Home Left

ଚଳଚଞ୍ଚଳ ଡଗରା ବେଳାଭୂମି

ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ ବିମୋହିତ କରୁଛି। ବିସ୍ତୀର୍ଣ୍ଣ ଝାଉଁ ଜଙ୍ଗଲରେ ଭଳିକି ଭଳିି ଭାଷାବାସୀଙ୍କ ସହିତ ନିଆରା ଖାଦ୍ୟ…

ଲୁଣାନଦୀ ବନ୍ଧର ସ୍ଥିତି ପରଖିଲେ ସର୍ବୋଚ୍ଚ ଯନ୍ତ୍ରୀ

ଡେରାବିଶ,୨୮ା୧୧(ସ୍ବ.ପ୍ର.): ଲୁଣା-କରାଣ୍ଡିଆ ଦ୍ୱିପାଞ୍ଚଳର ମାର୍ଶାଘାଇ ବ୍ଲକ ପକ୍ଷୋଟ ଠାରେ ଲୁଣାନନୀ ବନ୍ଧ ଭୁଶୁଡ଼ିବା ଘଟଣାରେ ରବିବାର ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଇଂ. ଭକ୍ତ ରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ଇଂ. ସାଗର ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଇଂ. ପୂର୍ଣ୍ଣଚନ୍ଦ୍ର ରଥ ଘଟଣା…

ମୃତ କୁମ୍ଭୀର ପେଟରୁ ବାହାରିଲା କୁକୁର,ଝୋଟଅଖା

ରାଜନଗର,୨୮ା୧୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ହଂସୁଆ ନଦୀ ତଟରୁ ଏକ ମୃତ ଅଣ୍ଡିରା ବଉଳା କୁମ୍ଭୀର ରବିବାର ଜବତ କରାଯାଇଥିଲା ା ରାଜନଗର ଗୋପାଳପୁର ଲୁଣା ଘେରିବନ୍ଧର ବିଜୁଳିଆ ନିକଟରୁ ଏହି ମୃତ କୁମ୍ଭୀର ଭାସୁଥିଲା ା ପ୍ରତ୍ୟୁଷରୁ…

ଭିତରକନିକାର ୮୭୧ ପର୍ଯ୍ୟଟକ

ରାଜନଗର,୨୮ା୧୧(ଡି.ଏନ.ଏ.): ରବିବାର ଗୋଟିଏ ଦିନରେ ଭିତରକନିକାକୁ ୮୭୧ ପର୍ଯ୍ୟଟକ ପରିଭ୍ରମଣରେ ଆସିଥିଲେ। ୭୯ ବୋଟରେ ପର୍ଯ୍ୟଟକମାନେ ଭିତରକନିକାର ଶୋଭା ଉପଭୋଗ କରୁଛନ୍ତି। ସ୍ଥଳପଥରେ ୩୨୭ ପର୍ଯ୍ୟଟକ ଭିତରକନିକା ପରିଭ୍ରମଣରେ ଆସିଥିଲେ। ସ୍ଥଳପଥରେ ଆସିଥିବା ୩୨୭ ପର୍ଯ୍ୟଟକ ଡାଙ୍ଗମାଳଠାରେ ଥିବା ଶବ୍ଦବିହୀନ ୧୭ଟି…

ମୟଙ୍କ ଓ ସର୍ବେଶଙ୍କ ଶତକ

ସମ୍ବଲପୁର,୨୮ା୧୧(ବ୍ୟୁରୋ): ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଚାଲିଥିବା ସର୍ବଭାରତୀୟ ୧୯ବର୍ଷରୁ କମ୍‌ କୁଚବିହାର ଟ୍ରଫିି ରବିବାର ଦ୍ୱିତୀୟ ଦିନ ଖେଳ ଶେଷ ହୋଇଛି। ହରିୟାଣା ଦଳର ଦୁଇଜଣ ଖେଳାଳି ଶତକ ଓ ତିନିଜଣ ଅର୍ଦ୍ଧଶତକ କରି ମ୍ୟାଚକୁ ମଜଭୁତ ସ୍ଥିତିରେ…

ମସ୍କଙ୍କ ସମସ୍ୟାର ସମାଧାନ କଲା ୟୁପି ପୋଲିସ, ପୋଷ୍ଟ ଭାଇରାଲ

ନ୍ୟୁୟର୍କ,୨୮ ।୧୧: ଟୁଇଟରର ନୂଆ ମାଲିକ ହେବା ପରେ ବିଲେନିୟର ଏଲନ ମସ୍କ ସବୁବେଳେ ନିଜ ନିଷ୍ପତ୍ତିକୁ ଠିକ ବୋଲି ପ୍ରମାଣ କରିବାକୁ ଚାହୁଁଛନ୍ତି । ଶନିବାର ମସ୍କ ଦାବି କରିଥିଲେ କି ଟୁଇଟରରେ ୟୁଜର ସାଇନଅପ ସର୍ବକାଳୀନ ଉଚ୍ଚସ୍ତରରେ ରହିଛି…

ବିନା ଅନୁମତିରେ ଅନୁପସ୍ଥିତ: ୬ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ରଗଡ଼ି,୨୮ା୧୧(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ୍‌ ପଛିକୋଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିନା ଅନୁମତିରେ ଅନୁପସ୍ଥିତ ରହିଥିବା ୬ ଜଣ ଶିକ୍ଷକଙ୍କ ପାଇଁ ମହଙ୍ଗା ପଡିଛି। ଗତ ୨୪ ତାରିଖ ମଧ୍ୟାହ୍ନରେ ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ସ୍କିମ୍‌) ଶଶଧର ସିଂ ପରିଦର୍ଶନରେ ଯାଇଥିବାବେଳେ…

ବିପର୍ଯ୍ୟୟ ସୃଷ୍ଟିକଲା ମରକ୍କୋ

ଦୋହା, ୨୮।୧୧: ଚଳିତ ଫିଫା ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ ଘଟାଇଛି ମରକ୍କୋ। ରବିବାର ଅଲ ଥୁମାମା ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ଏଫ୍‌’ ମ୍ୟାଚରେ ଏହି ଦଳ ବିଶ୍ୱର ୨ ନମ୍ବର ବେଲଜିୟମକୁ ୨-୦ ଗୋଲରେ ପରାସ୍ତ କରିଛି। ମରକ୍କୋ ଏବେ…

ଜୟନ୍ତୀଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୮।୧୧ (କ୍ରୀଡ଼ା ପ୍ରତିନିଧି): ପର୍ତ୍ତୁଗାଲରେ ଚାଲିଥିବା ଆଇଡବ୍ଲ୍ୟୁଏଏସ୍‌ (ଇଣ୍ଟରନ୍ୟାଶନାଲ ହୁଇଲଚେୟାର ଆଣ୍ଡ ଆମ୍ପ୍ୟୁଟି ସ୍ପୋଟର୍‌ସ) ଓ୍ବାଲର୍‌ଡ ଗେମ୍ସର ଟି୪୬/୪୭ ମହିଳା ୨୦୦ ମିଟର ରେସ୍‌ରେ ଓଡ଼ିଶାର ଜୟନ୍ତି ବେହେରା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୨୭.୫୯ ସେକେଣ୍ଡ ସମୟ…

ବିରୂପା ନଦୀବନ୍ଧ ଘାଇ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ

ଚଣ୍ଡିଖୋଲ,୨୮ା୧୧(ଡି.ଏନ.ଏ.): କଟକ ଜଗତପୁର-ପଟ୍ଟାମୁଣ୍ଡାଇ କେନାଲର ତ୍ରିବେଣୀଶ୍ୱରଠାରେ ରବିବାର ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତରଞ୍ଜନ ମହାନ୍ତି, ମୁଖ୍ୟଯନ୍ତ୍ରୀ ସାଗର ରଞ୍ଜନ ମହାନ୍ତି, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ରଥ ପ୍ରମୁଖ ପହଞ୍ଚି ଘାଇ ବନ୍ଧା ହୋଇଥିବା ସ୍ଥଳ ପରିଦର୍ଶନ କରିଛନ୍ତି। ସେମାନେ ବିରୂପା…

କିଟ୍‌କୁ ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର

ଭୁବନେଶ୍ୱର,୨୮ା୧୧: କ୍ରୀଡ଼ାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡଷ୍ଟ୍ରିଆଲ୍‌ ଟେକ୍ନୋଲୋଜି(କିଟ୍‌)କୁ ଭାରତୀୟ ବାଣିଜ୍ୟ ଓ ଶିଳ୍ପ ମହାସଂଘ (ଫିକି) ପକ୍ଷରୁ ଚଳିତ ବର୍ଷର ଫିକି ଇଣ୍ଡିଆ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରବିବାର ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର…

ପୁରୀ ରଥଯାତ୍ରାକୁ ମିଳିପାରେ ୟୁନେସ୍କୋ ମାନ୍ୟତା

ପୁରୀ ଅଫିସ, ୨୮ା୧୧: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ୨୦୨୩ ପୁରୀ ରଥଯାତ୍ରାକୁ ୟୁନେସ୍କୋର ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ମିଳିପାରେ ବୋଲି ଆଶା ପ୍ରକାଶ ପାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri