Home Left

୪ ବିଇଓଙ୍କ ହାତରେ ୧୧ ବ୍ଲକର ଶିକ୍ଷା ବ୍ୟବସ୍ଥା

ରାୟଗଡ଼ା ଅଫିସ,୨୮ା୧୧: ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ପିଲାଙ୍କୁ ସ୍କୁଲ ମୁହାଁ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ହେଲେ ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲାରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। ଜିଲାରେ ୧୧ ବ୍ଲକ ମଧ୍ୟରୁ…

୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି

ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି। ଏକ…

ମେହେବୁବା ମୁଫତିଙ୍କ ସମେତ ପୂର୍ବତନ ବିଧାୟକଙ୍କୁ ୨୪ ଘଣ୍ଟାରେ ସରକାରୀ ଘର ଖାଲି କରିବାକୁ ନୋଟିସ, ଆଇନଗତ କାର୍ଯ୍ୟାନୁଷ୍ଠାନର ଚେତାବନୀ

ଶ୍ରୀନଗର, ୨୮ ।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ପ୍ରଶାସନ ରବିବାର ପିପୁଲ୍ସ ଡେମୋକ୍ରାଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତି ଓ ଅନ୍ୟ ୭ ପୂର୍ବତନ ବିଧାୟକଙ୍କୁ ୨୪ ଘଣ୍ଟା ଭିତରେ ସରକାରୀ ଘର ଖାଲି କରିବାକୁ କହିଛନ୍ତି । ଅଧିକାରୀଙ୍କ ପକ୍ଷରୁ…

କ୍ୟାମେରା ପାଖେ ମନ୍ଥର, ପରେ କ୍ଷିପ୍ର

ଯାଜପୁର ଅଫିସ,୨୮ା୧୧: ବିଶ୍ୱରେ ଦୁର୍ଘଟଣାଜନିତ ମୃତ୍ୟୁର ପ୍ରାୟ ୧୧% ଭାରତରେ ହେଉଛି। ଓଡ଼ିଶାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣା ହେତୁ ପ୍ରାୟ ୫ହଜାର ଲୋକଙ୍କ ମୃତ୍ୟୁ ହୋଇଥାଏ। ଏହି କାରଣରୁ ରାଜ୍ୟ ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଡ୍ରାଇଭିଂ ଇଲେକ୍ଟ୍ରୋନିକ୍‌…

ଆର୍ୟନଙ୍କ ସହ ନଜର ଆସିଲେ ଅନନ୍ୟା

ମୁମ୍ବାଇ: ଆର୍ୟନ ଖାନ୍‌ଙ୍କୁ ତାଙ୍କର ଜଣେ ବନ୍ଧୁଙ୍କ ଘର ବାହାରେ ଦେଖିବାକୁ ମିଳିଛି। ବିଶେଷ କଥା ହେଉଛି ତାଙ୍କ ସହ ଅନନ୍ୟା ପାଣ୍ଡେଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଶାହରୁଖଙ୍କ ପୁଅ ଆର୍ୟନ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରହିଥାନ୍ତି। ଡ୍ରଗ୍ସ ମାମଲାରେ ସେ…

ଲୁଟିନେଲେ ୧୬କେଜି ସୁନା, ନଗଦ ଟଙ୍କା

ଭୋପାଳ,୨୭।୧୧: ମଧ୍ୟପ୍ରଦେଶ କଟ୍‌ନି ଜିଲାରେ ସୁନା ବଦଳରେ ଋଣ ଦେଉଥିବା ଏକ ସଂସ୍ଥାରୁ ଡକାୟତମାନେ ୧୬ କେଜି ସୁନା ଓ ନଗଦ ୩.୫ ଲକ୍ଷ ଟଙ୍କା ଲୁଟି ନେଇଥିବା ଜଣାପଡିଛି। ମୁଖାପିନ୍ଧା ୬ ଜଣ ସଶସ୍ତ୍ର ଡକାୟତ ବାଇକ୍‌ରେ ଆସି କାର୍ଯ୍ୟାଳୟ…

ଭୁଶୁଡ଼ିଲା ଫୁଟ୍‌ ଓଭରବ୍ରିଜ: ଜଣେ ମୃତ, ୧୪ ଯାତ୍ରୀ ଆହତ

ନାଗପୁର,୨୭।୧୧: ମହାରାଷ୍ଟ୍ର କେନ୍ଦ୍ରୀୟ ରେଲଓ୍ବେ ନାଗପୁର ଡିଭିଜନ ଅଧୀନ ବଲ୍ଲାରଶାହ ଷ୍ଟେଶନରେ ରବିବାର ଏକ ଅଘଟଣ ଘଟିଛି। ଏକ ଫୁଟ୍‌ ଓଭରବ୍ରିଜ୍‌ର କିଛି ଅଂଶ ଭୁଶୁଡ଼ି ପଡିଛି। ଫଳରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଯାତ୍ରୀ ଆହତ…

ପାକିସ୍ତାନରେ ପହଞ୍ଚିଲା ଇଂଲଣ୍ଡ ଦଳ

ଇସ୍‌ଲାମାବାଦ,୨୭ା୧୧: ବେନ୍‌ ଷ୍ଟୋକ୍ସଙ୍କ ନେତୃତ୍ୱାଧୀନ ଇଂଲଣ୍ଡ ଦଳ ରବିବାର ଇସ୍‌ଲାମାବାଦରେ ପହଞ୍ଚିଛି। ୨୦୦୫ ପରେ ଦଳ ପାକିସ୍ତାନରେ ଏହାର ପ୍ରଥମ ଟେଷ୍ଟ ସିରିଜ ଖେଳିବ। ରାଓ୍ବଲପିଣ୍ଡିରେ ପ୍ରଥମ ଟେଷ୍ଟ ଆସନ୍ତା ଗୁରୁବାରଠାରୁ ଆରମ୍ଭ ହେବ। ଦ୍ୱିତୀୟ ଟେଷ୍ଟ ଡିସେମ୍ବର ୯ରୁ ୧୩…

ଉଦ୍ଧାର ହେଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ

କୋକସରା/ଗୋଲାମୁଣ୍ଡା,୨୭ା୧୧(ଡି.ଏନ.ଏ.): ରବିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅଧୀନ ତୁମୁରା ନିକଟରୁ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ଘର କୋକସରା ବ୍ଲକ ମହିମା ପଞ୍ଚାୟତ ଘଣ୍ଟିଗୁଡା ଗ୍ରାମରେ। ଶ୍ରମିକମାନେ ନୂଆପଡା ଜିଲା ହାତୀବନ୍ଧାର ଜଣେ ଦାଦନ…

ଦୁର୍ଘଟଣାରେ ଯୁବ ଇଞ୍ଜିନିୟରଙ୍କ ଚାଲିଗଲା ଜୀବନ: ୨ ସାଙ୍ଗ ଗୁରୁତର

ବଡ଼ବିଲ/ଯୋଡ଼ା,୨୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ୧୦ ନମ୍ବର ରାଜ୍ୟ ରାଜପଥ ସେରେଣ୍ଡାଠାରେ ହାଇଓ୍ବା ପଛକୁ ବୋଲେରୋ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଯୋଡ଼ା ଥାନା ଏଫଏପି…

କୋଭିଡ୍‌ କଟକଣାକୁ ନେଇ ତେଜୁଛି ଆନ୍ଦୋଳନ: ରାଷ୍ଟ୍ରପତି ଜିନ୍‌ପିଙ୍ଗଙ୍କ ଇସ୍ତଫା ଦାବି

ସାଂଘାଇ,୨୭ା୧୧: ଚାଇନାର ସାଂଘାଇ ସମେତ ବିଭିନ୍ନ ସହରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ସରକାର ବେଜିଂ, ସାଂଘାଇ ଓ ଉରୁମ୍‌କି ଆଦି ସହରରେ ଜିରୋ କୋଡିଡ୍‌ ପଲିସି ଲାଗୁକରି କଟକଣା ଜାରି କରାଯାଇଛି। ଏହାର ପ୍ରତିବାଦରେ ଜନସାଧାରଣ ରାଜରାସ୍ତାକୁ ଓହ୍ଲାଇ…

ବିସ୍ଫୋରଣରେ ଭୁଶୁଡ଼ିଲା ଛାତ: ନିଆଁ ଲାଗି ଜଣେ ଗୁରୁତର

ଚାନ୍ଦବାଲି,୨୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ଦକ୍ଷିଣସାହି ଗ୍ରାମରେ ରବିବାର ଅପରାହ୍ନରେ ଏକ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ଏତେ ଶକ୍ତିଶାଳୀ ଥିଲା ଯେ, ଘର ଛାତ ଭୁଶୁଡି ପଡିଥିବା ଜଣାପଡିଛି। ଏଥିରେ ବିଷ୍ଣୁମୋହନ ସାହୁ(୪୫) ନାମକ ଜଣେ ବ୍ୟକ୍ତି ଗୁରୁତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri