Home Left

ସୋନାଲି ଫୋଗାଟଙ୍କୁ ଜବରଦସ୍ତ ଦିଆଯାଇଥିଲା ଡ୍ରଗ୍‌, ସିବିଆଇ ପିଏ ସମେତ ୨ ଜଣଙ୍କୁ ଅଭିଯୁକ୍ତ ବୋଲି ଚାର୍ଜସିଟରେ ଦର୍ଶାଇଲେ

ନୂଆଦିଲ୍ଲୀ,୨୨ ।୧୧: ସୋନାଲି ଫୋଗାଟ ହତ୍ୟା ମାମଲାରେ ସିବିଆଇ ଚାର୍ଜସିଟ ଦାଖଲ କରି ସାରିଛି । ଗୋଆର କର୍ଲିଜ ବାରରେ ସନ୍ଦିଗ୍ଧ ଅବସ୍ଥାରେ ସୋନାଲିଙ୍କର ମୃତ୍ୟୁ ହୋଇଥିଲା । ସାନାଲିଙ୍କ ପିଏ ସୁଧିର ସାଙ୍ଗୱାନ ଓ ସୁଖବିନ୍ଦରଙ୍କ ଉପରେ ଜବରଦସ୍ତ ଡ୍ରଗ୍ସ…

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ

ବେଗୁନିଆପଡ଼ା,୨୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ ୬…

୮୦ କେଜି ଗଞ୍ଜେଇ ଜବତ, ଗିରଫ ଦୁଇ ଅଣଓଡ଼ିଆ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୨୨।୧୧: ବ୍ରହ୍ମପୁର ଅଭିମୁଖେ ଆସୁଥିବା ଏକ ଗଞ୍ଜେଇ ଭର୍ତ୍ତି କାର୍‌କୁ ମଙ୍ଗଳବାର ଅବକାରୀ ପୋଲିସ ଜବତ କରିଛି। କାର୍‌ ଭିତରୁ ୮୦ କେଜି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣକାରୀ ସମେତ ଦୁଇ ଜଣ ଅଣଓଡ଼ିଆ ଯୁବକଙ୍କୁ ଅବକାରୀ…

ତାତିଲେ ଅଙ୍ଗନଓ୍ବାଡ଼ୀ କର୍ମୀ

କେସିଙ୍ଗା,୨୨।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତର ସମସ୍ତ ଅଙ୍ଗନଓ୍ବାଡ଼ି କର୍ମୀ ମଙ୍ଗଳବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ୮ ଦଫା ଦାବି ନେଇ ସେମାନେ ଏହି ଆନ୍ଦୋଳନ କରିଛନ୍ତି। ଦାବି ପୂରଣ ନ…

ଆସାମ-ମେଘାଳୟ ସୀମାରେ ଫାୟରିଂ ପରେ ବଢିଲା ହିଂସା: ୬ ମୃତ, ଇଣ୍ଟରନେଟ ସେବା ବନ୍ଦ

ଗୁଆହାଟି,୨୨ ।୧୧: ଆସାମ-ମେଘାଳୟ ସୀମାରେ ମଙ୍ଗଳବାର ସକାଳେ ଫାୟରିଂ ପରେ ହିଂସା ପରିସ୍ଥିତି ଉପୁଜିଥିଲା । ଏଥିରେ ଏବେ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୋଲିସ ଏକ ଚୋରାକାଠ ବ୍ୟବସାୟ କରୁଥିବା ଟ୍ରକକୁ ଅଟକାଇବା ପରେ…

ଓଟିଟିରେ ରିଲିଜ୍‌ ହେବ ସାମନ୍ଥାଙ୍କ ଫିଲ୍ମ ‘ଯଶୋଦା’

ଦକ୍ଷିଣ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁଙ୍କ ଫିଲ୍ମ‘ଯଶୋଦା’ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି। ଫିଲ୍ମଟି ରିଲିଜ୍‌ ହେବା ପରେ ଭଲ ପଦର୍ଶନ କରିଛି। ଏହାରି ମଧ୍ୟରେ ଦର୍ଶକଙ୍କ ପାଇଁ ଏକ ଖୁସି ଖବର ରହିଛି। ସାମନ୍ଥାଙ୍କ ଫିଲ୍ମ ‘ଯଶୋଦା’…

ଦୀର୍ଘ ଦିନରୁ ବନ୍ଦ ରହିଛି ଏଟିଏମ୍‌ : ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା୨୨।୧୧(ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରେ ଥିବା ଏକମାତ୍ର ଏସବିଆଇ ଏଟିଏମ୍‌ କାଉଣ୍ଟର ଦୀର୍ଘ ଦିନରୁ ବନ୍ଦ ରହିଛି। ଏ ନେଇ ଲୋକେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ଦୁର୍ବୁତ୍ତ…

ଟି୨୦ ବିଶ୍ୱକପ୍‌ରେ ପ୍ରଦର୍ଶନକୁ ନେଇ ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ରେ ଝଡ଼: ଅଧିନାୟକ ପଦ ଛାଡ଼ିଲେ ପୁରାନ୍‌

ନୂଆଦିଲ୍ଲୀ,୨୨।୧୧: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଓ୍ବେଷ୍ଟଇଣ୍ଡିଜ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ଥିଲା। ଦଳ ସୁପର-୧୨ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଥିଲା। ବିଶ୍ୱକପ୍‌ ଇତିହାସରେ ପ୍ରଥମ ଥର ଲାଗି ଓ୍ବେଷ୍ଟଇଣ୍ଡଜ୍‌ର ଏଭଳି ବିଫଳତାକୁ ନେଇ ବିଭିନ୍ନ…

କାର୍‌ ଅଟକାଇ ନେଇଥିଲେ ୧.୨ କୋଟି : ପଡ଼ିଲେ ଧରା

ଗ୍ବାଲିଅର,୨୨।୧୧: ମଧ୍ୟପ୍ରଦେଶ ଗ୍ବାଲିଅରରେ ଦୁଇଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ୧.୨ କୋଟି ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି କରି ପୋଲିସ ସିସିଟିଭି ଫୁଟେଜ୍‌ ଆଧାରରେ ଯାଞ୍ଚ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ଗିରଫ…

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ ଫଳ…

ଶ୍ୱଶୁର ଘର ବୁଲି ଯାଇଥିଲେ ଜ୍ୱାଇଁ: ସ୍ତ୍ରୀଙ୍କୁ କଇଁଚି ଭୁସି ମାରିଲେ

ବାରିପଦା ଅଫିସ,୨୨।୧୧: ସ୍ବାମୀଙ୍କ କଇଁଚି ଆକ୍ରମଣରେ ପ୍ରାଣ ହାରିଲେ ସ୍ତ୍ରୀ। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ହିଞ୍ଜଳଗଡିଆ ଗ୍ରାମରେ। ଘରୋଇ କଳହକୁ ନେଇ ସ୍ବାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌…

ଅନିର୍ଦ୍ଦିଷ୍ଟ କାଳ ଅଙ୍ଗନଓ୍ବାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଜି. ଉଦୟଗିରି,୨୨।୧୧(ଡି.ଏନ୍‌.ଏ.): ଜି. ଉଦୟଗିରି ଆଇସିଡିଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ରାଜ୍ୟ ସରକାର ବିଭିନ୍ନ ସମୟରେ ପ୍ରତିଶ୍ରୁତି ଦେଇ ମଧ୍ୟ ଦାବି ପୂରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri