ବ୍ରିଟିଶ ଗଣ୍ଡ ପୋତିବା ପାଇଁ ଗଦା ହୋଇଛି ଆସ୍ପଣ୍ଡ: ଜମିରେ ମାଡ଼ୁଛି ବିଷାକ୍ତ ପାଣି
ମହାକାଳପଡ଼ା, ୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ – ମାର୍ଶାଘାଇ ମୁଖ୍ୟ କେନାଲ ବ୍ରିଟିଶ ଗଣ୍ଡ ପୋତିବା ପାଇଁ ପାହାଡ଼ ଭଳି ଗଦା ହୋଇଛି ଆସ୍ପଣ୍ଡ। କେନାଲ ପାର୍ଶ୍ୱ ଚାଷ ଜମିରେ ମାଡ଼ୁଛି ଗୁଣ୍ଡର ବିଷାକ୍ତ…
ଭଲ ଡ୍ରାଇଭିଂ ରେକର୍ଡ ଥିଲେ ଚାଳକଙ୍କୁ ମିଳିବ ଏହି ଉପହାର, ନିୟମ ଭାଙ୍ଗିଲେ ରଦ୍ଦ ହେବ ଲାଇସେନ୍ସ: ଜାଣନ୍ତୁ ନୂଆ ନିୟମ
ନୂଆଦିଲ୍ଲୀ,୯।୯: ରାସ୍ତାରେ ବାରମ୍ବାର ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ପାଇଁ ଆସୁଛି ବଡ଼ ଝଟ୍କା। ଏଣିକି କେବଳ ଚାଲାଣ କାଟି ଛାଡ଼ି ଦିଆଯିବ ନାହିଁ। ଟ୍ରାଫିକ ନିୟମ ଭାଙ୍ଗିଲେ ଡ୍ରାଇଭିଂ ଲାଇସେନ୍ସ ଏବଂ ଗାଡ଼ିର ଆର୍ସିରୁ ପଏଣ୍ଟ କଟାଯିବ।…
କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ
କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ ଅଞ୍ଚଳରେ ଥିବା ଏକ ଘରୋଇ କଲେଜରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି…
ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍
ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ ବାରାମତୀରେ କାମ କରୁଥିଲେ।ଗତ ୩ ତାରିଖରେ ସମୀର ତାଙ୍କ ସାଙ୍ଗ କୃଷ୍ଣ ଗୌଡ଼…
ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା
ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ ମୁଖ୍ୟ ଭାବେ ଆହୁରି ଆଗରେ ରହିବେ। ନୂଆ ବ୍ୟବସ୍ଥା ଅନୁଯାୟୀ, ୱଙ୍ଗଙ୍କ ବାର୍ଷିକ…
ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ ସୂର୍ଯ୍ୟଙ୍କ ପ୍ରତ୍ୟେକ ରାଶି ପରିବର୍ତ୍ତନ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ। ଜ୍ୟୋତିଷ ଗଣନା…
୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ
ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର ସନ୍ଧ୍ୟା ୫ଟା ୦୩ ମିନିଟ୍ରେ ମଙ୍ଗଳ କର୍କଟ ରାଶିରେ ପ୍ରବେଶ କରିବେ। କର୍କଟ…
ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା
ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ (IRGC) ବାଲିଷ୍ଟିକ କ୍ଷେପଣାସ୍ତ୍ର ବ୍ୟବହାର କରି ଆମେରିକୀୟ ନୌସେନା ଯୁଦ୍ଧଜାହାଜକୁ ଦୁଇଥର ଟାର୍ଗେଟ…
ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ
କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା ରାସ୍ତାରେ ଥିବା ରେଳ ଫାଟକ ଯୋଗୁ ଲୋକେ ଦୀର୍ଘଦିନ ଧରି ଗମନାଗମନରେ ଘୋର…
ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’
ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା ଆୟ କରିଛି। ଟ୍ରେଡ୍ ଟ୍ରାକିଂ ଓ୍ବେବସାଇଟ୍ ସାକନିଲ୍କ ଅନୁଯାୟୀ, ଘରୋଇ ବକ୍ସ ଅଫିସରେ…
୧୧ରେ ମୋଦି-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି କ୍ରେମ୍ଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର କହିଛନ୍ତି।…
ଭାରତ ସହ ସହଯୋଗ ବଢ଼ାଇବ ଇରାନ
ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ ବଢ଼ାଇବା ଉପରେ ଇରାନ ଗୁରୁତ୍ୱ ଦେଇଛି। ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ସମିଟ୍ରେ…

