କାନଝରୀ ଓ ସାଳନ୍ଦୀଡ୍ୟାମ୍ ନିକଟରେ ହେବ ମ୍ୟୁଜିଅମ,ଶିଶୁ ପାର୍କ
କେନ୍ଦୁଝର,୨୪।୧୧(ସ୍ବ.ପ୍ର.) : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହି ବ୍ଲକର ସଳନ୍ଦୀ ଡ୍ୟାମ୍ର ବିକାଶ କରାଯାଇ ମ୍ୟୁଜିୟମ ଓ ଶିଶୁ ପାର୍କ କମ୍ପ୍ଲେକ୍ସ ନିର୍ମାଣ ହେବ। ଏଥିରେ ଦୁଇ କୋଟି ଟଙ୍କା…
ଯୁବତୀଙ୍କ ମୃତ୍ୟୁ ମାମଲାର ଫର୍ଦ୍ଦାଫାସ: ଆତ୍ମହତ୍ୟା ନୁହେଁ ହୋଇଥିଲା ହତ୍ୟା ,ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ବଡବିଲ୨୪।୧୧ (ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗତ ୧୯ ତାରିଖରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଘଟଣାକୁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ତେବେ ଅପମୃତ୍ୟୁ ମାମଲା ହତ୍ୟାକାଣ୍ଡକୁ…
ଓଟିଟିରେ ରିଲିଜ୍ ହେବ ‘ରାମ ସେତୁ’
ମୁମ୍ବାଇ: ବଲିଉଡର ମୋଷ୍ଟ ଆୱେଟେଡ ଫିଲ୍ମ ‘ରାମ ସେତୁ’ ବକ୍ସ ଅଫିସରେ ସେମିତି କିଛି କମଲ ଦେଖାଇ ପାରିଲା ନାହିଁ । ଫିଲ୍ମକୁ ଯେତିକି ଉତ୍ସୁକତାର ସହ ଅପେକ୍ଷା ଥିଲା ତାହାକୁ ସେତିକି ରିଆକ୍ସନ ମିଳିଲା ନାହିଁ । ଏହା ଯଦିଓ…
ଶେଷ ହେଲା ଖଗେଶ୍ୱରଙ୍କ ରିମାଣ୍ଡ ଅବଧି
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗଙ୍କ ମାମଲା ଦିନକୁ ଦିନ ଲମ୍ବିବାରେ ଲାଗିଛି। ଗୁରୁବାର ତାଙ୍କ ସହଯୋଗୀ ଖଗେଶ୍ୱର ପାତ୍ରଙ୍କ ରିମାଣ୍ଡ ଅବଧି ଶେଷ ହୋଇଛି। ଖଗେଶ୍ୱରଙ୍କୁ ୩ ଦିନିଆ ରିମାଣ୍ଡରେ ଅଣାଯାଇ ପଚରାଉଚରା ପରେଧ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ କୋର୍ଟରେ…
ବାଲିଗୁଡ଼ାରେ ୩ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ, ଲୋକେ ହନ୍ତସନ୍ତ
ବାଲିଗୁଡ଼ା,୨୪।୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ ସମସ୍ୟା ଦେଖିବାକୁ ମିଳୁଛି। ଖରା, ବର୍ଷା, ଶୀତ ସବୁବେଳେ ଏହି ସମାନ ପରିସ୍ଥିତି ଉପୁଜିଛି। ବିଭାଗୀୟ ଅଧିକାରୀଙ୍କ ଦେଖା ମିଳୁ ନ ଥିବା ବେଳେ କର୍ମଚାରୀମାନଙ୍କୁ ସମସ୍ୟା…
ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ୧୨ ଡିସେମ୍ବରରେ ପରବର୍ତ୍ତି ଶୁଣାଣି
ନୂଆଦିଲ୍ଲୀ,୨୪ ।୧୧: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ବଡ ଆଶ୍ୱସ୍ତି ମିଳିଛି । ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମନି ଲଣ୍ଡରିଂ ମାମଲାରେ ଗୁରୁବାର ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଶୁଣାଣି ହେବାର ଥିଲା । ହେଲେ କୋର୍ଟ ଜ୍ୟାକଲିନଙ୍କ ଉପରେ ଆସିଥିବା…
ଆଚାର ପ୍ରସ୍ତୁତ କଲେ ମନ୍ତ୍ରୀ
ନୂଆଦିଲ୍ଲୀ,୨୪।୧୧: ଟିଭି ସିରିୟଲରେ ଦମ୍ଦାର ଅଭିନୟ ପରେ ରାଜନୀତିରେ ପାଦ ଥାପି କେନ୍ଦ୍ର ମନ୍ତ୍ରୀ ହୋଇଥିବା ସ୍ମୃତି ଇରାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ଯଦିଓ ସେ ବର୍ତ୍ତମାନ ରାଜନୀତିରେ ଅଧିକ ସକ୍ରିୟ ଅଛନ୍ତି, କିନ୍ତୁ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କ…
୨୪ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ: ବନ୍ଧାହେଲେ ଜଣେ
ସଜନାଗଡ଼,୨୪।୧୧(ଡି.ଏନ୍.ଏ): ବାଲେଶ୍ୱର ଜିଲା ସନ୍ତାରାଗଡ଼ିଆ ଅଞ୍ଚଳରୁ ୨୪୨ ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଯାହାର ମୂଲ୍ୟ ୨୪ ଲକ୍ଷରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ବାଲେଶ୍ୱର ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ନୀଳଗିରି ଅବକାରୀ ବିଭାଗ ମିଳିତ ଚଢାଉ…
ହୃଦୟ ଜିତିଲେ ଜାପାନ ପ୍ରଶଂସକ
କାତାର,୨୪।୧୧: ଫିଫା ବିଶ୍ୱକପ ୨୦୨୨ ଜାପାନ ଜର୍ମାନୀ ବିରୋଧରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ମ୍ୟାଚରେ ପ୍ରଥମେ ଜାପାନର ଖେଳାଳିମାନେ ନିଜ ଖେଳ ସହିତ ଜଲଓ୍ବା ଦେଖାଇଥିବାବେଳେ, ତା’ପରେ ଜାପାନୀ ପ୍ରଶଂସକମାନେ ଭଲ କାର୍ଯ୍ୟ କରି ସମସ୍ତଙ୍କ ହୃଦୟ…
ଅମିତ ଶାହା କହିଲେ ‘ଭାଜପା ୟୁନିଫର୍ମ ସିଭିଲ କୋର୍ଡ ଆଣିବାକୁ ପ୍ରତିବଦ୍ଧ, ହେଲେ…’
ନୂଆଦିଲ୍ଲୀ,୨୪ ।୧୧: ଗୁଜରାଟ ବିଧାନସଭା ନିର୍ବାଚନରେ ୟୁନିଫର୍ମ ସିଭିଲ କୋର୍ଡ ପ୍ରସଙ୍ଗ ଯୋରସୋରରେ ଉଠିଛି । ଏହାରି ଭିତରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ସମାନ ନାଗରିକ ସଂହିତା ଆଣିବାକୁ ପ୍ରତିବଦ୍ଧ, ହେଲେ ଆଲୋଚନା…
ଡିସେମ୍ବର ୧୫ରୁ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ
କୋଲକାତା: ୨୮ତମ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଖୁବ୍ଶୀଘ୍ର ଆୟୋଜିତ ହେବାକୁ ଯାଉଛି। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି ଫିଲ୍ମ ଫେଷ୍ଟିଭାଲ ହେବାକୁ ଯାଉଛି। ଏହି ଫେଷ୍ଟିଭାଲ ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ହୋଇ ୨୨ ପର୍ଯ୍ୟନ୍ତ ଚାଲିବ।…
ଅନୱର ଇବ୍ରାହିମ ହେଲେ ମାଲେସିଆର ନୂଆ ପ୍ରଧାନମନ୍ତ୍ରୀ
କ୍ୱାଲାଲାମ୍ପପୁର,୨୪।୧୧: ମାଲେସିଆର ନୂତନ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ ହୋଇଛନ୍ତି ଅନୱର ଇବ୍ରାହିମ। ଦେଶର ନଅ ରାଜ୍ୟର ରାଜାମାନଙ୍କ ସହିତ ଏକ ସ୍ବତନ୍ତ୍ର ବୈଠକ ପରେ ଇବ୍ରାହିମଙ୍କ ନିଯୁକ୍ତି ସ୍ଥିର ହୋଇଥିଲା। ମାଲେସିଆର ସୁଲତାନ ଅବଦୁଲ୍ଲା ଅହମ୍ମଦ ଶାହା ପ୍ରଧାନମନ୍ତ୍ରୀ ଭାବେ ତାଙ୍କ…
Archives


