ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍ ଆରୋହୀଙ୍କ ମୃତ
ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍ ସହ ତାଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ…
୨୯ରେ କୁଲାଡ଼ ଗ୍ରାମବାସୀଙ୍କ ଆନ୍ଦୋଳନ
ବଅଁରପାଳ,୨୬।୧୧(ଡି.ଏନ.ଏ.): ନାଲ୍କୋ ପାରିପାର୍ଶ୍ୱିକ ଗ୍ରାମ କୁଲାଡ଼ ଗ୍ରାମବାସୀଙ୍କ ପକ୍ଷରୁ ଶୁକ୍ରବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଊଷାରାଣୀ ସ୍ବାଇଁ ଏହାର ନେତୃତ୍ୱ ନେଇଥିଲେ। ବୈଠକରେ କୁହାଯାଇଛି ଯେ, ନାଲ୍କୋ ପ୍ଲାଣ୍ଟ ନିକଟରେ ଥିବା କୁଲାଡ଼ ଗ୍ରାମବାସୀ ଦୀର୍ଘଦିନ ହେଲା ଧୂଳିଧୂଆଁରେ…
କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିବେ ପଦ୍ମପୁରବାସୀ: ବିଜେଡି
ଭୁବନେଶ୍ବର,୨୬।୧୧(ବ୍ୟୁରୋ): କେନ୍ଦ୍ର କୃଷିମନ୍ତ୍ରୀ ଏବଂ ରେଳମନ୍ତ୍ରୀ ପ୍ରଚାର ପାଇଁ ଆସୁଥିବା ବେଳେ କେନ୍ଦ୍ର ଅବହେଳାକୁ ନେଇ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ ରଖିବାକୁ ପଦ୍ମପୁରବାସୀ ଅପେକ୍ଷା କରିଛନ୍ତି ବୋଲି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ କହିଛନ୍ତି। ସେ କହିଛନ୍ତି, ପଦ୍ମପୁର ରେଳଲାଇନକୁ କାହିଁକି…
ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା
ଛେଣ୍ଡିପଦା,୨୬ା୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ପଞ୍ଚାୟତ ଟାଙ୍ଗରସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାର ସମାଧାନ ହେଉ ନ ଥିବାରୁ ଶୁକ୍ରବାର ଶତାଧିକ ଛାତ୍ରୀଛାତ୍ରଙ୍କୁ ନେଇ ଅଭିବାବକ, ଗ୍ରାମବାସୀ ପ୍ରତିବାଦ କରିଛନ୍ତି। ସେମାନେ ବିଦ୍ୟାଳୟ ମୁଖ୍ୟ ଫାଟକରେ…
ପୁଣି ଥରିଲା ଆଫଗାନିସ୍ତାନ
କାବୁଲ,୨୬।୧୧:ଆଫଗାନିସ୍ତାନର ଫାୟାଜବାଦରେ ଶନିବାର ୪.୫୪ ମିନିଟ୍ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଛି। ସେହିପରି ଆକ୍ଷାଂଶ ୩୬.୪୬ ହୋଇଥିବା ବେଳେ ଦ୍ରାଘିମା ୭୧.୪୨ ରହିଛି। ତେବେ ଏହି ଭୂକମ୍ପ ଫଳରେ କୌଣସି କ୍ଷୟକ୍ଷତିର ସୂଚନା…
୨୭ରେ ପ୍ରଚାର କରିବେ ଅଶ୍ୱିନୀ, ତୋମାର
ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୭ ତାରିଖରେ ସେମାନଙ୍କ ନିର୍ବାଚନ ସଭା ହେବ…
କେନ୍ଦ୍ର ସରକାର ଏଜେନ୍ସିର: ମମତା
କୋଲକାତା,୨୬।୧୧: ଯାହାଙ୍କୁ ମୁଁ ଭାଇ ଭଳି ଦେଖେ ସେ ମୋତେ କହୁଛନ୍ତି, ପଶ୍ଚିମବଙ୍ଗ ସରକାର ଏବେ ପାର୍ଟି ପାଇଁ, ପାର୍ଟି ଦ୍ୱାରା ଏବଂ ପାର୍ଟିର ହୋଇଯାଇଛି। ତେବେ କେନ୍ଦ୍ର ସରକାର ଏଜେନ୍ସିର, ଏଜେନ୍ସି ଦ୍ୱାରା ଏବଂ ଏଜେନ୍ସି ପାଇଁ ବୋଲି ମୁଁ…
ସହଜ ହେବ ସମାଧାନ
ଅନୁଗୋଳ ଅଫିସ, ୨୬ା୧୧: ଓ୍ବାର୍ଡରେ ଥିବା ସମସ୍ୟା ନେଇ ଆଉ ଧାଇଁବାକୁ ପଡ଼ିବନି ପୌର କାର୍ଯ୍ୟାଳୟକୁ। ପୌରାଞ୍ଚଳର ପ୍ରତି ଓ୍ବାର୍ଡରେ ନିର୍ମାଣ ହେବାକୁ ଥିବା ସ୍ଥାୟୀ ଓ୍ବାର୍ଡ ଅଫିସ ଜରିଆରେ ସହଜରେ ଏହାର ସମାଧାନ ହୋଇପାରିବ। ଏପରି କି ନିଜ ଅଞ୍ଚଳରେ…
‘କେଜ୍ରିଓ୍ବାଲଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର କରୁଛି ଭାଜପା’
ନୂଆଦିଲ୍ଲୀ,୨୬।୧୧(ପି.ଟି.): ଗୁଜରାଟ ବିଧାନସଭା ଏବଂ ଦିଲ୍ଲୀ ମହାନଗର ନିଗମ (ଏମ୍ସିଡି) ନିର୍ବାଚନରେ ପରାଜୟ ଭୟରେ ଭାଜପା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ହତ୍ୟା କରିବା ଲାଗି ଷଡ଼ଯନ୍ତ୍ର ଚଳାଇଥିବା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଗୁରୁବାର ଅଭିଯୋଗ କରିଥିଲେ। ଏନେଇ ନିର୍ବାଚନ କମିଶନଙ୍କ…
ଶେରଗଡ଼ର ଐତିହ୍ୟ ଜଗନ୍ନାଥ ମନ୍ଦିର, ଚନ୍ଦ୍ରବିଳାସ ପ୍ରାସାଦ
ଶେରଗଡ଼,୨୬।୧୧(ଡି.ଏନ.ଏ) ସୂର୍ଯ୍ୟନାରାୟଣ ଦାଶ: ଗଞ୍ଜାମ ଜିଲା ଶେରଗଡରେ ରହିଛି ଐତିହ୍ୟ ଓ ପରମ୍ପରାର ମୂକସାକ୍ଷୀ ଜଗନ୍ନାଥ ମନ୍ଦିର ଓ ଚନ୍ଦ୍ରବିଳାସ ରାଜପ୍ରାସାଦ। ଏହାକୁ ନେଇ ଶେରଗଡ଼ବାସୀ ଗର୍ବ କରନ୍ତି। ଏହି କୀର୍ତ୍ତି ଆଜି ମୂକସାକ୍ଷୀ ହୋଇ ଛିଡା ହୋଇଛି ବଡ଼ଦାଣ୍ଡ ଶେଷରେ।…
ବ୍ରହ୍ମପୁର ବିମାନବନ୍ଦର ଦାବି ନେଇ ରାଜନୀତି
ବ୍ରହ୍ମପୁର ଅଫିସ,୨୬।୧୧: ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ବ୍ରହ୍ମପୁର ନିକଟସ୍ଥ ଗୋପାଳପୁର ବେଳାଭୂମି ଆକର୍ଷଣୀୟ ହୋଇଥିବାରୁ ରାଜ୍ୟ ଓ ଦେଶର ପର୍ଯ୍ୟଟନ ମାନଚିତ୍ରରେ ସ୍ଥାପିତ ହୋଇଛି। ଗୋପାଳପୁର ବନ୍ଦର, ଭାରତୀୟ ବିରଳ ମୃତ୍ତିକା ସଂସ୍ଥା, ଜାତୀୟ ସ୍ତରର ଶିକ୍ଷାନୁଷ୍ଠାନ ଆଇଜର ସମେତ…
ଇସ୍ରୋ ଲଞ୍ଚ କରିବ ୮ ନାନୋ ସାଟେଲାଇଟ ଓ ଓଶନସାଟ-୩
ତିରୁପତି,୨୬ ।୧୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ନିକଟରେ ସ୍ୱଦେଶୀ ମିଶନକୁ ଲଞ୍ଚ କରି ଇତିହାସ ରଚିବା ପରେ ଏହାର ପରବର୍ତ୍ତି ମିଶନ ପିଏସଏଲଭି-ସି୫୪/ଇଓଏସ-୦୬ ପାଇଁ ପ୍ରସ୍ତୁତ ହୋଇସାରିଛି । ଏହାର କାଉଣ୍ଟଡାଉନ ଏବେ ଆରମ୍ଭ ହୋଇଯାଇଛି । ଏହି ମିଶନ…
Archives


