Home Left

୪ ଓଡ଼ିଆଙ୍କୁ ଅମ୍ରିତ ପୁରସ୍କାର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର ବିଭିନ୍ନ ବର୍ଗରେ ପୁରସ୍କାର ଘୋଷଣା କରାଯାଇଛି। ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ୭୫ ବର୍ଷରୁ ଊର୍ଦ୍ଧ୍ୱ କଳାକାରଙ୍କୁ ‘ଏକକାଳୀନ ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ଦିଆଯିବ। ଏଥିପାଇଁ ଓଡ଼ିଶାରୁ…

କାନ ଧରି ଆଣ୍ଠେଇଲେ ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଓଡ଼ିଶାରୁ ବେସାମରିକ ସେବା ପୁନଃ ଥଇଥାନ ନିୟମ-୨୦୨୦କୁ ଉଚ୍ଛେଦ କରି ପୁଣିଥରେ ପୁନଃ ଥଇଥାନ ନିୟମ-୧୯୯୦ ଲାଗୁ କରିବା ଦାବିରେ ଓଡ଼ିଶା ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ ସଂଘ ପକ୍ଷରୁ ଗଣଧାରଣା ଜାରି ରହିଛି। ଶୁକ୍ରବାର ଅଭିନବ ଉପାୟରେ ଲୋୟର…

ସୁଡ଼ଙ୍ଗ ଖୋଳି ଟ୍ରେନ୍‌ ଇଞ୍ଜିନ ଚୋରି

ମୁଜାଫରପୁର,୨୬।୧୧: ଗତ ଏପ୍ରିଲ-ମେ’ ମାସରେ ବିହାରର ରୋହତାସ, ଜାହାନାବାଦ ଏବଂ ବାଙ୍କା ଜିଲାରୁ ୩ଟି ଲୁହା ବ୍ରିଜ୍‌କୁ ଚୋରମାନେ ଗ୍ୟାସ୍‌ କଟରରେ କାଟି ଚୋରି କରି ନେଇଥିଲେ। ଏବେ ବିହାର ବେଗୁସରାଇ ଜିଲାରେ ଚୋରମାନେ ସୁଡ଼ଙ୍ଗ ଖୋଳି ସମ୍ପୂର୍ଣ୍ଣ ଡିଜେଲ୍‌ ଟ୍ରେନ୍‌…

ଅଷ୍ଟ୍ରେଲିଆରେ ମହିଳାଙ୍କୁ ହତ୍ୟା କରିଥିବା ଭାରତୀୟ ବଂଶୋଦ୍ଭବ ଗିରଫ

ନୂଆଦିଲ୍ଲୀ,୨୬।୧୧(ପି.ଟି.): ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡରେ ଜଣେ ମହିଳାଙ୍କୁ ୪ ବର୍ଷ ପୂର୍ବେ ହତ୍ୟା କରିଥିବା ଭାରତୀୟ ବଂଶୋଦ୍ଭବ ଅଷ୍ଟ୍ରେଲୀୟ ନାଗରିକ ରାଜଓ୍ବିନ୍ଦର ସିଂଙ୍କୁ ଦିଲ୍ଲୀ ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କୁ ଗିରଫ କଲେ ୧ ନିୟୁତ ଅଷ୍ଟ୍ରେଲୀୟ ଡଲାର ପୁରସ୍କାର ଦିଆଯିବ…

ଲାଞ୍ଚ ନେଇ ପୋଲିସ ଏଏସ୍‌ଆଇ ଗିରଫ

ବୌଦ୍ଧ, ୨୬ା୧୧(ସ୍ବ.ପ୍ର.): ଲାଞ୍ଚ ନେଇ ଗିରଫ ହେଲେ ପୋଲିସ ଏଏସ୍‌ଆଇ। ବୌଦ୍ଧ ଜିଲା ବୌଦ୍ଧ ଥାନା ଅଧୀନ ଜହ୍ନାପଙ୍କ ଫାଣ୍ଡି ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଶୁକ୍ରବାର ଜଣେ ବ୍ୟବସାୟୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ସେବା ନିବୃତ୍ତ ହେଲା ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’

ପାରାଦୀପ,୨୬।୧୧(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)ର ଓଡ଼ିଶା ଉପକୂଳରେ ଗତ ୨୦ ବର୍ଷ ଧରି ସାମୁଦ୍ରିକ ପାଟ୍ରୋଲିଂ କରୁଥିବା ଜାହାଜ ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’ ଶୁକ୍ରବାର ସୂର୍ଯ୍ୟାସ୍ତ ସମୟରେ ସେବା ନିବୃତ୍ତ ହୋଇଛି। ଏନେଇ କୋଷ୍ଟଗାର୍ଡ ପକ୍ଷରୁ ପାରାଦୀପ ବନ୍ଦର ଭିତରେ…

୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ…

ପୁଣି ଶ୍ରଦ୍ଧାଞ୍ଜଳିଙ୍କୁ ଜେରା, ଚନ୍ଦନ ମୁହଁରେ ଅର୍ଚ୍ଚନା ଚରିତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ୧୫ଜଣଙ୍କ ତାଲିକା ପ୍ରସ୍ତୁତ କରି କାର୍ଯ୍ୟାଳୟକୁ ଡାକି ଜେରା ଆରମ୍ଭ କରିଛି। କେତେବେଳେ ଜଣ ଜଣ…

ସମଲିଙ୍ଗୀ ବିବାହ ପାଇଁ ସୁପ୍ରିମକୋର୍ଟରେ ପିଟିଶନ: କେନ୍ଦ୍ରକୁ ଜବାବ ତଲବ

ନୂଆଦିଲ୍ଲୀ,୨୬।୧୧: ମହିଳା ସମଲିଙ୍ଗୀ, ପୁରୁଷ ସମଲିଙ୍ଗୀ, ଉଭୟଲିଙ୍ଗୀ, ତୃତୀୟଲିଙ୍ଗୀ ଓ ଅପ୍ରାକୃତିକ ଯୌନ ସମ୍ବନ୍ଧ ରକ୍ଷାକାରୀ (ଏଲ୍‌ଜିବିଟିକ୍ୟୁ) ସମ୍ପ୍ରଦାୟକୁ ବିବାହ ସମ୍ପର୍କିତ ଅଧିକାର ପ୍ରଦାନ ପାଇଁ ସୁପ୍ରିମକୋର୍ଟରେ ୨ଟି ପିଟିଶନ ଦାଖଲ ହୋଇଛି। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏହା ଉପରେ କେନ୍ଦ୍ର…

ନିଜ ଦେଶ ନାଁରେ ମାମଲା କଲେ ଗ୍ରେଟା

ଷ୍ଟକ୍‌ହୋମ୍‌,୨୬।୧୧: ଜଳବାୟୁ ପରିବର୍ତ୍ତନ ପୃଥିବୀ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ଭାବେ ଛିଡ଼ା ହୋଇଛି। ଏହାର ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ବିଶ୍ୱର ସର୍ବାଧିକ ଜଣାଶୁଣା କ୍ଲାଇମେଟ୍‌ ଆକ୍ଟିଭିଷ୍ଟ ଗ୍ରେଟା ଥନ୍‌ବର୍ଗ ଏବେ ନିଜ ଦେଶ ସୁଇଡେନ୍‌ ବିରୋଧରେ କୋର୍ଟଙ୍କ ଦ୍ୱାରସ୍ଥ…

ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା, ୩ ମୃତ ୧୧ ଆହତ

ବ୍ରାସିଲିଆ,୨୬ ।୧୧: ବ୍ରାଜିଲର ଦୁଇଟି ସ୍କୁଲରେ ଆଖିବୁଜା ଗୁଳିଚାଳନା ହୋଇଥିବା ସୂଚନା ମିଳିଛି । ଏହି ଗୁଳିକାଣ୍ଡରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୧୧ ଜଣ ଆହତ ହୋଇଛନ୍ତି । ସ୍ଥାନୀୟ ଗଣମାଧ୍ୟମ ସହ କଥା ହୋଇ ଅଧିକାରୀମାନେ କହିଛନ୍ତି,…

ଶୀତ ଅଧିବେଶନ ଲାଗି ୬ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୨୬।୧୧(ପି.ଟି.): ପାର୍ଲାମେଣ୍ଟର ଶୀତ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ଏହା ପୂର୍ବରୁ କେନ୍ଦ୍ର ସରକାର ୬ ତାରିଖ ପୂର୍ବାହ୍ନ ୧୧ଟାରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ସଂସଦ ଭବନର ଲାଇବ୍ରେରି ବିଲ୍ଡିଂରେ ଉକ୍ତ ବୈଠକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri