SIR ନେଲାଣି ୧୦୭ ଲୋକଙ୍କ ଜୀବନ
କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR) ସମ୍ପର୍କିତ ଭୟ ଏବଂ ଚିନ୍ତା ଯୋଗୁ ପଶ୍ଚିମବଙ୍ଗରେ ୧୦୭ ଜଣଙ୍କର ମୃତ୍ୟୁ ହୋଇଛି।…
ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ
ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍ସ୍ପଟ୍ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଥିଲେ ହେଁ ଏନ୍ଏଚ୍ଏଆଇ ଓ ଜିଲା ପ୍ରଶାସନ ପକ୍ଷରୁ…
ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ କଲେଜ ପରିସରରେ ଥିବା ହରବାଲ୍ ଗାର୍ଡେନରେ ବୃକ୍ଷ ରୋପଣ…
୧ ବଲ୍ ୯ ରନ୍: ବିନା ଓ୍ବାଇଡ୍-ନୋ ବଲ୍ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍ ପଡ଼ିଆରେ ରୋଚକ ଘଟଣା
ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ ସମୟରେ ଗୋଟିଏ ବଲ୍ରେ ନଅ ରନ କରିଥିଲା। ଆଫଗାନିସ୍ତାନ ଅଧିନାୟକ ମେହବୁବ ଖାନ…
ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍ ଝଟ୍କା: ଯନ୍ତ୍ରଣାରେ ଛଟ୍ପଟ୍ ହୋଇ…
ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ ସାମିଲ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ଅଭ୍ୟାସ ମ୍ୟାଚ ସମୟରେ ହର୍ଷିତ ଆଘାତ…
ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍, ୫ ଦିନ ପରେ ମିଳିଲା…
ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି । ଘଟଣାସ୍ଥଳରେ ବ୍ରଜରାଜନଗର ଏସଡିପିଓ ଚିନ୍ତାମଣି ପ୍ରଧାନ, ଥାନାଧିକାରୀ ଧବଳେଶ୍ୱର ସାହୁ ରାମପୁର…
ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…
ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ ବୟାନ ପାଇଁ ନୁହେଁ, ବରଂ ବଲିଉଡରେ ତାଙ୍କର ଆଗାମୀ ପ୍ରବେଶ ପାଇଁ। ରିପୋର୍ଟ…
ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍
ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି। ଏନେଇ ଗୁରୁବାର ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁର ଠାରେ ଉଦ୍ଘାଟନ ତାରିଖ ରହିଥିବା ଯୋଗୁ…
ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…
ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ କୁମ୍ଭାରିଆ ଗାଁରେ, ବିବାହର କିଛି ଘଣ୍ଟା ପରେ କନ୍ୟା ମା’ ହେବା ଖବର…
ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ
ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ ସୁରକ୍ଷା କମିଟି ପକ୍ଷରୁ ପାଟଣେଶ୍ୱରୀ ମହୋତ୍ସବ ଆୟୋଜିତ କରାଯାଇଥିଲା । ବୁଧବାର ଶେଷ…
UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ
ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍ ବିଲ ପୈଠ କରିବା ଏବଂ ବନ୍ଧୁମାନଙ୍କୁ ଟଙ୍କା ପଠାଇବା ପର୍ଯ୍ୟନ୍ତ, UPI ସବୁଠି ବ୍ୟବହାର…
ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ
କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ ପଶ୍ଚିମବଙ୍ଗ ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ୨୦୦୮ ରୁ…
Archives


