ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି
ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର କାରଗିଲ ସହିଦ ଭବନରେ ଗ୍ରାହକ ଦିବସ ପାଳନ ହୋଇଯାଇଛି । ଭଞ୍ଜନଗର ଉପଖଣ୍ଡ ଅତିରିକ୍ତ…
ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ
କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ ବନ୍ଦ ରହିବ ଟି- ସେତୁ । ସକାଳ ୭ଟାରୁ ସନ୍ଧ୍ୟା ୭ଟା ଅର୍ଥାତ୍ ୧୨…
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବଟେଶ୍ୱର ମନ୍ଦିର ପରିଚାଳନା କମିଟିକୁ ନେଇ ଜଙ୍ଗଲ…
ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର
ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ କେବଳ ପିଜା, ପାସ୍ତା ଏବଂ ମ୍ୟାଗି ସମେତ ଜଙ୍କଫୁଡ ଥିଲା, ଯାହା ଫଳରେ ତା’ର…
Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…
ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ ସେ ଜଲଓ୍ବା ଦେଖାଉଛନ୍ତି । ବିଜୟ ହଜାରେ ଟ୍ରଫିରେ ବିରାଟ କୋହଲି ଆନ୍ଧ୍ର ପ୍ରଦେଶ ବିପକ୍ଷରେ…
Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା
ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି ଚୟନ ଯୋଗ୍ୟତା ଉପରେ ଆଧାରିତ ହେବ, ଅର୍ଥାତ କୌଣସି ଲିଖିତ ପରୀକ୍ଷା କିମ୍ବା ସାକ୍ଷାତକାର…
କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….
ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ ବନ୍ଧା ହେବେ । ଏପରି ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।…
ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର
ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ ମେଟ୍ରୋ ସମ୍ପ୍ରସାରଣ ପାଇଁ ମୋଦି କ୍ୟାବିନେଟ ୧୨,୦୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା…
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସ୍ଥାନୀୟ ଯୁବକମାନେ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ଗୋରୁ କାଟୁଥିବା ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…
ଭୁବନେଶ୍ୱର,୨୪।୧୨: ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ କାଗଜପତ୍ର କରିବା ପାଇଁ ସମୟ ଫେବୃାଆରୀ ପର୍ଯ୍ୟନ୍ତ ବୃଦ୍ଧି କରାଇଥିବା ନେଇ କହିଛନ୍ତି ପରିବହନ…
ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା…
ଯାଜପୁର ରୋଡ଼ ନୂତନ ଏସ୍ଡିପି ଶରତ ଚନ୍ଦ୍ର ପାତ୍ର
ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ ଥିବା ଏସ୍ଡିପିଓ ଲକ୍ଷ୍ମୀଧର ସ୍ବାଇଁ ଧାମନଗର ବଦଳି ହୋଇଛି। ଏସ୍ଡିପିଓ ପାତ୍ର ଭାରତୀୟ ନୌସେନାର…
Archives


