୋ):ବାଲେଶ୍ୱର ଜିଲା ସୋର ଷ୍ଟେଶନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ବୁଧବାର ନିଆଁ ଲାଗିଯାଇଛି। ବଗିରେ ଥିବା କୋଇଲା ହୁ ହୁ ହୋଇ ଜଳୁଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଏଥିରେ କେହି ମୃତାହତ…

ଭୂକମ୍ପ ପରେ ସିରିଆ ଉପରେ ଇସ୍ରାଏଲର ଆକ୍ରମଣ

ସିରିଆ,୮।୩: ଇସ୍ରାଏଲର ଏକ ଲଢୁଆ ବିମାନ ମଙ୍ଗଳବାର ବିଳମ୍ବିତ ରାତି ଏବଂ ବୁଧବାର ସକାଳେ ସିରିଆର ଆଲେପ୍ପୋ ବିମାନବନ୍ଦରରେ ଆକ୍ରମଣ କରିଛି। ଏହି ଆକ୍ରମଣରେ ତିନି ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସିରିଆର ଜଣେ ଅଧିକାରୀଙ୍କ କହିବାନୁଯାୟୀ, ସିରିଆରେ ଭୂକମ୍ପ ପରେ…

ଥରିଲା ଆଫଗାନିସ୍ତାନ: ରିକ୍ଟର ସ୍କେଲ୍‌ରେ ତୀବ୍ରତା ୪.୨

କାବୁଲ,୮।୩: ଆଫଗାନିସ୍ତାନରେ ପୁଣି ଭୂକମ୍ପ ଝଟକା। ମଙ୍ଗଳବାର ରାତି ପ୍ରାୟ ୧.୪୦ରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସଳଚନା ଦିଆଯାଇଛି। ତେବେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୪.୨ ରହିଥିବା ବେଳେ ଦ୍ରାଘିମା ୬୯.୫୧,…

ଦୋଳ ମହୋତ୍ସବ: ବିମାନରେ ବୁଲିଲେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି

ବଲାଙ୍ଗୀର ଅଫିସ, ୮।୩: ବଲାଙ୍ଗୀର ପୌରାଞ୍ଚଳ ଯାଦବ ସମାଜ ପକ୍ଷରୁ ୨୭ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଛି। ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ଏକ ଶୋଭାଯାତ୍ରା ବାହାରି ଥିଲା। ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତିକୁ ସ୍ବତନ୍ତ୍ର ବିମାନରେ ସହର ପରିକ୍ରମା…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଭୁବନେଶ୍ୱରୟ,୮।୩(ବ୍ୟୁରୋ): ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ଭଳି ଏହି ଦିନକୁ ସାରା ବିଶ୍ୱରରେ ମହିଳାଙ୍କ ପାଇଁ ପାଳନକରାଯାଏ। ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ବୀକୃତି ଓ ସମ୍ବର୍ଦ୍ଧନା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?