Home Left

ଜିଆଇ ଟ୍ୟାଗ୍‌ ମାନ୍ୟତା ଦୌଡ଼ରେ ନୟାଗଡ଼ ନାହିଁ

ନୟାଗଡ଼ ଅଫିସ,(ଲୋକନାଥ ମିଶ୍ର)୨୮।୧୧: ଚେନ୍ନାଇଠାରେ ଆସନ୍ତା ଡିସେମ୍ବରରେ ଭୌଗୋଳିକ ସଙ୍କେତ ବା ଜିଓଗ୍ରାଫିକାଲ୍‌ ଇଣ୍ଡିକେସନ(ଜିଆଇ) ରେଜେଷ୍ଟ୍ରି ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିପାଇଁ ଓଡ଼ିଶାରୁ ଗଜପତି ଜିଲାର ଖଜୁରୀ ଗୁଡ଼, କଟକର ରୁପା ତାରକସୀ ହସ୍ତଶିଳ୍ପ, ମୟୁରଭଞ୍ଜର କାଇ ଚଟଣୀ, ଢ଼େଙ୍କାନାଳର…

ରାମନାଗୁଡ଼ା ବିଡିଓଙ୍କ ବିରୋଧରେ ଅଭିଯୋଗ ଭିତ୍ତିହୀନ

ରାମନାଗୁଡ଼ା,୨୮।୧୧(ଡି.ଏନ୍‌.ଏ.): ରାମନାଗୁଡ଼ା ବ୍ଲକରେ ପଞ୍ଚାୟତ ନିର୍ବାଚନରେ ୧୨ ପଞ୍ଚାୟତ ନିମନ୍ତେ ସରପଞ୍ଚ, ସମିତିସଭ୍ୟ ପଦବୀ ପାଇଁ ନିର୍ବାଚନ ହୋଇଥିବା ବେଳେ ସବୁଠୁ ଚର୍ଚ୍ଚାରେ ଥିବା ଅଧ୍ୟକ୍ଷ ପଦ ପାଇଁ ବିଜେଡି ଓ କଂଗ୍ରେସ ଦଳ ମଧ୍ୟରେ ଟଣାଓଟରା ଚାଲିଥିଲା। ଶେଷ ପର୍ଯ୍ୟାୟରେ…

ଧାନ କେଣ୍ଡା ଧରିବାରେ ବାଧକ ସାଜିଛି ଷ୍ଟ୍ରିଟ୍‌ ଲାଇଟ୍‌

ଉମରକୋଟ,୨୮।୧୧(ସ୍ବ.ପ୍ର.): ଆଜିର ବିଜ୍ଞାନ ଯୁଗରେ ସୁବିଧା ପାଇଁ ମଣିଷ ଅନେକ ଆବିଷ୍କାର କରୁଛି। କିନ୍ତୁ ଏହାଦ୍ୱାରା ବେଳେବେଳେ କେତେକ ଅସୁବିଧା ଦେଖାଯିଏ। ଏପରିକି କୃଷି କାର୍ଯ୍ୟ ମଧ୍ୟ ପ୍ରଭାବିତ ହେଉଛି। ଏହାର ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ।…

ଇଟାଭାଟି ମାଲିକଙ୍କୁ ନିର୍ମମ ହତ୍ୟା

ମହାକାଳପଡ଼ା,୨୮ା୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଖରିନାସୀ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିବା ଜଣାପଡ଼ିଛି। ମୃତ ଯୁବକଙ୍କ ନାମ ଦିନେଶ ବୈଦ(୩୫)। ତାଙ୍କ ଘର ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ପଞ୍ଚାୟତର ପିତାପାଟ…

ବିଜୁଳି ଖୁଣ୍ଟରେ ପିଟି ହେଲା ବିମାନ, ୯୦ ହଜାର ଘର ଅନ୍ଧାର

ମୌଟଗୋମରି,୨୮ ।୧୧: ଆମେରିକା ମେରିଲ୍ୟାଣ୍ଡରେ ମୌଟଗୋମରିରେ ରବିବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଏକ ଛୋଟ ବିମାନ କ୍ରାସ ହୋଇ ବିଜୁଳି ଖୁଣ୍ଟରେ ପିଟି ହୋଇଯାଇଥିଲା । ଫଳରେ ଉକ୍ତ ଅଞ୍ଚଳରେ ବଡ ଧରଣର ବିଜୁଳି ସଙ୍କଟ ଉପୁଜିଛି…

ବୃଦ୍ଧି ହେବ ରୋଗ ପ୍ରତିରୋଧକ ଶକ୍ତି

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସବୁବେଳେ ଦୃଢ଼ ରହିବା ଦରକାର। ନ ହେଲେ ଆମେ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ହେଲେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ଏକ ସରଳ ତଥା ସହଜ ଉପାୟ…

ଭୋପାଳ ଗ୍ୟାସ୍‌ ଦୁର୍ଘଟଣା

୧୯୮୪ ମସିହା ଡିସେମ୍ବର ୨ ତାରିଖ, ମଧ୍ୟପ୍ରଦେଶର ରାଜଧାନୀ ଭୋପାଳ ସହରର ଏକ ଶୀତୁଆ ବିଲମ୍ବିତ ରାତ୍ରି। ଲୋକମାନେ ରେଜେଇ ଘୋଡ଼େଇ ଶୋଇ ପଡ଼ିଛନ୍ତି ନିଘୋଡ଼ ନିଦରେ। କିଏ ଜାଣିଥିଲା ଏହା ଭୋପାଳବାସୀଙ୍କ ପାଇଁ ଏକ କାଳରାତ୍ରି ହେବ ବୋଲି! ଏହିଦିନ…

ଅବସର ନେବେ ନାଲ୍‌କୋ ଇଡି, ଜିଜିଏମ୍‌

ବଅଁରପାଳ,୨୮।୧୧(ଡି.ଏନ୍‌.ଏ.): ନାଲ୍‌କୋ ନିର୍ବାହୀ ନିର୍ଦ୍ଦେଶକ (ଇଡି) ଅମ୍ବିକା ପ୍ରସାଦ ପଣ୍ଡା ଏବଂ ଜିଜିଏମ୍‌ (ମାନବ ସମ୍ବଳ) ସତ୍ୟାନନ୍ଦ ସାହୁଙ୍କ କାର୍ଯ୍ୟକାଳ ୪ ଦିନ ପରେ ଶେଷ ହେବ। ଖାଲି ପଡୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ କମ୍ପାନୀ ପକ୍ଷରୁ କାହାକୁ ନିଯୁକ୍ତି ଦିଆଯିବ,…

କ୍ୟାମରୁନରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ, ୧୪ ମୃତ ମାଟିତଳେ ପୋତି ହୋଇଛନ୍ତି ଅନେକେ

ୟାଉଣ୍ଡେ,୨୮ ।୧୧: କ୍ୟାମରୁନର ରାଜଧାନୀ ୟାଉଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ ହାଇ ୧୪ ଜଣଙ୍କ ମୃତ୍ୟୁ ହୋଇଥିବ ଜଣାପଡିଛି । ଘଟଣା ରବିବାର ଘଟିଛି । ସ୍ଥାନୀୟ ଗର୍ଭନର କହିଛନ୍ତି ଏହି…

ଅସହ୍ୟ ଶୀତ, ଘନ କୁହୁଡ଼ି, ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ପାରଦ ତଳମୁହାଁ ହେବା ସହ କାକର ପଡ଼ିଛି। ଗଛ ଲତା, ରାତି ବାହାରେ ରଖାଯାଇଥିବା ଗାଡ଼ିମୋଟର ଉପରେ ପତଳା ତୁଷାର ଭଳି କାକର ପଡ଼ିଛି।…

ଓଏଲ୍‌ଏକ୍ସରେ ବିଜ୍ଞାପନ ଦେବା ପଡ଼ିଲା ମହଙ୍ଗା: ସେନା କର୍ମଚାରୀ କହି ଠକିନେଲେ ୩.୪୪ ଲକ୍ଷ

ବ୍ରହ୍ମପୁର ଅଫିସ,୨୮ା୧୧: ଘରଭଡ଼ା ପାଇଁ ଅନ୍‌ଲାଇନ ଆପ୍‌ ଓଏଲ୍‌ଏକ୍ସରେ ବିଜ୍ଞାପନ ଦେବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। ବିଜ୍ଞାପନରେ ଥିବା ମୋବାଇଲ୍‌ ନମ୍ବରକୁ କେହି ଜଣେ ଠକ ଫୋନ୍‌ କରି ନିଜକୁ ସେନା କର୍ମଚାରୀର ପରିଚୟ ଦେଇ ବିଶ୍ୱାସଭାଜନ ହେବାସହ ଘର…

କେନ୍ଦ୍ରମନ୍ତ୍ରୀଙ୍କ ମନ୍ତବ୍ୟ ସଂଘୀୟ ବ୍ୟବସ୍ଥା ପ୍ରତି କୁଠାରାଘାତ: ପ୍ରସନ୍ନ

ବରଗଡ଼ ଅଫିସ୍‌/ପଦ୍ମପୁର, ୨୮।୧୧(ଡି.ଏନ.ଏ): ଚାଷୀଙ୍କୁ ବୀମା କ୍ଷତିପୂରଣ ଏବଂ ବରଗଡ଼ରୁ ଭାୟା ପଦ୍ମପୁର ଦେଇ ନୂଆପଡ଼ାକୁ ରେଳପଥ ନିର୍ମାଣ ଏବେ ପଦ୍ମପୁର ଉପନିର୍ବାଚନରେ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ରବିବାର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri