୨୦ପ୍ରଜାତିର ପକ୍ଷୀ ଚିହ୍ନଟ
ଯାଜପୁର ଅଫିସ/କାଳିଆପାଣି, ୨୫ା୧୧(ଡି.ଏନ.ଏ.): ଟାଟା ଷ୍ଟିଲ୍ ମାଇନିଂ ପକ୍ଷରୁ ଗ୍ରୋ ୱିଥ୍ ନେଚର୍ ସହଯୋଗରେ ବୁଧବାର ସୁକିନ୍ଦା କ୍ରୋମାଇଟ୍ ଖଣିରେ ଏକ ପକ୍ଷୀ ଦର୍ଶନ ଅଧିବେଶନ (ବାର୍ଡ ୱାଚିଂ ସେସନ୍) ଆୟୋଜନ କରାଯାଇଥିଲା। ଏଥିରେ ବିଶିଷ୍ଟ ପକ୍ଷୀ ବିଜ୍ଞାନୀ ଡକ୍ଟର ଜୁଷ୍ଟୁସ୍…
ମହିଳା ଗ୍ରୁପ ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ
ଓଡ଼ଗାଁ, ୨୫ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ବନ୍ଧ ସାହି ମହିଳା ଗ୍ରୁପଙ୍କ ଉଠାଣ କରାଯାଇଥିବା ୪ ଲକ୍ଷ ୧୪ ହଜାର ଟଙ୍କା ଲୁଟ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଜଡିତ ଥିବା ମହିଳା ସ୍ବୟଂ ସହାୟିକା…
ଫଳକରେ ଅଟକିଛି ୨ ପ୍ରକଳ୍ପ
ଖଣ୍ଡପଡ଼ା,୨୫ା୧୧(ସ୍ବ.ପ୍ର.): ଖଣ୍ଡପଡ଼ା ସହରର ବିଭିନ୍ନ ସ୍ଥାନରେ ନୂତନ ପ୍ରକଳ୍ପ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲେ ମଧ୍ୟ ଅଦ୍ୟାବଧି ନୂତନ ପ୍ରକଳ୍ପ ନିର୍ମାଣ ହୋଇପାରୁନାହିଁ। ଅନୁଦାନ ଅର୍ଥ ମଞ୍ଜୁର ପରେ ବି ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଓ ପ୍ରଶାସନିକ ସ୍ଥାଣୁତା ଯୋଗୁ…
୧୨୦ ପାକ୍ସ, ୩୮ଏସ୍ଏଚ୍ଜି କରିବେ ଧାନ ସଂଗ୍ରହ
ଯାଜପୁର ଟାଉନ,୨୫ା୧୧(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ସମ୍ମିଳନୀ ଗୃହରେ ୨୦୨୨-୨୩ ବର୍ଷ ଖରିଫ୍ ଋତୁ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂହ ରାଠୋରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କୋରେଇ ବିଧାୟକ ଅଶୋକ କୁମାର…
ମୋଦିଙ୍କ ସୁରକ୍ଷାରେ ତ୍ରୁଟି, ଅହମଦାବାଦ ରାଲିରେ ନୋ ଫ୍ଲାଇଙ୍ଗ ଜୋନରେ ଉଡିଲା ଡ୍ରୋନ୍, ୩ ଗିରଫ
ଅହମଦାବାଦ,୨୫ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମଦାବାଦରେ ଏକ ଜନସଭା କରୁଥିଲେ । ଏହି ସମୟରେ ମୋଦିଙ୍କ ସୁରକ୍ଷାରେ ବଡ ତ୍ରୁଟି ଦେଖାଦେଇଛି । ବାୱଲା ଜିଲାରେ ହେଉଥିବା ରାଲି ଭିତରେ ଡ୍ରୋନ କ୍ୟାମେରା ଜରିଆରେ…
‘ଜୀବନ ଦେବୁ ପଛେ ଭିଟାମାଟି ଛାଡିବୁନି’
ଯାଜପୁର ଅଫିସ,୨୫ା୧୧: ଯାଜପୁର ଜିଲା ପ୍ରଶାସନିକସ୍ତରରେ ଶିଳ୍ପପାଇଁ ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଜମି ଅଧିଗ୍ରହଣ ବେଳେ ଓଡ଼ିଶା ଭୂସଂସ୍କାର ଆଇନର ବ୍ୟାପକ ଉଲ୍ଲଂଘନ କରାଯାଇଛି । ଘରୋଇ ପୁଞ୍ଜି ନିବେଶରେ କଳିଙ୍ଗନଗରରେ ବହୁ ଶିଳ୍ପ କାରଖାନା ପ୍ରତିଷ୍ଠା ହୋଇଥିଲେ…
‘ଡିଜିଟାଲ କାରବାରରେ ସତର୍କତାକୁ ଗୁରୁତ୍ୱ ’
ଭୁବନେଶ୍ୱର,୨୫।୧୧:ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଓଆଇ) ପକ୍ଷରୁ ନିକଟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟାଙ୍କର ଅମରେନ୍ଦ୍ର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ୟୁବିଓଆଇର ଅବସରପ୍ରାପ୍ତ ପୂର୍ବତନ ଉପମହାପ୍ରବନ୍ଧକ ମିହିର କୁମାର…
କାନନର ଫଟୋକପି ମଡେଲ ପ୍ରଦର୍ଶିତ
କଟକ,୨୫।୧୧:କାନନ ଇଣ୍ଡିଆ ଓ ଗାୟତ୍ରୀ ଡକ୍ୟୁଟେକ୍ସ ପ୍ରାଇଭେଟ ଲିମିଟେଡ୍ର ମିଳିତ ଉଦ୍ୟମରେ ସ୍ଥାନୀୟ ବାଦାମବାଡ଼ି ନିକଟସ୍ଥ ଏକ ହୋଟେଲ ପରିସରରେ କାନନ ଫଟୋ କପି ମଡେଲର ପ୍ରଦର୍ଶନୀ କରାଯାଇଥିଲା। ଏଥିରେ କାନନର ଅତ୍ୟାଧୁନିକ ଫଟୋକପି ମଡେଲ ଆଇଆର୍ସି ୩୨୨୬ ସାଙ୍ଗକୁ ଆଇଆର୍ସି…
ସେତୁ ନିର୍ମାଣ ପାଇଁ କାଟିଦେଲେ ଶତାଧିକ ଗଛ
କାଳିଆପାଣି,୨୫ା୧୧(ଡି.ଏନ.ଏ.): ସୁକିନ୍ଦା ବ୍ଲକ୍ ଅନ୍ତର୍ଗତ କାଳିଆପାଣି ପଞ୍ଚାୟତର ଡମଶାଳ ନାଳରେ ଟମକା-ମଙ୍ଗଳପୁର ମୁଖ୍ୟ ରାସ୍ତାର କାଲିଆପାଣିଠାରୁ ଓସ୍ତପାଳକୁ ସଂଯୋଗ ନିମନ୍ତେ ଏକ ସେତୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଯାଜପୁର ଟାଉନ ଅଞ୍ଚଳର ଜଣେ ଠିକାଦାର ଏହି କାର୍ଯ୍ୟ ହାତେଇଛନ୍ତି। ଏଥିପାଇଁ…
ଚାନ୍ଦି ଭଣ୍ଡାରରେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର’
ଭୁବନେଶ୍ୱର,୨୫ା୧୧:ରାଜ୍ୟର ପ୍ରମୁଖ ରୁପା ଅଳଙ୍କାର ପ୍ରତିଷ୍ଠାନ ଚାନ୍ଦି ଭଣ୍ଡାର ପକ୍ଷରୁ ଚଳିତ ବର୍ଷର ବିବାହ ଋତୁ ଉପଲକ୍ଷେ ସ୍ବତନ୍ତ୍ର ‘ଚାନ୍ଦି ପେ ଚାନ୍ଦି’ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଅଫର ଚଳିତ ବର୍ଷ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଉପଲବ୍ଧ…
‘ଟେଲିକମ୍ କ୍ଷେତ୍ରରେ ଇଏସ୍ଜି ପ୍ରଦର୍ଶନ’
ମୁମ୍ବାଇ,୨୫।୧୧: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓକୁ ନିକଟରେ ଆଉ ଏକ ସମ୍ମାନଜନକ ‘ଟେଲିକମ୍ କ୍ଷେତ୍ରରେ ଇଏସ୍ଜି ପ୍ରଦର୍ଶନ’ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ମୁମ୍ବାଇଠାରେ ଟ୍ରାନ୍ସଫରମାନ୍ସ ଫୋରମ୍ସ ପକ୍ଷରୁ ଆୟୋଜିତ ୨ୟ ଇଏସ୍ଜି ସମିଟ୍ ଆଣ୍ଡ୍ ଆୱାର୍ଡସ୍ କାର୍ଯ୍ୟକ୍ରମରେ…
କଟକରେ ହେବ ମଲ୍ଟିପର୍ପସିଂ ପାର୍କ
କଟକ ଅଫିସ,୨୫ା୧୧: କଟକ ମହାନଗର ନିଗମ(ସିଏମ୍ସି) ଅଞ୍ଚଳରେ ପ୍ରଥମଥର ସହରବାସୀଙ୍କ ପାଇଁ ମଲ୍ଟିପର୍ପସିଂ ପାର୍କ ନିର୍ମାଣ ହେବ। ଜୁଡିସିଆଲ ଏକାଡେମୀ ନେତାଜୀ ସେତୁ ନିକଟରେ ଏହି ପାର୍କ ନିର୍ମାଣ କରିବାକୁ ସିଏମ୍ସି ଯୋଜନା ପ୍ରସ୍ତୁତ କରିଛି। ଏଥିରେ ଫୁଡ୍ କୋର୍ଟ ବ୍ୟବସ୍ଥା…
Archives


