Home Left

ଏମ୍ସରେ ସାଇବର ଆଟାକ୍‌: ୧୨ ଘଣ୍ଟା ବନ୍ଦ ରହିଥିଲା ସର୍ଭର

ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀ ସ୍ଥିତ ଏମ୍ସରେ ସାଇବର ଆଟାକ୍‌ ହୋଇଥିବା ଜଣାପଡ଼ିଛି। ଏହି ମାମଲାରେ ଦିଲ୍ଲୀ ପୋଲିସର ଆଇଏଫ୍‌ଏସ୍‌ଓ ୟୁନିଟ ଅଜଣା ବ୍ୟକ୍ତିଙ୍କ ବିରୋଧରେ ଏକ ମାମଲା ରୁଜୁ କରିଛି। ବୁଧବାର ପୂର୍ବାହ୍ନ ୧୧ରୁ ୧୨ ଘଣ୍ଟା ଧରି ସର୍ଭର ଡାଉନ୍‌ ରହିଥିଲା।…

ଲଜ୍‌ରୁ ଯୁବକଙ୍କ ମୃତଦେହ ଜବତ

ଆରଡି, ୨୪।୧୧( ଡି.ଏନ.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ଆରଡି ବସ୍‌ଷ୍ଟାଣ୍ଡରେ ଥିବା ଏକ ଲଜ୍‌ରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଜବତ କରିଛି। ମୃତକ ଜଣଙ୍କ ହେଲେ ଧାମରା ଅଞ୍ଚଳର ଦୋସିଙ୍ଗା, ବାଲିସାହିର ନାରଣ…

ବିଦ୍ୟାଳୟରେ ପଶି ଛାତ୍ରଙ୍କୁ ମାଡ଼ ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି। ଏହି ବିଦ୍ୟାଳୟରେ ୩୮ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଅପରାହ୍ନ ୩ଟାରେ ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା…

ନାମ ସଂକୀର୍ତ୍ତନ କରୁକରୁ ଟଳି ପଡ଼ିଲେ ବୃଦ୍ଧ

ବିନିକା,୨୪।୧୧(ଡି.ଏନ୍‌.ଏ.): ନାମ ସଂକୀର୍ତ୍ତନ ଚାଲିଥିଲା ବରଗଡ଼ ଜିଲା ଭେଡେନ ବ୍ଲକ ଟୁକୁରା ଗ୍ରାମରେ। ସଂକୀର୍ତ୍ତନ କରୁଥିଲେ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ଗ୍ରାମର କୈଳାସ ପଣ୍ଡା(୭୧ )। ସେତିକିବେଳେ ହଠାତ ସେ ଟଳି ପଡିଥିଲେ। ଏହିପରି ଏକ ଦୁଃଖଦ ଘଟଣା…

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ସିଡିପିଓ ଅଫିସ ଘେରିଲେ ମହିଳା

ମୋରଡ଼ା,୨୪ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତ ଅନ୍ତର୍ଗତ ଡାକୋଈ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ନେଇ ବିବାଦ ଥମୁନି। ଏହି କର୍ମୀ ନିଯୁକ୍ତିକୁ ବିରୋଧ କରି ଗୁରୁବାର ଗ୍ରାମର ମହିଳାମାନେ ସିଡିପିଓ ଅଫିସ ଘେରାଉ କରିଥିଲେ। ସୂଚନାନୁଯାୟୀ,…

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ

ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ହାତୀଗଡ଼ା ପଞ୍ଚାୟତ ଅଧୀନ ରାଣୀଭୋଳ ଗଁାରେ ବୁଧବାର ସକାଳେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ନେଇ ମୃତ ମହିଳାଙ୍କ ଭାଇ ରାମଏ ହୋ ଅଭିଯୋଗ କରିଛନ୍ତି।…

ବାପାଙ୍କୁ ପିଟି ମାରିଦେଲେ ସ୍ତ୍ରୀ-ପିଲା

ଭଦ୍ରକ ଅଫିସ,୨୪ା୧୧: ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗି ରହିଥିବା ପାରିବାରିକ କଳହ ଶେଷରେ ଉଗ୍ରରୂପ ନେଇଛି। ଶେଷରେ ସ୍ବାମୀର ଜୀବନ ନେବାକୁ ପଛଘୁଞ୍ଚା ଦେଲା ନାହିଁ ସ୍ତ୍ରୀ। ପୁଅ, ଝିଅ ମଧ୍ୟ ମା’ଙ୍କ ସହ ମିଶି ବାପାକୁ ପିଟି ପିଟି ମାରିଦେଲେ। ଏଭଳି…

ଓଏସ୍‌ଏମ୍‌ଇ ହଷ୍ଟେଲରେ ରାଗିଂ ଘଟଣାର ହେଲା କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟର ଖଣ୍ଡାଧାର ହଷ୍ଟେଲରେ ତୃତୀୟ ବର୍ଷର ଛାତ୍ର ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରିଥିଲେ। ଏହି ଘଟଣାରେ ବିଦ୍ୟାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ହଷ୍ଟେଲର ୭୦ ଜଣ…

ଝିଅର ନାମକରଣ କଲେ ଆଲିଆ-ରଣବୀର

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କୁପର ନିକଟରେ ମା’ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ତେବେ ତାଙ୍କ ଝିଅର ନାମ କ’ଣ ସେନେଇ ସସ୍‌ପେନ୍ସ ଜାରି ରହିଥିଲା। ହେଲେ ଗୁରୁବାର ସବୁ ସସ୍‌ପେନ୍ସରୁ ପର୍ଦ୍ଦା ଉଠିଛି। ଆଲିଆ…

୭ ଦିନ ପରେ ମିଳିଲା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ

ରୂପସା, ୨୪।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦର ବ୍ଲକ ଅଧୀନ ହଳଦୀପଦା ବାଇପାସ୍‌ ନିକଟସ୍ଥ ଏକ ପୋଲତଳୁ ଗତ ୧୬ ତାରିଖରେ ଜଣେ ଅଜଣା ଯୁବକଙ୍କ ଅର୍ଦ୍ଧଦଗ୍ଧ ଗଳିତ ମୃତଦେହ ଜବତ ହୋଇଥିଲା। ପାରିପାଶର୍‌ବିକ ଅବସ୍ଥାରୁ ଏହା…

ଲାଞ୍ଚ ଭିଡିଓ ଭାଇରାଲ ହେବା ପରେ ଏଏସ୍‌ଆଇ ନିଲମ୍ବିତ

କେନ୍ଦୁଝର,୨୪।୧୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡବିଲ ଅବକାରୀ ଥାନା ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀ ଜଣେ ମଦ ବ୍ୟସାୟୀଙ୍କଠାରୁ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓ ଭାଇରାଲ ହେବା ପରେ ଅବକାରୀ ଅଧିକ୍ଷକ ନାରାୟଣ ମେହେର ଘଟଣାର ତଦନ୍ତ…

ରିଚା ଚଢ଼ାଙ୍କ ଟୁଇଟକୁ ନେଇ ପ୍ରତିକ୍ରିୟା ରଖିଲେ ଅକ୍ଷୟ

ମୁମ୍ବାଇ,୨୪।୧୧: ବଲିଉଡ୍‌ ଅଭିନେତ୍ରୀ ରିଚା ଚଢ଼ାଙ୍କ ଏକ ବିବାଦୀୟ ଟୁଇଟକୁ ନେଇ ଏବେ ବିବାଦ ବଢ଼ିବାରେ ଲାଗିଛି। ଭାରତୀୟ ସେନା କମାଣ୍ଡର ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଏକ ଟୁଇଟରେ ଅଭିନେତ୍ରୀ ରିଚା ରିଟୁଇଟ କରି ବିବାଦୟ ମନ୍ତବ୍ୟ ଦେଇଥିଲେ। ଯାହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri