Home Left

ଭକ୍ତଙ୍କୁ ରୁମ୍‌ ଦେବା ନାମରେ ଠକେଇ

ପୁରୀ ଅଫିସ, ୨୫ା୧୧: ଶ୍ରୀମନ୍ଦିର ପ୍ରଶାସନ ଅଧୀନସ୍ଥ ନୀଳାଚଳ ଭକ୍ତ ଓ ଯାତ୍ରୀ ନିବାସରେ ଭକ୍ତଙ୍କୁ ରୁମ୍‌ ଦେବା ନାମରେ ସାଇବର ଲୁଟେରା ଠକୁଥିବା ନେଇ କିଛିଦିନ ତଳେ ଅଭିଯୋଗ ହୋଇଥିଲା। ଏଭଳି ଘଟଣା ଲୋକଲୋଚନକୁ ଆସିବା ପରେ ଶ୍ରୀମନ୍ଦିର ପ୍ରଶାସନ…

ଚାନ୍ଦିନି ଚୌକର ଥୋକ ବଜାରରେ ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ୩୦ ଗାଡି ନିୟୋଜିତ

ନୂଆଦିଲ୍ଲୀ,୨୫ ।୧୧: ଦିଲ୍ଲୀର ଚାନ୍ଦନି ଚୌକ ସ୍ଥିତ ଭାଗିରଥ ପ୍ୟାଲେସ ମାର୍କେଟରେ ଥିବା ଦୋକାନରେ ଭିଷଣ ଅଗ୍ନିକାଣ୍ଡ ହୋଇଛି । ଗୁରୁବାର ରାତି ପ୍ରାୟ ୯ଟା ୧୯ରେ ନିଆଁ ଲାଗିଥିବା ସୂଚନା ମିଳିଥିଲା । ଏହାପରେ ୧୭ରୁ ଅଧିକ ଦମକଳ ଗାଡି…

ନିର୍ଦ୍ଧାରିତ ସମୟରେ ସବୁ କାମ ଶେଷ କର

ଭୁବନେଶ୍ବର,୨୫ା୧୧(ବ୍ୟୁରୋ):ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି ା ଗୁରୁବାର ପୂର୍ବାହ୍ନରେ ଲୋକସେବା ଭବନସ୍ଥ ଗ୍ରାମ୍ୟ…

୩ ବର୍ଷ ପରେ ସ୍ବାମୀଙ୍କୁ ଭେଟିଲେ ସ୍ତ୍ରୀ, ପରେ ଯାହା ହେଲା ଜାଣିଲେ, ଆଖିରେ ଆସିଯିବ ଲୁହ

ଚାଇନାରୁ ଏମିତି ଏକ ଖବର ଆସିଛି, ଯାହା ଜାଣିଲେ ଆପଣଙ୍କ ଆଖି ଓଦା ହୋଇଯିବ।  ଦୀର୍ଘ ତିନି ବର୍ଷର ଅପେକ୍ଷା ପରେ ଜଣେ ରୁଷିଆ ମହିଳା ତାଙ୍କ ସ୍ବାମୀଙ୍କୁ ଭେଟିବା ପାଇଁ ଚାଇନାରେ ପହଞ୍ଚିଥିଲେ। କିନ୍ତୁ କିଛି ଘଣ୍ଟା ମଧ୍ୟରେ ଏହି…

ପଦ୍ମପୁର ପାଇଁ ବିଧାନସଭା ଖାଁ ଖାଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତକାଳୀନ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି । ହେଲେ ପ୍ରଥମ ଦିନରେ ବିଧାନସଭା ପରିସର ଖାଁ ଖାଁ ଲାଗୁଥିଲା। ଶାସକ ଦଳର ପ୍ରାୟ ୫୦ ପ୍ରତିଶତ ବିଧାୟକ ଏବଂ ଅଧିକାଂଶ ମନ୍ତ୍ରୀଙ୍କର ଦେଖା ନ ଥିଲା। ପଦ୍ମପୁର ଉପନିର୍ବାଚନ ପାଇଁ…

ବିଧାନସଭାରେ ଅର୍ଚ୍ଚନା ଝଡ଼

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରଥମାର୍ଦ୍ଧ ସ୍ବର୍ଗତ ସଦସ୍ୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହକୁ ଅପରାହ୍ନ ୫ଟା ଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବା ପୂର୍ବରୁ ବିରୋଧୀ…

କେଜରିୱାଲଙ୍କୁ ହତ୍ୟା କରିପାରେ ଭାଜପା: ସିସୋଡିଆ

ନୂଆଦିଲ୍ଲୀ,୨୫ ।୧୧: ଦିଲ୍ଲୀର ଏମସିଡି ନିର୍ବାଚନ ମଧ୍ୟରେ ଆମ ଆଦମୀ (ଏଏପି) ଭାରୀତୟ ଜନତା ପାର୍ଟି(ଭାଜପା) ଉପରେ ବଡ ଅଭିଯୋଗ ଆଣିଛି । ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ କହିଛନ୍ତି, ଗୁଜରାଟ ଓ ଏମସିଡିରେ ଭାଜପା ହାରିବା ଅନୁଭବ କରୁଥିବାରୁ ଦଳ ମୁଖ୍ୟମନ୍ତ୍ରୀ…

ଜିଲାପାଳ ଦେଉଛନ୍ତି ନିର୍ଯାତନା

ଖୋର୍ଦ୍ଧା ଅଫିସ,୨୫ା୧୧:ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ତାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ହେମନ୍ତ ଭୋଇଙ୍କୁ ମାନସିକ ନିର୍ଯାତନା ଦେଉଥିବା ଗୁରୁବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ଏପରିକି ଜିଲାପାଳ ତାଙ୍କୁ ଜାତିଆଣ ଆକ୍ଷେପ କରିବା ସହ ବାସଭବନରେ ନିଜସ୍ବ କାମରେ…

୧୬,୮୦୦ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ):ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୧୬,୮୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ କରିଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷର ମୂଳ ବଜେଟ ୨ଲକ୍ଷ କୋଟି ଟଙ୍କା ଥିବାବେଳେ ଅତିରିକ୍ତ ବଜେଟରେ ଏହାର ପ୍ରାୟ ୮.୪% ବ୍ୟୟବରାଦ କରାଯାଇଛି । ଅର୍ଥମନ୍ତ୍ରୀଙ୍କ…

ବଢ଼ିଲା ଝୁଲା ବ୍ରିଜ୍‌ର ସୁରକ୍ଷା ଚିନ୍ତା

ବାଲିଗୁଡ଼ା,୨୪।୧୧(ଡି.ଏନ.ଏ): ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବୁଡୃକିଆ ପଞ୍ଚାୟତ ଓ କୁଟିକିଆ ପଞ୍ଚାୟତକୁ ଯାତାୟତ ନିମନ୍ତେ ଚିରସ୍ରୋତା ଖଡ୍‌ଗ ନଦୀ ପଡେ। ସେହି ନଦୀ ଉପରେ ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ଏକ ଝୁଲାବ୍ରିଜ୍‌ ୨୦୧୧ରେ ନିର୍ମାଣ କରାଯାଇ…

ସୁଇଜରଲାଣ୍ଡର ବିଜୟୀରେ ଖୁସି ମନାଇପାରି ନ ଥିଲେ ଇମ୍ବୋଲା

କାତାର, ୨୪।୧୧: ବ୍ରିଲ ଇମ୍ବୋଲାଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ଚଳିତ ଫିଫା ବିଶ୍ୱକପ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଗୁରୁବାର ଅନୁଷ୍ଠିତ ଗ୍ରୁପ୍‌ ‘ଜି’ ମ୍ୟାଚରେ ସୁଇଜରଲାଣ୍ଡ ୧-୦ ଗୋଲରେ କାମେରୁନକୁ ପରାସ୍ତ କରିଛି। ମ୍ୟାଚର ୪୮ତମ ମିନିଟରେ ଇମ୍ବୋଲା…

ଜିଲା ମାନ୍ୟତା ଦାବି ତେଜିଲା

ଟିଟିଲାଗଡ,୨୪ା୧୧(ଡି.ଏନ.ଏ.): ଟିଟିଲାଗଡ଼ ଉପଖଣ୍ଡକୁ ଜିଲା ମାନ୍ୟତା ଦାବିରେ ଗୁରୁବାର ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଜିଲା କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ କରାଯାଇଥିବା ବନ୍ଦକୁ ଜନ ସମର୍ଥନ ମିଳିଛି। ବନ୍ଦକୁ ସିନ୍ଧେକେଲା ଓ ସଇଁତଳାରେ ବି ଲୋକେ ସମର୍ଥନ କରିଛନ୍ତି। ବନ୍ଦ ଯୋଗୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri