ପରିବାରକୁ ଢାଙ୍କି ଦେଇଛି କଳା ବାଦଲ, ସସ୍ମିତାଙ୍କ ଚିକିତ୍ସାରେ ବାଧକ ସାଜିଛି ଅର୍ଥ
ଲାଞ୍ଜିଗଡ,୭ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଖବାହାଲି ପଞ୍ଚାୟତ ଦୋରା ସାରଲି ଗାଁର ଶୁକନାଭଟା ପଡାର ୨୧ ବର୍ଷୀୟ ସସ୍ମିତା ସାହୁ ମାରାତ୍ମକ ଅଜଣା ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି। ପରିବାର କହିଲେ ସସ୍ମିତାଙ୍କ…
ମୁକୁଳା ଡ୍ରେନରେ ଛଟପଟ ହେଉଥିଲା ଗାଈ: ଅଗ୍ନିଶମ ବିଭାଗ ପହଞ୍ଚିବାରୁ…
ଦାରିଙ୍ଗବାଡି, ୭।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିର ରାଇକିଆ ରାସ୍ତା ଏସବିଆଇ ସମ୍ମୁଖ ଏକ ମୁକୁଳା ଡ୍ରେନରେ ଗାଈ ଛଟପଟ ହେଉଥିଲା। ଏହାଦେଖି ସ୍ଥାନୀୟ ଲୋକ ଏବଂ ଏସବିଆଇ ଶାଖାର ଶାଖା ପରିଚାଳକ ଗୌରୀଶଙ୍କର ନାୟକ ପ୍ରମୁଖ…
‘ବନ୍ଦେ ମାତରମ’ ଦେବ ନୂଆ ସଂଜ୍ଞା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୭।୧୧: ‘ବନ୍ଦେ ମାତରମ’ କେବଳ ଗୀତ ନୁହେଁ ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଏବଂ ବୀରତାର ପ୍ରତୀକ। ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ବଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ…
ଭାରତର ସବୁଠୁ ବଡ଼ ଦାନବୀର: ଅମ୍ବାନୀ କି ଆଦାନୀ ନୁହେଁ, ଏହି ବ୍ୟକ୍ତି…
ନୂଆଦିଲ୍ଲୀ,୭।୧୧: ସାରା ବିଶ୍ୱରେ ଅଗଣିତ ରୋଜଗାର କରୁଥିବା ଲୋକ ଥିଲେ ମଧ୍ୟ ଅନ୍ୟମାନଙ୍କୁ ଦାନ କିମ୍ବା ସାହାଯ୍ୟ କରୁଥିବା ଲୋକଙ୍କ ସଂଖ୍ୟା କମ। ତଥାପି ଆମ ଦେଶର କିଛି ପ୍ରମୁଖ ବ୍ୟକ୍ତିବିଶେଷଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ରୋଜଗାର ଏବଂ ଦାନ…
ଅହମଦାବାଦ ବିମାନ ଦୁର୍ଘଟଣାରେ ମୃତ ପାଇଲଟଙ୍କ ପିତାଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ, ଶୁଣିଲେ…
ନୂଆଦିଲ୍ଲୀ,୭।୧୧: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ସୁପ୍ରିମକୋର୍ଟ ଏକ ନୋଟିସ ଜାରି କରିଛନ୍ତି। କୋର୍ଟ ପୁଷ୍କରରାଜ ସବରୱାଲଙ୍କ ଆବେଦନ ଉପରେ ଏହି ନିର୍ଦ୍ଦେଶ ଦେଇଛନ୍ତି, ଯାହାଙ୍କ ପୁଅ ସୁମିତ ବୋଇଂ 787 ଡ୍ରିମଲାଇନର ପାଇଲଟ-ଇନ-କମାଣ୍ଡ ଥିଲେ। କୋର୍ଟ କେନ୍ଦ୍ର ସରକାର…
ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ହେଲା ଯାଞ୍ଚ , ଏ କ’ଣ ମିଳିଲା…
ନୂଆପଡା,୭।୧୧: ନୂଆପଡ଼ାରେ ଅଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନୂଆପଡ଼ା ଓ ଖରିଆର ରୋଡରେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ନୂଆପଡ଼ାରେ ପହଞ୍ଚିବା ପରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ କରାଯାଇଛି। ନିର୍ବାଚନ କମିଶନରଙ୍କ ଟିମ୍ ପକ୍ଷରୁ ନବୀନଙ୍କ…
ପାକିସ୍ତାନରେ ନେପାଳ ଭଳି ପରିସ୍ଥିତି, ରାଜରାସ୍ତାରେ Gen Zର ହୋହାଲ୍ଲା
ଇସଲାମାବାଦ,୭।୧୧: ପାକ ଅଧିକୃତ କଶ୍ମୀର (ପିଓକେ) ଏକ ମାସରୁ କମ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରତିବାଦ ପ୍ରଦର୍ଶନ କରିଛି। ଗୁରୁବାର ଶହ ଶହ ଯୁବକ ରାସ୍ତାକୁ ଓହ୍ଲାଇଛନ୍ତି। ରିପୋର୍ଟ ଅନୁଯାୟୀ, ଏଥର, Gen Z ପିଓକେରେ ଆନ୍ଦୋଳନର ନେତୃତ୍ୱ…
ମାତ୍ର ୧୮ ବଲ୍ରେ ମ୍ୟାଚ୍ ଜିତିଗଲା ଏହି ଟିମ୍: କ୍ରିକେଟ୍ ଜଗତରେ ହଲ୍ଚଲ୍
ନୂଆଦିଲ୍ଲୀ,୭।୧୧: ଅଷ୍ଟ୍ରେଲିଆ ହଂକଂ ସିକ୍ସେସ ଟୁର୍ନାମେଣ୍ଟକୁ ବିଜୟ ସହିତ ଆରମ୍ଭ କରିଥିଲା। ଅଷ୍ଟ୍ରେଲିଆ ମାତ୍ର ୧୮ ବଲ୍ରେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ବିପକ୍ଷରେ ମ୍ୟାଚକୁ ୬ ଉଇକେଟ୍ରେ ଜିତିଥିଲା। ଏହି ପୁଲ ବି ମ୍ୟାଚ୍ରେ ଅଷ୍ଟ୍ରେଲିଆର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଜ୍ୟାକ…
୬ ବର୍ଷ ଶିଶୁର ଗୁଳିରେ ଆହତ ହୋଇଥିବା ଶିକ୍ଷୟିତ୍ରୀଙ୍କୁ ମିଳିବ ୧୦ ମିଲିୟନ ଡଲାର, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ଓ୍ବାଶିଂଟନ,୭।୧୧: ଆମେରିକାର ଭର୍ଜିନିଆ ରାଜ୍ୟରେ ଜଣେ ଛଅ ବର୍ଷର ଛାତ୍ର ତାଙ୍କ ଶିକ୍ଷୟିତ୍ରୀଙ୍କୁ ଗୁଳି କରି ଆହତ କରିଥିଲେ। ଆହତ ଶିକ୍ଷୟିତ୍ରୀ, ଆବିଗାଲ ଜ୍ୱର୍ନର, ଅଭିଯୋଗ କରିଛନ୍ତି ଯେ ସେ ପଢ଼ାଉଥିବା ନ୍ୟୁପୋର୍ଟ ନ୍ୟୁଜ ପ୍ରାଥମିକ ବିଦ୍ୟାଳୟର ସ୍କୁଲ ପ୍ରିନ୍ସିପାଲଙ୍କୁ ଚେତାବନୀ…
ନୂଆପଡ଼ାରେ ନବୀନ: ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରି…
ଭୁବନେଶ୍ୱର,୭।୧୧: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଗସ୍ତରେ ଯାଇ ପହଞ୍ଚିଛନ୍ତି। ନବୀନଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏହି ଅବସରରେ ନବୀନ ଖରିଆର୍ ରୋଡ୍ ଏନ୍ଏସି ଅଞ୍ଚଳର ଦାଗା,…
ରୋଡ କଂଗ୍ରେସ ସମାବେଶ ଉଦ୍ଘାଟିତ
ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ସ୍ଥିତ ଜନତା ମୈଦାନରେ ୮୪ତମ ରୋଡ କଂଗ୍ରେସ ସମାବେଶ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଯୋଗଦେଇ ଏହାର ଶୁଭାରମ୍ଭ କରିଛନ୍ତି। ନଭେମ୍ବର ୧୦ ଯାଏ ସଡ଼କ ଏବଂ ପରିବହନ…
ମୁଁ ୬ଟି ବିୟର୍ ପିଇଦେବି କହି ଫସିଲେ ଏହି କ୍ରିକେଟର୍: ଦଳରୁ ପଡ଼ିଲେ ବାଦ୍
ନୂଆଦିଲ୍ଳୀ,୭।୧୧: ଇଂଲଣ୍ଡ ବିପକ୍ଷ ଆସେସ ସିରିଜର ପ୍ରଥମ ଟେଷ୍ଟ ପାଇଁ ଅଷ୍ଟ୍ରେଲିଆର ଦଳ ଘୋଷଣା କରାଯାଇଛି। ପ୍ରଥମ ଟେଷ୍ଟ ନଭେମ୍ବର ୨୧ ତାରିଖରେ ପର୍ଥରେ ଖେଳାଯିବ। ପ୍ୟାଟ କମିନ୍ସଙ୍କ ଆଘାତ ଯୋଗୁ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥଙ୍କୁ ଦଳର ଅଧିନାୟକ ନିଯୁକ୍ତ…
Archives


