Home Left

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର ଡୁଆଲ୍‌ ଫ୍ରିକ୍ୟୁଏନ୍ସି ସିନ୍ଥେଟିକ୍‌ ଆପେର୍‌ଚର ରାଡାରରୁ ମିଳିଥିବା ଉକ୍ତ ଡେଟାଗୁଡ଼ିକୁ ଭାରତୀୟ ମହାକାଶ ଗବେଷଣା…

ଅଷ୍ଟ୍ରେଲିଆ ମାଟିରେ ଟିମ୍‌ ଇଣ୍ଡିଆର ସିରିଜ୍‌ ବିଜୟ

ବ୍ରିସ୍‌ବେନ,୮ା୧୧- ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ କେବଳ ୪.୫ ଓଭର ଖେଳ ସମ୍ଭବ ହୋଇପାରିଥିଲା। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ୪.୫…

RBIର ନୂଆ ଉପହାର! ଏବେ ପିଲାମାନେ ବି କରିପାରିବେ ଡିଜିଟାଲ ପେମେଣ୍ଟ, ଲଞ୍ଚ ହେବ Junio UPI Wallet  

ନୂଆଦିଲ୍ଲୀ,୮।୧୧: ଡିଜିଟାଲାଇଜେସନର ଏହି ଯୁଗରେ, ସବୁକିଛି ଡିଜିଟାଲ ହୋଇଯାଇଛି। ଖାଦ୍ୟ ଅର୍ଡର କରିବାଠାରୁ ଆରମ୍ଭ କରି ବିଦ୍ୟୁତ ବିଲ ପୈଠ କରିବା ପର୍ଯ୍ୟନ୍ତ ସବୁକିଛିରେ ଡିଜିଟାଲ ପେମେଣ୍ଟ ହୋଇପାରୁଛି। ଏହି ଡିଜିଟାଲ ଗତିକୁ ଆହୁରି ସୁରକ୍ଷିତ କରିବା ପାଇଁ, ଭାରତୀୟ ରିଜର୍ଭ…

ମୁନିରଙ୍କୁ ବଡ଼ ଦାୟିତ୍ୱ! ଜାଣନ୍ତୁ ତାଙ୍କ କ୍ଷମତା ସମ୍ପର୍କରେ

ଇସଲାମାବାଦ,୮।୧୧: ଭାରତ ସହିତ ସାମ୍ପ୍ରତିକ ଉତ୍ତେଜନାରୁ ‘ଅନେକ ଶିକ୍ଷା’ ପାଇଥିବା ଦାବି କରି, ପାକିସ୍ତାନ ସାମ୍ବିଧାନିକ ଭାବରେ ଏହାର ସାମରିକ ଶକ୍ତିକୁ ଆହୁରି ମଜବୁତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛି। ପାକିସ୍ତାନର ଆଇନ ମନ୍ତ୍ରୀ ଆଜମ ନାଜିର ତରାର…

ପୁଅ-ବୋହୂଙ୍କ ମାଡ଼ରେ ମା’ ଗୁରୁତର

ଆସିକା, ୮ା୧୧ (ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କରାତଳି ଗ୍ରାମରେ ଶୁକ୍ରବାର ପୁଅ ବୋହୂଙ୍କ ମାଡ଼ରେ ଜଣେ ମା’ ଗୁରୁତର ହୋଇଛନ୍ତି। ସେ ହେଲେ ସେହି ଗ୍ରାମର ରମା ଛଡାଇ। ଖବର ପାଇ ପୋଲିସ ଘଟଣାସ୍ଥଳରେ…

‘ନ୍ୟାୟର ଭାଷା ଏପରି ହେବା ଉଚିତ ଯାହା ନ୍ୟାୟ ଚାହୁଁଥିବା ବ୍ୟକ୍ତି ବୁଝିପାରିବେ’: ମୋଦି

ନୂଆଦିଲ୍ଲୀ,୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି ଯେ ନ୍ୟାୟ ଖୋଜୁଥିବା ବ୍ୟକ୍ତି ନ୍ୟାୟର ଭାଷା ବୁଝିବା ଉଚିତ। ସେ କହିଛନ୍ତି ଯେ ଆଇନ ପ୍ରସ୍ତୁତ କରିବା ସମୟରେ ଏହା ମନେ ରଖିବା ଉଚିତ। ସେ ୮୦,୦୦୦ ରୁ ଅଧିକ ରାୟକୁ…

ଟ୍ରେନ୍‌ ଟିକେଟ ବୁକିଂ ପାଇଁ IRCTCର ନୂଆ ନିୟମ: ଜାଣି ରଖନ୍ତୁ ନଚେତ…  

ନୂଆଦିଲ୍ଲୀ,୮।୧୧: ଭାରତୀୟ ରେଳବାଇ ଏବେ ଅନଲାଇନ ଟିକଟ ବୁକିଂ କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ନୂଆ ନିୟମ ଲାଗୁ କରିଛି। ସକାଳ ସମୟରେ ଟିକଟ ବୁକିଂ ପାଇଁ ଆଧାର ଯାଞ୍ଚ (ଭେରିଫିକେସନ) ବାଧ୍ୟତାମୂଳକ କରାଯାଇଛି। ଏହା IRCTC ୱେବସାଇଟ କିମ୍ବା ମୋବାଇଲ…

ଜି.ଉଦୟଗିରି ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ସହର: ୧୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ

ଜି.ଉଦୟଗିରି,୮ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେଉଛି। ଦୈନନ୍ଦିନ ପାରଦ କମୁଥିବା ବେଳେ ଶୀତର ପ୍ରକୋପ ବଢ଼ୁଛି। ସ୍ଥାନୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଶନିବାର ରାଜ୍ୟର ସବୁଠାରୁ କମ୍‌ ତାପମାତ୍ରା ୧୧ ଡିଗ୍ରୀ…

ହଠାତ ଲାଲକୃଷ୍ଣ ଆଡଭାନୀଙ୍କ ଘରେ କାହିଁକି ପହଞ୍ଚିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୮।୧୧: ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ଏବଂ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ ଶନିବାର ତାଙ୍କର ୯୮ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଡଭାନୀଙ୍କ ଦିଲ୍ଲୀ ବାସଭବନକୁ ଯାଇ ତାଙ୍କୁ ପୁଷ୍ପ…

୨ଦିନ ହେଲା ଆଖଣ୍ଡଳମଣୀ ପୂଜଜଙ୍କ ମିଳୁନି ପତ୍ତା

ଗଞ୍ଜାମ,୮ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଦାମୋଦରପୁର ଗ୍ରାମ ସ୍ଥିତ ବାବା ଆଖଣ୍ଡଳମଣୀ ମନ୍ଦିର ପୂଜକ ତ୍ରିନାଥ ସାହୁ (୭୦) ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନାହିଁ। ଯଦି କେହି…

ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଞ୍ଜିଗଡ଼ ଓ ତ୍ରିଲୋଚନପୁର ରିଜର୍ଭ ଜଙ୍ଗଲ ଅଞ୍ଚଳରେ ଗ୍ୟାସ ଲାଇନ ଯିବାକୁ ନେଇ ମୂଲ୍ୟବାନ ଶତାଧିକ ଗଛ କଟା ଚାଲିଛି। ଏହାକୁ ବିରୋଧ କରି ଗଛକଟା ବନ୍ଦ…

ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଞ୍ଜିଗଡ଼ ଓ ତ୍ରିଲୋଚନପୁର ରିଜର୍ଭ ଜଙ୍ଗଲ ଅଞ୍ଚଳରେ ଗ୍ୟାସ ଲାଇନ ଯିବାକୁ ନେଇ ମୂଲ୍ୟବାନ ଶତାଧିକ ଗଛ କଟା ଚାଲିଛି। ଏହାକୁ ବିରୋଧ କରି ଗଛକଟା ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri