Home Left

ରବିଚାଷ ପାଇଁ ପାଣି ଅଟକାଇଲେ ଚାଷୀ

ଲୋଇସିଂହା,୨୮।୧୧(ଡି.ଏନ.ଏ): ଇଛାଶକ୍ତି ଥିଲେ ସବୁ ସମ୍ଭବ। ଏହା କରି ଦେଖାଇଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ ଅନ୍ତର୍ଗତ ଘୁଙ୍ଗି ଗ୍ରାମର ଚାଷୀ। ମିଳିତ ପ୍ରୟାସରେ ବହିନାଳକୁ ବାଲିବସ୍ତା ବାନ୍ଧି ସେମାନେ ପାଣି ଅଟକାଇଛନ୍ତି। ଏହି ପାଣିରେ ପ୍ରାୟ ୪୦ଏକର…

ଖଡ଼ିଆଳରେ ସ୍ଥାୟୀ ବସ୍‌ଷ୍ଟାଣ୍ଡ ନିର୍ମାଣ ବିଳମ୍ବିତ

ଖଡ଼ିଆଳ,୨୮।୧୧(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ସହର ହେଉଛି ଜିଲାର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ତଥା ବ୍ୟବସାୟର ପେଣ୍ଠସ୍ଥଳ। ମାତ୍ର ଏଠାରେ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ବିଳମ୍ବିତ ହେଉଛି। ଖଡ଼ିଆଳ ହେଉଛି କଳା ସାହିତ୍ୟ ସଂସ୍କୃତିର ଗନ୍ତାଘର। ଏହି ସହରକୁ ଲାଗିରହିଛି ୩୫୩ ନଂ.…

ଅଦ୍ଭୁତ ଶିଶୁ ପୁତ୍ର ଜନ୍ମ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ଥାନା ଅନ୍ତର୍ଗତ ତାସୀଗୁଡା ଗ୍ରାମରେ ଜନ୍ମ ନେଇଛି ଏକ ଅଦ୍ଭୁତ ଶିଶୁ। ସାଧାରଣ ଭାବରେ ଜନ୍ମ ହୋଇଥିଲେ ହେଁ ଶିଶୁ ପୁତ୍ରର ଶାରୀରିକ ଗଠନ ଅସାଧାରଣ ରହିଛି । ଯାହା ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗୋ-ପାଳନ କରିଛି ସ୍ବାବଲମ୍ବୀ

ନୂଆପଡ଼ା ଅଫିସ୍‌,୨୮।୧୧: ମହିଳା ସଶକ୍ତିକରଣ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ମହିଳାମାନଙ୍କୁ ରୋଜଗାରକ୍ଷମ କରାଯାଉଛି। ସରକାରଙ୍କ ସବୁ ଯୋଜନା ମହିଳାଙ୍କ ପାଖରେ ପହଞ୍ଚତ୍ ପାରୁ ନ ଥିବାରୁ…

ବିସ୍ଫୋରଣରେ ଆହତ ବ୍ୟକ୍ତି ଆଖି ବୁଜିଲେ

ଚାନ୍ଦବାଲି,୨୮ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଦକ୍ଷିଣ ସାହି ଗ୍ରାମରେ ବିସ୍ଫୋଣରେ ଆହତ ବିଷ୍ଣୁମୋହନ ସାହୁ (୪୫)ଙ୍କର ସୋମବାର କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା ସୂଚନାନୁସାରେ, ରବିବାର ଅପରାହ୍ନରେ କୌଣସି କାରଣରୁ ନିଆଁ…

ସରକାରୀ ଯୋଜନାରୁ ବଞ୍ଚିତ ଯମୁନା

ନୂଆଗାଁ,୨୮।୧୧(ଡି.ଏନ.ଏ.): ସରକାର ଗରିବ, ଦୁଃଖୀଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ସେଥିରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବେରୁହାଁବାରି ପଞ୍ଚାୟତ ଅଧୀନ ଆଦିବାସୀ ଗ୍ରାମ ମଧୁବନର ବିଧବା ମହିଳା ଯମୁନା…

ପାହାଡ଼ ଭାଙ୍ଗିଲେ, ଯୋର ରାସ୍ତା ବନ୍ଦ କରାଇଲେ

ନୟାଗଡ଼ ଅଫିସ,୨୮ା୧୧: ନୟାଗଡ଼ ପୁରୁଣା ସହରରେ ଚାଲିଛି ବେଆଇନ ନିର୍ମାଣ l ଜଣେ ବ୍ୟକ୍ତି ପାହାଡ଼ ଭାଙ୍ଗି ଯୋର ରାସ୍ତାକୁ ବନ୍ଦ କରାଇ ବେଆଇନ ଭାବେ ଘର ନିର୍ମାଣ କରୁଛନ୍ତି l ପୁଣି ଯୋର ରାସ୍ତା ବନ୍ଦ ପରେ ପାହାଡ଼ ଜଳ…

ଏଇ ଭାରତରେ

ଦୁଇ ମହିଳା ବନ୍ଧୁ ୩,୭୦୦ ମହିଳାଙ୍କୁ ଖେଳାଇ ସୁସ୍ଥ ଜୀବନର ମାର୍ଗଦର୍ଶନ କରିବା ଅନ୍ୟମାନଙ୍କ ପାଇଁ ନିଶ୍ଚିତଭାବେ ଏକ ପ୍ରେରଣା। ଫୁଟ୍‌ବଲ ଖେଳାଳି ତନ୍‌ଭି ହଂସ ଏବଂ ଫିଟ୍‌ନେସ କୋଚ୍‌ ଶ୍ୱେତା ସୁବ୍ବିହା ୨୦୧୭ରେ ‘ସିଷ୍ଟର୍ସ ଇନ୍‌ ସୁଇଟ୍‌’ ସଂସ୍ଥା ମାଧ୍ୟମରେ…

ଅଳପ ଲୋକେ ଅଧିକାର…

ହରେକୃଷ୍ଣ ଦାସ   ଯଜ୍ଞଭୁକ୍‌ ଭଗବାନ ଶ୍ରୀକୃଷ୍ଣ ମର୍ତ୍ତ୍ୟାବତରଣ କରି ଗୋପୀ,ଗୋପାଳ ବାଳକଙ୍କ ସହ ଏକାଠି ଖାଇ, ଗାଈ ଚରାଇ ହସଖୁସିରେ ଦିନ କାଟିବା କଥାଟା ବ୍ରହ୍ମାଙ୍କୁ ପସନ୍ଦ ଆସିଲାନି। ତେଣୁ ସେ ଶ୍ରୀକୃଷ୍ଣଙ୍କୁ କର୍ତ୍ତବ୍ୟ ସଚେତନ କରାଇବା ସହ ନିଜ…

ଦ୍ୱିତୀୟ ଭଗବାନ୍‌ ବି ଯମ ହୋଇପାରେ

ସହଦେବ ସାହୁ     ଅକ୍ଟୋବର ୧୯ରେ ଏହି ସ୍ତମ୍ଭରେ ‘ଧବଳଟଗର ଉପରେ କଳା ଆବରଣ’ ଅଗ୍ରଲେଖରେ କଟକ ସହରରେ କେତେକ ଔଷଧ ଦୋକାନୀ ଭେଜାଲ ଔଷଧ ବିକ୍ରି କରି କଟକର ବଦନାମ କରୁଛନ୍ତି ବୋଲି ଦର୍ଶାଇଥିଲି; ତାହା ପଢ଼ି ଆପଣମାନେ…

ଗୋଟିଏ ଚିନ୍ତା

ଦେଶ ଏବଂ ଦେଶବାସୀଙ୍କ ଲାଗି ବ୍ୟବସ୍ଥାପକ, କାର୍ଯ୍ୟପାଳିକା ଓ ନ୍ୟାୟପାଳିକାର ଗୋଟିଏ ଭାବନା ରହିବା ଦରକାର ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୬ ନଭେମ୍ବର ସମ୍ବିଧାନ ଦିବସ ଅବସରରେ ଆହ୍ବାନ ଦେବା ପରେ ଏକ ନୂଆ ଧରଣର ଆଲୋଚନା ଆରମ୍ଭ ହୋଇଛି।…

ନୂଆ ଗାଡ଼ି ଖତ ଖାଉଛି, ସ୍ବାସ୍ଥ୍ୟକେନ୍ଦ୍ରରେ ଲାଗିଛି ଭଡ଼ା ଗାଡ଼ି

ଖଣ୍ଡପଡା,୨୮ା୧୧(ସ୍ବ.ପ୍ର.): ଲୋକେ ଉଦାହରଣ ଛଳରେ କୁହନ୍ତି ‘ସରକାର କା ମାଲ ଦରିଆ ମେ ଡ଼ାଲ’। ଠିକ୍‌ ସେପରି ଏକ ଉଦାହରଣ ପାଲଟିଛି କଣ୍ଟିଲୋ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ନୂତନ ଆମ୍ବୁଲାନ୍ସ ।ଆଜକୁ ୯ ବର୍ଷ ତଳେ ଏହି ଆମ୍ବୁଲାନ୍ସ କିଣା ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri