Home Left

ଆଜି ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ ମୋଦି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୋଜଗାର ମେଳା କାର୍ଯ୍ୟକ୍ରମ ଅଧୀନରେ ୭୧ ହଜାର ନିଯୁକ୍ତି ପତ୍ର ପ୍ରଦାନ କରିବେ। ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ନିଯୁକ୍ତି ପାଇଥିବା…

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ କରାଯାଇଛି। ସଂଘ ପକ୍ଷରୁ କୁହାଯାଇଛି, ବର୍ତ୍ତମାନ ବିଭିନ୍ନ ଶିକ୍ଷାନୁଷ୍ଠାନରେ ରାଗିଂ ବୃଦ୍ଧି ପାଇଛି। ଏଥିରେ…

ସମସ୍ୟା ଘେରରେ କାଶୀନଗର ଏନ୍‌ଏସି

କାଶୀନଗର,୨୨ା୧୧: ଗଜପତି ଜିଲାର ଏକମାତ୍ର ଏନଏସି କାଶୀନଗର ସମସ୍ୟା ଘେରରେ ରହିଛି। ବେଶେଷକରି ଡମ୍ପିଂୟାର୍ଡ ସମସ୍ୟାର ସମାଧାନ ହୋଇପାରୁନଥିବା ଯୋଗୁ ଜନ ଅସନ୍ତୋଷ ବଢିବାରେ ଲାଗିଛି। ସହରରେ ଖୁବ ନିକଟବର୍ତ୍ତୀ ଅଞ୍ଚଳରେ ଉକ୍ତ ସ୍ଥାନ ରହିଛି। ସେଠାକାର ଦୁର୍ଗନ୍ଧ ଦ୍ୱାରା ବାୟୁ…

ଘୁମୁସର ଜିଲା ଆନ୍ଦୋଳନ ତେଜିଲା

ଭଞ୍ଜନଗର,୨୨୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁରକୁ ନୂଆ ଜିଲା କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛିଦିନ ପୂର୍ବେ ପ୍ରତିଶ୍ରୁତି ଦେଇଛନ୍ତି। ଏଭଳି ସ୍ଥିତିରେ ଗଞ୍ଜାମ ଜିଲାର ଭଞ୍ଜନଗର ଉପଖଣ୍ଡକୁ ଘୁମୁସର ଜିଲା ଓ ଆଉ କେତେକ ଅଞ୍ଚଳରେ…

ସୂଚନା ଅଧିକାର ଆଇନକୁ ଅବମାନନା

ନୀଳଗିରି, ୨୨।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ନୀଳଗିରି ଆଇଟିଡ଼ିଏର ବିଭିନ୍ନ ଯୋଜନା ଓ ପ୍ରକଳ୍ପ ବାବଦରେ ତଥ୍ୟ ସୂଚନା ଆଇନ୍‌ ବଳରେ ମାଗିଥିବା ବେଳେ ଉକ୍ତ ତଥ୍ୟ ଦିଆଯିବ ନାହଁି ବୋଲି କାର୍ଯ୍ୟାଳୟ ପକ୍ଷରୁ ରୋକଠୋକ…

କାର୍ତ୍ତିକଙ୍କ ପ୍ରଥମ ଅନସ୍କ୍ରିନ କିସିଂ ସିନ ଦେଖି କାନ୍ଦି ପକାଇଥିଲେ ମାଆ

ମୁମ୍ବାଇ: ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପପୁଲାରିଟି ପାଇଁ ତାଙ୍କ ରୋମାଣ୍ଟିକ ଅବତାର ବେଶ ଦାୟୀ ବୋଲି କୁହାଯାଏ । ଏବେ କାର୍ତ୍ତିକଙ୍କ ଅଭିନୀତ ଫିଲ୍ମ ‘ଭୁଲ ଭୁଲେୟା ୨’ରେ ବି ସେ କିଆରାଙ୍କ ସହ ରୋମାଣ୍ଟିକ ଅନ୍ଦାଜରେ ନଜର ଆସିଛନ୍ତି…

ବ୍ଲକ୍‌ ପାଚେରି ନିର୍ମାଣରେ ଦୁର୍ନୀତିର ଗନ୍ଧ

ତେଲକୋଇ,୨୨ା୧୧(ଡି.ଏନ.ଏ): ରାଜ୍ୟ ସରକାର ‘୫-ଟି’ ଜରିଆରେ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବାକୁ ପ୍ରୟାସ କରୁଛନ୍ତି। କିଛି ଅସାଧୁ କର୍ମଚାରୀଙ୍କ ପାଇଁ ଯୋଜନା ଏକ ପ୍ରକାର ବିଫଳ ହେଉଛି। ଠିକାଦାରଙ୍କ ସହ ମିଶି ଅନିୟମିତତାକୁ ପ୍ରୋତ୍ସାହିତ କରୁଛନ୍ତି। ଫଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ…

ରାଜ୍ୟ ରାଜପଥ ୮ ଘଣ୍ଟା ଠପ୍‌

ଭୋଗରାଇ, ୨୧ା୧୧(ଡ଼ି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର-ଚନ୍ଦନେଶ୍ୱର ୫୭ ନଂ. ରାଜ୍ୟ ରାଜପଥ ଦାରୁହା ଛକଠାରେ ଥିବା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସ୍ଥାନାନ୍ତରକୁ ବିରୋଧ କରି ସ୍ଥାନୀୟ ଗ୍ରାମବାସୀ ସୋମବାର ସକାଳ ୯ଟାରୁ ଅପରାହ୍ନ ସାଢେ ୩ଟା ପର୍ଯ୍ୟନ୍ତ ଏହି ମୁଖ୍ୟରାସ୍ତାକୁ ଅବରୋଧ…

କୁଶେଇ ସେତୁର ବିମ୍‌ ଖସିଲା

କେନ୍ଦୁଝର/ଆନନ୍ଦପୁର,୨୨ା୧୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବେଲବାହାଳି ନିକଟସ୍ଥ କୁଶେଇ ନଦୀ ଉପରେ ନିର୍ମାଣାଧୀନ ଦ୍ୱିତୀୟ ସେତୁର ବିମ୍‌ ଖସି ପଡ଼ିଛି। ଦୁର୍ଘଟଣାରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁରର ସନାକର ଦାସ,…

ସୋଲୋମନ ଆଇଲାଣ୍ଡରେ ଶକ୍ତିଶାଳୀ ଭୂକମ୍ପ: ସୁନାମୀ ଚେତାବନୀ ଜାରି

ହୋନିଆରା,୨୨।୧୧: ସୋଲୋମନ ଆଇଲାଣ୍ଡ ନିକଟରେ ୭.୩ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ମଙ୍ଗଳବାର ସକାଳ ୭.୩୩ରେ ଏହି ଭୂକମ୍ପ ହୋଇଥିଲା। ଭକମ୍ପ ପରେ ଲୋକମାନେ ସେମାନଙ୍କ ଘରୁ ଦୌଡ଼ି ପଳାଉଥିବାର ଦେଖାଯାଇଥିଲା। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।…

ନେଦରଲାଣ୍ଡ୍ସ ୨-୦ରେ ଜିତିଲା

ଦୋହା,୨୨ା୧୧: କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପରେ ଚିତାକର୍ଷକ ବିଜୟ ହାସଲ କରିଛି ନେଦରଲାଣ୍ଡ୍ସ। ଉଭୟ ଦଳ ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲେ ହେଁ ନେଦରଲାଣ୍ଡ୍ସ ଗୋଲକିପର ଆଣ୍ଡ୍ରିସ୍‌ ନୋପର୍ଟ ଉଭୟ ଦଳ ମଧ୍ୟରେ ଫରକ ସାଜିଥିଲେ। ଏକାଧିକ ଶଟ୍‌କୁ ସେଭ୍‌ କରିବା ସହିତ…

ବିମାନ ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ୮ ଜୀବନ

କଲମ୍ବିଆ,୨୨।୧୧: କଲମ୍ବିଆରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଏକ ଆବାସିକ ଅଞ୍ଚଳରେ ଖସିପଡିଥିଲା। ବିମାନରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ଘଟିଛି। କଲମ୍ବିଆର ଦ୍ୱିତୀୟ ବୃହତ୍ତମ ସହର ମେଡେଲିନରେ ଏହି ବିମାନ ଦୁର୍ଘଟଣା ଘଟିଛି। ବିମାନଟି ଓଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri