ଅନିର୍ଦ୍ଦିଷ୍ଟ କାଳ ଅଙ୍ଗନଓ୍ବାଡି କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଜି. ଉଦୟଗିରି,୨୨।୧୧(ଡି.ଏନ୍.ଏ.): ଜି. ଉଦୟଗିରି ଆଇସିଡିଏସ୍ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବିଭିନ୍ନ ଦାବି ନେଇ ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି । ରାଜ୍ୟ ସରକାର ବିଭିନ୍ନ ସମୟରେ ପ୍ରତିଶ୍ରୁତି ଦେଇ ମଧ୍ୟ ଦାବି ପୂରଣ…
ଦେଶରେ ୨୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୫ ଜଣ ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଛନ୍ତି। ନୂତନ…
ଶ୍ରୀଗୁଣ୍ଡିଚା ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ଗଜପତି
ପୁରୀ ଅଫିସ,୨୨।୧୧(ବ୍ୟୁରୋ): ଗଜପତି ମହାରାଜା ଶ୍ରୀଗୁଣ୍ଡିଚା ମନ୍ଦିରର ମଙ୍ଗଳବାର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶ୍ରୀଗୁଣ୍ଡିଚା ମନ୍ଦିର ନାଟ ମଣ୍ଡପରେ ୪ଟି ବିମ୍ରୁ ଗୋଟିଏ ବିମ୍ ଓ ୩ଟି କଲମରେ ଫାଟ ସୃଷ୍ଟି ହୋଇଥିବା ବେଳେ ତାହାକୁ ୨ ମାସ ମଧ୍ୟରେ ମରାମତି…
ଦୁର୍ବଳ ହେଲା ଅବପାତ
ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର…
ଟସ୍ ଜିତିଲା ନ୍ୟୁଜିଲାଣ୍ଡ
ନାପିଅର,୨୨।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍ ଆଜି ନାପିଅରରେ ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ନିୟମିତ ଅଧିନାୟକ କେନ ୱିଲିୟମସନ ଏହି…
ଶ୍ରଦ୍ଧା ହତ୍ୟା ଘଟଣା: ଦୋଷ ମାନିଲେ ଅଫତାବ୍
ନୂଆଦିଲ୍ଲୀ,୨୨।୧୧: ବହୁଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଅଫତାବ୍ଙ୍କୁ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାକେତ କୋର୍ଟରେ ହାଜର କରାଯାଇଥିଲା। ଅଫତାବ୍ କୋର୍ଟ ସମ୍ମୁଖରେ ନିଜର ଅପରାଧ ସ୍ବୀକାର କରିବା ସହ କହିଥିଲେ, ଯାହା କରିଛି ତାହା ଭୁଲ। ରାଗରେ ଶ୍ରଦ୍ଧାଙ୍କୁ…
ଦୁଇ ବର୍ଷ ହେଲା ସୋଲାର ପମ୍ପ ଅଚଳ: ପାଣି ପାଇଁ ହଇରାଣରେ ଗ୍ରାମବାସୀ
କର୍ଲାମୁଣ୍ଡା,୨୨।୧୧(ଡି.ଏନ୍.ଏ.): ପିଇବା ପାଣିର ସୁବ୍ୟବସ୍ଥା ପାଇଁ ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁ ଯୋଜନାଗୁଡିକ ସମସ୍ତ ବାଟବଣା ହେଉଛି। କିଛି ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା…
ଟୁଇଟର୍ ‘ବ୍ଲୁ ଟିକ୍ ସ୍କିମ୍’ ଉପରେ ଲାଗିଲା ରୋକ
ନ୍ୟୁୟର୍କ,୨୨।୧୧: ଟୁଇଟରର ନୂତନ ମାଲିକ ଏଲନ ମସ୍କ ପୁଣି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟୁଇଟରରେ ବ୍ଲୁ ଭେରିଫାଏଡ ରିଲଞ୍ଚ୍ ଉପରେ ଅସ୍ଥାୟୀ ରୋକ ଲଗାଯାଇଛି। ଏନେଇ ମସ୍କ ଟୁଇଟ୍ ଯୋଗେ ସୂଚନା ଦେଇଛନ୍ତି। ଟୁଇଟରରେ ଫେକ ଆକାଉଣ୍ଟ ସମସ୍ୟା ସମାଧାନ…
ଫିଲ୍ମ ‘ଭୋଳା’ରେ ନଜର ଆସିବେ ଅଜୟ ଦେବଗନ, ଟିଜର ରିଲିଜ୍
ଅଭିନେତା ଅଜୟ ଦେବଗନ ଆଜିକାଲି ନିଜ ଫିଲ୍ମକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ଅଜୟଙ୍କ ଫିଲ୍ମ ‘ଦୃଶ୍ୟମ-୨’ରିଲିଜ୍ ହେବା ପରେ ବକ୍ସ ଅଫିସରେ ରେକର୍ଡ କରୁଛି। ଏହି ସମୟରେ ଅଜୟଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଭୋଳା’ର ଟିଜର ମଙ୍ଗଳବାର ରିଲିଜ୍ ହୋଇଛି।…
ମାଛଚାଷରେ ଓଡ଼ିଶାର ସ୍ଥାନ ଚତୁର୍ଥ
ମାଲକାନଗିରି,୨୨ା୧୧(ଡି.ଏନ୍.ଏ): ମାଲକାନଗିରି ଜିଲା ସଦର ମହକୁମା ମୁଣ୍ଡାଗୁଡାସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ସମ୍ମିଳନୀ କକ୍ଷରେ ସୋମବାର ବିଶ୍ୱ ମତ୍ସ୍ୟ ଦିବସ ଜିଲା ମତ୍ସ୍ୟ ଅଧିକାରୀ ନରସିଂହ ମୁଣ୍ଡ୍ଙ୍କ ଅଧ୍ୟକ୍ଷତାରେ ଅନୁ୍ଷ୍ଠିତ ହୋଇଯାଇଛି। ଏଥିରେ ଲିଡ ବ୍ୟାଙ୍କ ଜିଲା ପରିଚାଳକ ନରସିଂହ ପାଢୀ,…
ତ୍ୱରାନ୍ବିତ ହେବ ରାୟଗଡ଼ା ରେଳ ଡିଭିଜନ୍ ନିର୍ମାଣ
ରାୟଗଡ଼ା ଅଫିସ,୨୨ା୧୧: ରେଳ ଡିଭିଜନ୍ ନିର୍ମାଣ ପାଇଁ ରାୟଗଡ଼ା ଜିଲା ବାସିନ୍ଦା ସ୍ବପ୍ନ ଦେଖୁଥିବା ବେଳେ ବିଳମ୍ବରେ ହେଲେ ମଧ୍ୟ ଏବେ ରେଲ୍ଓ୍ବେ ପକ୍ଷରୁ ନିର୍ମାଣ ପ୍ରକ୍ରିୟା ଜାରି ରହିଛି। ରେଳ ଡିଭିଜନ୍ ପାଇଁ ବିଭାଗର ମୁଖ୍ୟ ସମସ୍ୟା ହେଲା ରେଲ୍ଓ୍ବେ…
‘ଦୃଶ୍ୟମ-୨’ପରେ ‘ଦୃଶ୍ୟମ-୩’କୁ ନେଇ ଯୋଜନା କରୁଛନ୍ତି ନିର୍ମାତା
ମୁମ୍ବାଇ: ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ‘ଦୃଶ୍ୟମ-୨’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ନଭେମ୍ବର ୧୮ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଫିଲ୍ମଟି ଏବେ ବକ୍ସ ଅଫିସରେ ରେକର୍ଡ ଭାଙ୍ଗୁଛି। ରିଲିଜ୍ର ପ୍ରଥମ ଦିନରେ ଧମାକାଦାର ଆୟ କରିଥିଲା ‘ଦୃଶ୍ୟମ-୨’। ଆଉ ଫିଲ୍ମକୁ…
Archives


